Browsing Category
ଦେଶ ବିଦେଶ
ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ, ଦୁଇ ମହିଳାଙ୍କ ସମେତ ୫ ମୃତ
ନୂଆଦିଲ୍ଲୀ: ନ୍ୟୁ-ୟର୍କରେ ଘଟିଛି ଏକ ଅଭାବନୀୟ ଘଟଣା । ଶନିବାର ଦିନ ସକାଳ ୭ଟା ସମୟରେ ଗୋଟିଏ ହଟ୍ ଏୟାର ବେଲୁନ୍ ରେ ନିଆଁ ଲାଗି ଯାଇଥିଲା । ଫଳରେ ସେଥିରେ ଥିବା ଦୁଇ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଯାଇଛି ।…
କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ କୌଣସି ବୀମା ବ୍ୟବସ୍ଥା ନାହିଁ: ମୋଦୀ ସରକାର
ନୂଆଦିଲ୍ଲୀ: କରୋନା ମହାମାରୀରେ ପ୍ରାଣ ହରାଇଥିବା ରୋଗୀ ମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଦେବା ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ଜାରି ରହିଛି । ତେବେ ଏହି ଆବେଦନ ଉପରେ ମତ ରଖି କେନ୍ଦ୍ର ସରକାର କହିଥିଲେ…
ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ: ଆଜି ୧୨୫୮ ଆକ୍ରାନ୍ତଙ୍କ ମୃତ୍ୟୁ
ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ ପାଇଁ ଚାଲିଗଲା ନିରୀହ ମହିଳାଙ୍କ ଜୀବନ, ସସପେଣ୍ଡ ହେଲେ ୪ ପୋଲିସ
ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ପ୍ରୋଟୋକଲ ପାଇଁ ଜଣେ ନିରୀହ ମହିଳା ପ୍ରାଣ ହରାଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତିନି ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯିବା ସମୟରେ ତାଙ୍କ ପାଇଁ ଟ୍ରାଫିକ ବନ୍ଦ କରାଯାଇଥିଲା । ଏହି…
ବିଶ୍ୱରେ ରହିଛି ୮୮୭ ପ୍ରକାର ବିପଦଜନକ ଭାଇରସ୍, ସୃଷ୍ଟି କରିପାରେ କରୋନା ଭଳି ୩୦ ପ୍ରକାର ମହାମାରୀ
ଭୁବନେଶ୍ୱର: ସାରା ବିଶ୍ୱରେ ମାରାତ୍ମକ କରୋନା ମହାମାରୀ ହାହାକାର ପରିସ୍ଥିତି ସୃଷ୍ଟି କରିଥିବା ବେଳେ ଏବେ ପୁଣି ଆଉ ୮୮୭ ପ୍ରକାର ବିପଦଜନକ ଭାଇରସର ତାଲିକା କରାଯାଇଛି ।ହେଲେ ଏହି ଭାଇରସ ଗୁଡିକ ସାଧାରଣତଃ…
ଏଣିକି ସହଜ ହେବ ପାରିବାରିକ ପେନସନ୍: ନିୟମ ପାଳନ କରିବାକୁ ବ୍ୟାଙ୍କକୁ ଆଦେଶ ଦେଲେ ସରକାର
ନୂଆଦିଲ୍ଲୀ: ବିଭିନ୍ନ ବ୍ୟାଙ୍କରେ ରହିଥିବା ପାରିବାରିକ ପେନସନ୍ ମାମଲାଗୁଡ଼ିକ ଏଣିକି ପୂର୍ବାପେକ୍ଷା ସହଜ ହେବ । ପୂର୍ବରୁ ଜଣେ ପେନସନଧାରୀଙ୍କ ମୃତ୍ୟୁ ପରେ ତାଙ୍କର ପତ୍ନୀ କିମ୍ବା ପରିବାର ସଦସ୍ୟଙ୍କୁ ବିଭିନ୍ନ…
ସହକର୍ମୀଙ୍କୁ କିସ୍ କରିବା ମହଙ୍ଗା ପଡ଼ିଲା, ଫଟୋ ଓ ଭିଡିଓ ଭାଇରାଲ୍ ପରେ ଇସ୍ତଫା ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
ନୂଆଦିଲ୍ଲୀ: ଶେଷରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ଇଂଲଣ୍ଡ ସ୍ୱାସ୍ଥ୍ୟମନ୍ତ୍ରୀ । ନିଜର ସହକର୍ମୀଙ୍କୁ କିସ୍ କରିବା ପରେ ବିବାଦ ଘେରକୁ ଚାଲି ଆସିଥିଲେ ମନ୍ତ୍ରୀ ମାଟ୍ ହେନକକ୍ । ମାଟ୍ କିସ୍ କରିବା ସମୟର ଫଟୋ ଓ ଭିଡିଓ…
ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୩୨ ଲକ୍ଷରେ ପହଞ୍ଚିଲା
ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୩୨ ହଜାର ୪୫୦ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୧୫ ଲକ୍ଷ ୩୨…
ସେରମ୍ର ବଡ଼ ଘୋଷଣା: ଜୁଲାଇରୁ ଶିଶୁଙ୍କ ଉପରେ ଷ୍ଟେଜ୍-୨ ଓ ଷ୍ଟେଜ୍-୩ ଟିକା ଟ୍ରାଏଲ୍, ୯୨୦ଜଣ ପିଲାଙ୍କ ଉପରେ ହେବ ପରୀକ୍ଷଣ
ନୂଆଦିଲ୍ଲୀ/ପୁନେ (ଓଡ଼ିଶା ଭାସ୍କର): କରୋନାର ତୃତୀୟ ଲହର ସମୟରେ ଛୋଟ ଶିଶୁମାନେ ଅଧିକ ସଂକ୍ରମିତ ହେବାର ଆଶଙ୍କା ଥିବାରୁ ଏବେ ଶିଶୁମାନଙ୍କ ଟିକାକରଣ ଦିଗରେ ପଦକ୍ଷେପ ନେବାକୁ ଗୁରୁତ୍ୱ ଦିଆଯାଉଛି । ଏହାରି ମଧ୍ୟରେ…
ପୁଣି ବିଶ୍ୱବାସୀଙ୍କ ଭୟ ବଢ଼ାଇଲା କରୋନା ନୂଆ ଭାରିଏଣ୍ଟ : ବ୍ରିଟେନ୍ରେ ଲାମ୍ୱଡା ଓ ଡେଲ୍ଟା ଭାରିଏଣ୍ଟ୍ ଆତଙ୍କ, ୬ ଜଣ ଲାମ୍ୱଡା ସଂକ୍ରମିତ…
ଲଣ୍ଡନ,(ଓଡ଼ିଶା ଭାସ୍କର) : ମହାମାରୀ କରୋନାର ନୂତନ ନୂତନ ଭାରିଏଣ୍ଟ ଚିହ୍ନଟ ହେବା ପୁଣିଥରେ ବିଶ୍ୱବାସୀଙ୍କ ଭୟ ବଢ଼ାଇବାରେ ଲାଗିଲାଣି । କରୋନାର ଗୋଟିଏ ପରେ ଗୋଟିଏ ଲହର ଏବେ ଲୋକଙ୍କ ମନରେ ଆତଙ୍କ ରଚି ଚାଲିଛି ।…