Browsing Category

ଖବର

ବାହାନଗା ଭୟଙ୍କର ଦୁର୍ଘଟଣା: ଉଭୟ ଟ୍ରେନର ୧୭ ବଗି ଲାଇନଚ୍ୟୁତ, ୫୦ରୁ ଅଧିକ ମୃତ୍ୟୁ ଆଶଙ୍କା

ବାଲେଶ୍ୱର: ବାଲେଶ୍ୱର ଟ୍ରେନ ଦୁର୍ଘଟଣାକୁ ନେଇ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା । ବର୍ତ୍ତମାନ ମିଳିଥିବା ସଦ୍ୟ ରିପୋର୍ଟ ଅନୁଯାୟୀ ଦୁର୍ଘଟଣାରେ ପ୍ରାୟ ୨୦୦ରୁ ଅଧିକ ଯାତ୍ରୀ ଗୁରୁତରଆହତ ହୋଇଛନ୍ତି । ତେବେ ଏହାସହିତ…

ବାହାନଗା ଟ୍ରେନ ଦୁର୍ଘଟଣା: କରମଣ୍ଡଳ ସହ ଧକ୍କା ଦେଇଥିଲା ଆଉ ଏକ ଟ୍ରେନ

ବାଲେଶ୍ୱର: ବାହାନଗା ନିକଟରେ ଗୋଟିଏ ସ୍ଥାନରେ ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଯାଇଛି । ସମାନ ସ୍ତାନରେ ଦୁଇଟି ଏକ୍ସପ୍ରେସ ଭିତରେ ଧକ୍କା ହୋଇଥିବା ଜାଣିବାକୁ ମିଳିଛି । ବାହାନଗା ଷ୍ଟେସନ ନିକଟରେ ପ୍ରଥମେ ଲାଇନଚ୍ୟୁତ…

କ୍ରିକେଟର କାହିଁକି Chewing-Gum ଖାଇ ଖେଳିଥାନ୍ତି ମ୍ୟାଚ୍? ଜାଣିଛନ୍ତି କି ଏହାର କାରଣ

ନୂଆଦିଲ୍ଲୀ: ଆଜିକାଲି ସାରା ଦୁନିଆରେ କ୍ରିକେଟ ସବୁଠାରୁ ଲୋକପ୍ରିୟ ଖେଳ ଭାବରେ ପରିଚୟ ପାଇଛି । ଏହି ଖେଳାଳିମାନଙ୍କର ଅନେକ ଷ୍ଟାଇଲ ଲୋକଙ୍କୁ ଖୁବ ପସନ୍ଦ ଆସିଥାଏ । ତେବେ ଯଦି କ୍ରିକେଟରମାନଙ୍କ ଉପରେ କେବେ ଧ୍ୟାନ…

କରମଣ୍ଡଳ ଟ୍ରେନ ଦୁର୍ଘଟଣା: ୪ ବରିଷ୍ଠ ଅଫିସରଙ୍କୁ ତଦାରଖ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ବାଲେଶ୍ୱରରେ କରମଣ୍ଡଳ ସୁପରଫାଷ୍ଟ ଏକ୍ସପ୍ରେସ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତେବେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏନଡିଆରଏଫ ଟିମ ଏବଂ…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାର ଶିକାର: ଅନେକ ଯାତ୍ରୀ ଆହତ

ବାଲେଶ୍ୱର: ବାଲେଶ୍ୱର ସୋରଠାରେ ଦୁର୍ଘଟଣାର ଶିକାର ହୋଇଛି କରମଣ୍ଡଳ ଏକ୍ସପ୍ରେସ । ବାହାନଗା ଷ୍ଟ୍ରେସନ ନିକଟରେ ଏକ ମାଲବାହୀ ଟ୍ରେନକୁ ଏକ୍ସପ୍ରେସ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ପରେ କରମଣ୍ଡଳ…

ଅବକାରୀ ନୀତି କେସରେ ମନୀଷ ସିସୋଦିଆଙ୍କୁ ଆଶ୍ୱସ୍ତି: ଦିଲ୍ଲୀ ହାଇକୋର୍ଟ ଦେଲେ ଅନୁମତି

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲା କେସରେ ଦିଲ୍ଲୀ ହାଇକୋର୍ଟରୁ ମନୀଷ ସିସୋଦିଆଙ୍କୁ ଆଶ୍ୱସ୍ତି ମିଳିଛି । ମନୀଷଙ୍କ ଅନ୍ତରୀଣ ଜାମିନ ଆବେଦନ ଉପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି ଉଚ୍ଚ ନ୍ୟାୟାଳୟ । ତେବେ ଏହାର…

୩ ଘଣ୍ଟା ଭିତରେ ମୟୂରଭଞ୍ଜ ଓ କେନ୍ଦୁଝରରେ କାଳବୈଶାଖୀ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ଭିତରେ ମୟୂରଭଞ୍ଜ ଓ କେନ୍ଦୁଝରରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ସହ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ବହିପାରେ ପବନ । ବିଜୁଳି ଘଡ଼ଘଡ଼ି ବର୍ଷା ହେବାର ସମ୍ଭାବନା…

Video: ମାଲକାନଗିରି ଜିଲ୍ଲାରେ ତାଣ୍ଡବ ରଚିଲା କାଳବୈଶାଖୀ: ଡଙ୍ଗା ବୁଡ଼ି ୨ ଜଣ ନିଖୋଜ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାରେ ଆଜି କାଳ ବୈଶାଖୀ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି । ସତୀଗୁଡ଼ା ଜଳଭଣ୍ଡାରାରେ ମାଛ ଧରିବାକୁ ଯାଇଥିବା ବେଳେ ଏକ ଡଙ୍ଗା ଭାରସାମ୍ୟ ହରାଇ ବୁଡ଼ିଯିବା ଫଳରେ ୨ ଜଣ ନିଖୋଜ ଥିବା ବେଳେ…

ଚିକେନ୍ ଖାଉଥିଲେ ହେବ ଭୟଙ୍କର ରୋଗ, ମେଡିସିନ୍ ବି କାମ ଦେବ ନାହିଁ

ନୂଆଦିଲ୍ଲୀ:ଆମିଷ ପ୍ରିୟ ଲୋକମାନେ ପ୍ରାୟ ଚିକେନ୍ ଖାଇବାକୁ ଭଲ ପାଆନ୍ତି । ବିଶେଷ କରି ଛୋଟ ପିଲାମାନେ ବେଶୀ ମାତ୍ରାରେ ଚିକେନ ପ୍ରିୟ । ଯେତେବେଳେ ଏହି ଚିକେନ୍ ଆମ ଶରୀରକୁ ଯାଇଥାଏ ସେତେବେଳେ ବହୁ ଆଣ୍ଟିବାଓଟିକ୍ସକୁ…

ଓଡ଼ିଶାରେ ଅଙ୍ଗନବାଡ଼ି କେନ୍ଦ୍ରରେ ଗ୍ରୀଷ୍ମ ଛୁଟି ପ୍ରସଙ୍ଗ: ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ସରକାର ନିଷ୍ପତ୍ତି ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକ ଭଳି ଅନୁଷ୍ଠାନ ପାଇଁ ଗ୍ରୀଷ୍ମ ଛୁଟି ଘୋଷଣା କରିଥିବାବେଳେ, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ପାଇଁ ଛୁଟି ଘୋଷଣା କରାଯାଇ ନ…