Browsing Category

ଦେଶ ବିଦେଶ

କରୋନା ଭାଇରସ୍, ଦେଶରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

ନୂଆଦିଲ୍ଲୀ,୨୬ ।୩: ଦେଶରେ କରୋନା ଭାଇରସ୍ ଯୋଗୁଁ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୧୫ ଲୋକ ଏହି ଭାଇରସରେ କବଳରେ ଆସି ଜୀବନ ହାରିଛନ୍ତି । କରୋନା ଯୋଗୁଁ ମହାରାଷ୍ଟ୍ରରେ ୧ ଓ କଶ୍ମୀରରେ ଜଣଙ୍କର…

କରୋନାରେ ଗୁଜୁରାଟରେ ଆଉ ଜଣଙ୍କ ମୃତ୍ୟୁ

ଗୁଜୁରାଟ, ୨୫ା୩: ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି । ଆଜି ଗୁଜୁରାଟରେ କରୋନାରେ ଆକ୍ରାନ୍ତ ଥିବା ଜଣେ ୮୫ବର୍ଷୀୟ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ ବୃଦ୍ଧା ଜଣଙ୍କ ବିଦେଶରୁ…

ଗୁରୁଦ୍ୱାରରେ ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣ, ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

କାବୁଲ,୨୫ ।୩: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଏକ ଗୁରୁଦ୍ୱାର ଉପରେ କିଛି ଆତଙ୍କବାଦୀମାନେ ଆଜି ଆତ୍ମଘାତୀ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ରୁ ୯ ଲୋକ ଗୁରୁତର ଆହତ…

ଏପ୍ରିଲ ୧୪ ପର୍ଯ୍ୟନ୍ତ ସମସ୍ତ ଯାତ୍ରୀବାହୀ ଟ୍ରେନ ସେବା ବାତିଲ

ନୂଆଦିଲ୍ଲୀ,୨୫ ।୩ : କରୋନା ଭାଇରସ ମହାମାରୀର ବ୍ୟାପକତାକୁ ଦୃଷ୍ଟିରେ ରଖି ଭାରତୀୟ ରେଳପଥ ପକ୍ଷରୁ ଆସନ୍ତା ଏପ୍ରିଲ ୧୪ ତାରିଖ ରାତି ୧୨ଟା ପର୍ଯ୍ୟନ୍ତ ସମସ୍ତ ଯାତ୍ରୀବାହୀ ଟ୍ରେନ ସେବାକୁ ବାତିଲ କରାଯାଇଛି। ଏହି ସମୟ…

ଦେଶରେ କରୋନ ନେଲା ଆଉ ଏକ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଇନ୍ଦୋର,୨୫ ।୩: ସାରା ଦେଶରେ କରୋନା ଭାଇରସର ପ୍ରଭାବ ଦିନକୁ ଦିନ ବଢିଚାଲିଛି । ଏହାରି ମଧ୍ୟରେ ଦେଶରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମଧ୍ୟପ୍ରଦେଶରେ ପ୍ରଥମ କରୋନା ମୃତ୍ୟୁ ମାମଲା ସାମନାକୁ ଆସିଛି ।…

କେନ୍ଦ୍ର ସରକାରଙ୍କ ବଡ ଘୋଷଣା- ୮୦ କୋଟି ଲୋକଙ୍କୁ ଶସ୍ତାରେ ମିଳିବ ଗହମ ଓ ଚାଉଳ

ନୂଆଦିଲ୍ଲୀ,୨୫ ।୩: କେନ୍ଦ୍ର କ୍ୟାବିନେଟରେ ଆଜି ଏକ ବଡ ଘୋଷଣା କରିଛନ୍ତି ସରକାର । କରୋନା ଭାଇରସ ଯୋଗୁଁ ସାରା ଦେଶରେ ଲକ୍-ଡାଉନ୍ ଲାଗୁ ହେବା ପରେ ଦେଶର ୮୦ କୋଟି ଲୋକଙ୍କୁ ଶସ୍ତାରେ ଚାଉଳ ଓ ଗହମ ଯୋଗାଇ ଦେବାକୁ…