Browsing Category

ଦେଶ

ଅଦିନିଆ ବର୍ଷାରେ ୧୫ ମୃତ

ତାମିଲନାଡୁ,୨ ।୧୨: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁଁ ଏକ କାନ୍ଥ ଭୁଷୁଡି ତିନୋଟି ଘର ଭାଙ୍ଗି ଯାଇଛି। ଏହି ଘଟଣାରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା…

ଚାଲାଣ କାଟିବାରୁ ବାଇକ୍ ସହ ଏପରି କଲେ ଯୁବକ, ଯାହାକୁ ଦେଖି ପୋଲିସର ଉଡିଲା ହୋସ୍, ଦେଖନ୍ତୁ ଭିଡିଓ..

ନୂଆଦିଲ୍ଲୀ,୧ ।୧୨: ସାରା ଦେଶରେ ଟ୍ରାଫିକ୍ ନିୟମ କଡାକଡି କରାଯାଇଛି । ନିୟମ ମାନୁନଥିବା ଚାଳକଙ୍କ ପାଇଁ ଚାଲାଣ କାଟୁଛନ୍ତି ପୋଲିସ । ସେହିପରି ପୋଲିସ ଜଣେ ଯୁବକଙ୍କ ବାଇକର ଚାଲାଣ କାଟିବାରୁ ସେ ରାଗି ବାଇକ୍ ସହ କିଛି…

ତୁର୍କୀ ଓ ଇଜିପ୍ଟରୁ ଆସୁଛି ପିଆଜ

ନୂଆଦିଲ୍ଲୀ,୧ ।୧୨: ସାରା ଦେଶରେ ପିଆଜ ଦର ଘୁ ଘୁ ହୋଇ ବଢିବାରେ ଲାଗିଛି । ଏହି ସମସ୍ୟାର ସମାଧାନ କରିବା ପାଇଁ ବାହାର ଦେଶରୁ ପିଆଜ ମଗାଉଛନ୍ତି ସରକାର । ତୁର୍କି ଓ ଇଜିପ୍ଟରୁ ୧୭ ହଜାର ୯୦ ମେଟ୍ରିକ ଟନ୍ ପିଆଜ ଆସୁଛି…

ନାନା ପାଟୋଲେ ହେଲେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି

ମହାରାଷ୍ଟ୍ର,୧ା୧୨: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ପଦ ପାଇଁ ନିର୍ବାଚନ ପ୍ରସଙ୍ଗ ନେଇ ସର୍ବଦଳୀୟ ବୈଠକ ହୋଇଥିଲା । କଂଗ୍ରେସର ନାନାଭାଓ ପାଟୋଲେ ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ହୋଇଛନ୍ତି । ନିଦ୍ୱନ୍ଦ୍ୱର୍ରେ…

ବିମାନ ଦୁର୍ଘଟଣା, ୯ମୃତ

ନୂଆଦିଲ୍ଲୀ,୧ା୧୨: ଆମେରିକାର ଦକ୍ଷିଣ ଡାକୋଟାରେ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ସେହି ବିମାନ ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।…

ନାନା ପାଟୋଲେ ହେବେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି

ମହାରାଷ୍ଟ୍ର,୧ା୧୨: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ପଦ ପାଇଁ ନିର୍ବାଚନ ପ୍ରସଙ୍ଗ ନେଇ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ବାଚସ୍ପତି ପଦ ପାଇଁ ବିଜେପି ନିର୍ବାଚନ ଲଢ଼ିବନି ବୋଲି ସୂଚନା ମିଳିଛି । ଏହାସହ…

ହିମସ୍ଖଳନରେ ଫସି ୨ ଯବାନ ସହିଦ

ନୂଆଦିଲ୍ଲୀ,୩୦ ।୧୧: ଦୁନିଆର ସବୁଠାରୁ ଉଚ୍ଚ ଯୁଦ୍ଧ କ୍ଷେତ୍ର ହିମାଚଳର ଦକ୍ଷିଣ ସିଆଚେନରେ ହିମସ୍ଖଳନ ଯୋଗୁଁ ୨ ଯବାନ ସହିଦ ହୋଇଛନ୍ତି । ଗ୍ଲେଶିୟରର ୧୮ ହଜାର ଫୁଟ ଉଚ୍ଚରେ ପାଟ୍ରୋଲିଂ କରୁଥିବା ବେଳେ ଆଜି ବରଫ ଅତଡା…

ଶକ୍ତି ପରୀକ୍ଷାରେ ଉଦ୍ଧବ ପାସ୍

ମୁମ୍ବାଇ,୩୦ ।୧୧: ମହାରାଷ୍ଟ୍ର ବିଧାନସଭାରେ ବହୁମତ ସାବ୍ୟସ୍ତ କଲେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ବହୁମତର ମ୍ୟାଜିକ୍ ନମ୍ବର ୧୪୫ ପାର କରି ଉତ୍ତୀର୍ଣ୍ଣ ହୋଇଛନ୍ତି ଉଦ୍ଧବ । ତେବେ ଉଦ୍ଧବ ସରକାରଙ୍କ ସପକ୍ଷରେ ମୋଟ୍…

ମହାରାଷ୍ଟ୍ର: ଉଦ୍ଧବଙ୍କ ବହୁମତ ପରୀକ୍ଷା

ମୁମ୍ବାଇ,୩୦ ।୧୧: ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବହୁମତ ସାବ୍ୟସ୍ତ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଅଶୋକ ଚୌହାନ ବିଶ୍ୱାସ ପ୍ରସ୍ତାବ ରଖିଛନ୍ତି । ପ୍ରସ୍ତାବର ସମର୍ଥନ କରିଛି ମହାରାଷ୍ଟ୍ର…

ଝାଡ଼ଖଣ୍ଡରେ ୧୧ଟା ସୁଦ୍ଧା ୨୭.୪୧% ମତଦାନ, ବିସ୍ଫୋରଣ କରି ପୋଲ ଉଡ଼େଇଲେ ମାଓବାଦୀ

ଝାଡ଼ଖଣ୍ଡ,୩୦ା୧୧: ଆଜି ଝାଡ଼ଖଣ୍ଡ ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କରାଯାଇଛି । ସକାଳ ୭ଟାରୁ ଝାଡ଼ଖଣ୍ଡ ରାଜ୍ୟର ମାଓ ପ୍ରଭାବିତ ୬ଟି ଜିଲ୍ଲାରେ ୧୩ଟି ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ପୂର୍ବାହ୍ନ…