fbpx
Browsing Category

ଦେଶ ବିଦେଶ

ଗରିବ ଓ ଶ୍ରମିକଙ୍କ ପାଇଁ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ୟାକେଜ୍

ନୂଆଦିଲ୍ଲୀ,୨୬ ।୩: କରୋନା ଭାଇରସ୍ କାରଣରୁ ଦେଶରେ ୨୧ ଦିନ ପର୍ଯ୍ୟନ୍ତ ଲକ୍-ଡାଉନ୍ ରହିଛି । ଲକ୍-ଡାଉନକୁ ନେଇ ଆଜି ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି ସରକାର । ଦେଶର ଗରିବ ଓ ଶ୍ରମିକମାନଙ୍କ ପାଇଁ ୧ ଲକ୍ଷ ୭୦ ହଜାର…

କରୋନା ଭାଇରସ୍: ଦେଶରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି

ନୂଆଦିଲ୍ଲୀ,୨୬ ।୩: ଦେଶରେ କରୋନା ଭାଇରସ୍ ଯୋଗୁଁ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୧୬ ଲୋକ ଏହି ଭାଇରସରେ କବଳରେ ଆସି ଜୀବନ ହାରିଛନ୍ତି । କରୋନାରେ ଆକ୍ରାନ୍ତ ହୋଇ ଗୁଜୁରାଟର ୭୦ ବର୍ଷୀୟା ଜଣେ…

ଦେଶରେ ଟୋଲ ଫି ଆଦାୟ ସାମୟିକ ବନ୍ଦ

ନୂଆଦିଲ୍ଲୀ,୨୬ ।୩: ସାରା ଦେଶରେ ଟୋଲ ଫି ଆଦାୟ ସାମୟିକ ଭାବେ ବନ୍ଦ କରାଯାଇଛି । କରୋନା ମୁକାବିଲା କରିବା ପାଇଁ ଦେଶରେ ଲକ୍-ଡାଉନ୍ ଘୋଷଣା କରାଯାଇଥିବା ବେଳେ ଜରୁରୀକାଳୀନ ସେବାକୁ ସରଳ କରିବାକୁ ଟୋଲ ଫି ଆଦାୟକୁ ବନ୍ଦ…

କରୋନା ଭାଇରସ୍, ଦେଶରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

ନୂଆଦିଲ୍ଲୀ,୨୬ ।୩: ଦେଶରେ କରୋନା ଭାଇରସ୍ ଯୋଗୁଁ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୧୫ ଲୋକ ଏହି ଭାଇରସରେ କବଳରେ ଆସି ଜୀବନ ହାରିଛନ୍ତି । କରୋନା ଯୋଗୁଁ ମହାରାଷ୍ଟ୍ରରେ ୧ ଓ କଶ୍ମୀରରେ ଜଣଙ୍କର…

କରୋନାରେ ଗୁଜୁରାଟରେ ଆଉ ଜଣଙ୍କ ମୃତ୍ୟୁ

ଗୁଜୁରାଟ, ୨୫ା୩: ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି । ଆଜି ଗୁଜୁରାଟରେ କରୋନାରେ ଆକ୍ରାନ୍ତ ଥିବା ଜଣେ ୮୫ବର୍ଷୀୟ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ ବୃଦ୍ଧା ଜଣଙ୍କ ବିଦେଶରୁ…

ଗୁରୁଦ୍ୱାରରେ ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣ, ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

କାବୁଲ,୨୫ ।୩: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଏକ ଗୁରୁଦ୍ୱାର ଉପରେ କିଛି ଆତଙ୍କବାଦୀମାନେ ଆଜି ଆତ୍ମଘାତୀ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ରୁ ୯ ଲୋକ ଗୁରୁତର ଆହତ…