Browsing Category

ଖବର

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର, ୧୪ା୭(ଓଡ଼ିଶା ଭାସ୍କର): ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ଉମାଶଙ୍କର ଦାଶ ହୋଇଛନ୍ତି ଭୁବନେଶ୍ୱର ଡିସିପି । ସେହିପରି ପ୍ରତୀକ ସିଂହ ହୋଇଛନ୍ତି କଟକ ଡ଼ିସିପି । ଏମ. ଅକ୍ଷୟ -ରାଜ୍ୟ ପୋଲିସ ହାଉସିଂ…

ଖୁବଶୀଘ୍ର ବଦଳିବେ ପିସିସି ସଭାପତି !

ଭୁବନେଶ୍ୱର, ୧୨ା୭(ଓଡ଼ିଶା ଭାସ୍କର): ଖୁବଶୀଘ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନବକଳେବର ହେବ । ପିସିସି ସଭାପତି ବଦଳିବା ସମ୍ଭାବନା ନେଇ ସୁରେଶ ରାଉତରାୟ ସୂଚନା ଦେଇଛନ୍ତି । ପିସିସି ସଭାପତି ଦୌଡ଼ରେ ରହିଛନ୍ତି ୧୩…

ନଡ଼ିଆ ରେ କଣ ରହିଛି ଔଷଧୀୟ ଗୁଣ, ଜାଣନ୍ତୁ

ନଡ଼ିଆକୁ ଶ୍ରୀଫଳ ଓ ସମସ୍ତ ଶୁଭ କାର୍ଯ୍ୟରେ ବ୍ୟବହାର କରାଯାଇଥାଏ। ନଡ଼ିଆ ପାଟିକୁ ସୁଆଦିଆ ଲାଗିବା ସହ ଶରୀର ପାଇଁ ମଧ୍ୟ ବେଶ ଫାଇଦା ହୋଇଥାଏ। ନଡ଼ିଆରେ ପ୍ରଚୁର ପରିମାଣରେ ଭିଟାମିନ୍‌, ଆମିନୋ ଏସିଡ୍‌, ଫାଇବର,…

ଆସିଲା ସମାଜସେବୀ ଆଦିତ୍ୟ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ୱର, ୯ା୭(ଓଡ଼ିଶା ଭାସ୍କର): ସମାଜସେବୀ ଆଦିତ୍ୟ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି । ମୁଣ୍ଡରେ ଶକ୍ତ ଆଘାତ ଯୋଗୁଁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି । ଟ୍ରେନ ଆଘାତରେ ମୁଣ୍ଡ ସମ୍ପୂର୍ଣ୍ଣ…

ଦିନ ଦ୍ୱିପ୍ରହରେ ମହିଳାଙ୍କ ଠାରୁ ଲୁଟିନେଲେ ୭୦ ହଜାର

ରାଜକନିକା, ୮ା୭(ଓଡ଼ିଶା ଭାସ୍କର): ରାଜକନିକାରେ ଦିନ ଦ୍ୱିପ୍ରହରେ ଟଙ୍କା ଲୁଟି ନେଲେ ଦୁବୃର୍ତ୍ତ । ରୋଜାଲିନ ନାମକ ଜଣେ ଯୁବତୀ ତାଙ୍କ ବାପାଙ୍କ ସହ ବ୍ୟାଙ୍କରୁ ଟଙ୍କା ଉଠାଇ ଆଣିବା ବେଳେ ଦୁବୃର୍ତ୍ତମାନେ ସେମାନଙ୍କ…

ବିପଦରେ ଭୁବନେଶ୍ୱର! ଆଜି ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୮ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୫୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୬ଜଣ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୪୬ଜଣଙ୍କ ମଧ୍ୟରୁ ୨୨ଜଣ…

ଆଜି ଭୁବନେଶ୍ୱରରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୭ା୭(ଓଡ଼ିଶା ଭାସ୍କର): ଆଜି ରାଜ୍ୟରେ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୯ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୨୯ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ…