
Browsing Category
ଦେଶ ବିଦେଶ
ଇଂଲଣ୍ଡର ବାଥ୍ ସହରରେ ପ୍ରତିଷ୍ଠା ହେଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର, ବିଦେଶରେ ପୂଜା ପାଇବେ ଚତୁର୍ଦ୍ଧାମୂର୍ତ୍ତି
ଲଣ୍ଡନ(ଓଡ଼ିଶା ଭାସ୍କର): ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଇଂଲଣ୍ଡର ବାଥ୍ ସହରରେ ପ୍ରତିଷ୍ଠା ହୋଇଛି । ଏହା ଓଡ଼ିଶା ପାଇଁ ଅତ୍ୟନ୍ତ ଗର୍ବର ବିଷୟ । ୨୦୨୦ ପବିତ୍ର ରଥଯାତ୍ରା ଅବସରରେ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ…
ତପୁ ମିଶ୍ରଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ, ସାହାଯ୍ୟ ପ୍ରତିଶ୍ରୁତି ଦେଲେ ସୋନୁ ସୁଦ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ସଙ୍ଗୀତ ଦୁନିଆର ସ୍ୱନାମଧନ୍ୟ ଶିଳ୍ପୀ ତପୁ ମିଶ୍ରଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ରହିଛି । ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ସେ ଜୀବନ ସହ ସଂଘଷ କରିଆସୁଛନ୍ତି । ତାଙ୍କୁ ଭଲ…
ନଦୀରୁ ମିଳିଲା ଭାସମାନ ଇଟା, ଭଗବାନ ଭାବି ଦର୍ଶନ କରିବାକୁ ଲାଗିଲା ଲୋକଙ୍କ ଭିଡ
ଆଗ୍ରା: ମାନ୍ୟତା ରହିଛି ଯେ, ତ୍ରେତୟା ଯୁଗରେ ଭଗବାନ ରାମ ସମୁଦ୍ର ପାର ହେବାକୁ ପଥର ଜରିଆରେ ଏକ ବ୍ରିଜ୍ ତିଆରି କରିଥିଲେ । ନଳ-ନୀଳ ରାମଙ୍କ ନାମ ପଥର ଗୁଡିକ ଉପରେ ଲେଖି ସମୁଦ୍ରରେ ପଥର ସବୁକୁ ପାଣିରେ ଭସାଇ ଦେଇଥିଲେ…
ଏଣିକି ଟିକା ନେବାକୁ କେହି ହେବେନି କୁନ୍ଥକୁନ୍ଥ! ଆମେରିକା ରାଷ୍ଟ୍ରପତିଙ୍କ ଅଭିନବ ଘୋଷଣା… ଜାଣନ୍ତୁ କଣ କହିଲେ ଜୋ ବାଇଡେନ
ନୂଆଦିଲ୍ଲୀ: କରୋନା ଭାଇରସର ପ୍ରକୋପ ସାରା ବିଶ୍ୱରେ ଜାରି ରହିଛି । ଏବେବି ପ୍ରତିଦିନ ହଜାର ହଜାର ଲୋକ ଲୋକ ପ୍ରାଣ ହରାଉଛନ୍ତି । ଲକ୍ଷ ଲକ୍ଷ କୋଭିଡରେ ସଂକ୍ରମିତ ହେଉଛନ୍ତି । ଏଭଳି ପରିସ୍ଥିତିରେ ପ୍ରତ୍ୟେକ ଦେଶ…
ପ୍ରାକୃତିକ ସୂର୍ଯ୍ୟକୁ ବି ମାତ୍ ଦେଲା ଚାଇନାର କୃତ୍ରିମ ସୂର୍ଯ୍ୟ, ୧୦୦ ସେକେଣ୍ଡରେ ଦେଉଛି ୧୨୦ ମିଲିୟନ୍ ଡିଗ୍ରୀ ସେଲସିୟସ୍ ତାପମାତ୍ରା
ନୂଆଦିଲ୍ଲୀ: ଚାଇନାର କୃତ୍ରିମ ସୂର୍ଯ୍ୟ ଏବେ ରେକର୍ଡ ସୃଷ୍ଟି କରିଛି । ଏହି କୃତ୍ରିମ ସୂର୍ଯ୍ୟ ଏବେ ଅସଲି ସୂର୍ଯ୍ୟକୁ ବି ମାତ୍ ଦେଇ ୧୦ ଗୁଣ ଅଧିକ ଶକ୍ତିଶାଳୀ ହୋଇଯାଇଛି । ଏହା ଏକଦମ୍ ଅସଲି ସୂର୍ଯ୍ୟ ପରି ଆଲୋକ ଦେବା…
ରଜରେ ଓଡ଼ିଶା ଛୁଇଁବ ମୌସୁମୀ!
ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେବେ ଆସିବ ମୌସୁମୀ? କେବେ ଛୁଇଁବ ଓଡ଼ିଶା? କେବେ ଦେବ ଶୀତଳ ଛୁଆଁ? ଏମିତି ଅନେକ କଳ୍ପନାଜଳ୍ପନା ଜାରି ରହିଛି । ତେବେ ମୌସୁମୀ ଆସିବାରେ ବିଳମ୍ବ ଘଟିଛି । କେରଳକୁ ୨-୩ ଦିନ ବିଳମ୍ବରେ…
ଗୌତମ ଗମ୍ଭୀର ଫାଉଣ୍ଡେସନକୁ ଦୋଷୀ କହିଲା ଡ୍ରଗ କଣ୍ଟ୍ରୋଲର
ନୂଆଦିଲ୍ଲୀ: କ୍ରିକେଟର ତଥା ରାଜନେତା ଗୌତମ ଗମ୍ଭୀର ଏବଂ ଆମ ଆଦମୀ ପାର୍ଟୀର ବିଧାୟକ କରୋନା ଔଷଧକୁ ଅବୈଧ ଭାବରେ କରୋନା ଔଷଧକୁ ମହଜୁଦ କରି ରଖିବା ଘଟଣାରେ ଦୋଷୀ ହୋଇଛି । ଗୌତମ ଗମ୍ଭୀରଙ୍କ ସଂସ୍ଥା ଗୌତମ ଗମ୍ଭୀର…
ଆସୁଛି ଲଘୁଚାପ! ଲଘୁଚାପ ପରେ ଓଡିଶାରେ ପହଞ୍ଚିପାରେ ମୌସୁମୀ
ନୂଆଦିଲ୍ଲୀ: ଓଡିଶାକୁ ଏହି ମାସରେ ଆସିବ ମୌସୁମୀ । କାରଣ ବାତ୍ୟା ୟଶ୍ ପୂର୍ବରୁ ଆସିଥିବା ଲଘୁଚାପ ପରେ ଆଉ ଏକ ଲଘୁଚାପ ଆସୁଛି । ଏହା ମାଧ୍ୟମରେ ଓଡିଶାରେ ମୌସୁମୀର ଆଗମନ ହୋଇପାରେ । ବଙ୍ଗୋପସାଗରରେ ଏକ ଲଘୁଚାପ…
ରାଜଧାନୀରେ ବ୍ଲାକ୍ ଫଙ୍ଗସ୍ ସଂକ୍ରମଣରେ ଗଲାଣି ୮୯ ମୁଣ୍ଡ
ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ ବ୍ଲାକ୍ ଫଙ୍ଗସ୍ ମହାମାରୀର ସଂକ୍ରମଣ ବଢ଼ିବାରେ ଲାଗିଛି । କୋଭିଡ୍ ର ଦ୍ୱିତୀୟ ଲହର ଲୋକଙ୍କୁ ହନ୍ତସନ୍ତ କରୁଥିବା ବେଳେ ବ୍ଲାକ୍ ଫଙ୍ଗସ୍ ଆଉ ଏକ ଦ୍ୱିବିଧା ହୋଇ ଠିଆ ହୋଇଛି । ଦିଲ୍ଲୀର…
ମସଜିଦରେ ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତ ଧର୍ମଗୁରୁ ଗିରଫ
ନୂଆଦିଲ୍ଲୀ: ସୀମା ଟପିଲା ବର୍ବରତା । ମସଜିଦରେ ୧୨ ବର୍ଷର ନାବାଳିକା ସହ ଦୁଷ୍କର୍ମ କରିଛନ୍ତି ଜଣେ ୪୮ ବର୍ଷୀୟ ଧର୍ମଗୁରୁ । ମସଜିଦକୁ ପାଣି ଆଣିବାକୁ ଯାଇଥିବା ସମୟରେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଜଣାପଡ଼ିଛି ।…