Browsing Category
ଖବର
ଜୁନ 30ରେ ଭୁବନେଶ୍ବର ବିମାନ ବନ୍ଦରରେ ହେବ ମକଡ୍ରିଲ, DGCA ର ନିର୍ଦ୍ଦେଶ
ଭୁବନେଶ୍ବର: ସବୁ ବିମାନ ବନ୍ଦରରେ ହେବ ମକଡ୍ରିଲ । ଫୁଲ ସ୍କେଲ ରିହାର୍ସଲ ବା ମକ୍ ଡ୍ରିଲ କରାଯିବ । ଏଥିପାଇଁ ନିର୍ଦ୍ଦେଶ ଦେଇଛି DGCA । ଜୁନ 30ରେ ଭୁବନେଶ୍ବର ବିମାନ ବନ୍ଦରରେ ହେବ ରିହର୍ସଲ । ସିଭିଲ ଏଭିଏସନର…
ରାଜଧାନୀରେ ବୁଲିଲା ଖଣ୍ଡା, ଆକ୍ରମଣରେ 2 ଆହତ
ଭୁବନେଶ୍ୱର: ରାଜଧାନୀରେ ବୁଲିଲା ଖଣ୍ଡା। ଜେଲ ଫେରନ୍ତା ଯୁବକଙ୍କୁ ଆଉ ଜଣେ ଯୁବକ ବାଇକ କାଢ଼ିବାକୁ କହିବାରୁ ଜେଲ ଫେରନ୍ତା ଯୁବକ ଖଣ୍ଡାରେ କଲେ ଆକ୍ରମଣ।
ଏହି ଆକ୍ରମଣରେ 2ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ…
ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ
ନିମାପଡା: ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ। ପୁରୀ ଜିଲ୍ଲା ନିମାପଡ଼ାରେ ଘଟିଯାଇଛି ଏଭଳି ଜଘନ୍ୟ ଘଟଣା। ଏହି ଘଟଣାକୁ ନେଇ ବଳଙ୍ଗା ଥାନାରେ ଅଭିଯୋଗ ହୋଇଥିବାବେଳେ ପୋଲିସ ଏହାର ତଦନ୍ତ କରୁଛି।
ଦିନକୁ ଦିନ…
ପୁରୀ ସମୁଦ୍ରରେ ବୁଡିଯାଇ ପର୍ଯ୍ୟଟକ ମୃତ
ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ସମୟରେ ପର୍ଯ୍ୟଟକ ବୁଡି ମୃତ। ସେକ୍ଟର 1 ରେ ଏହିଭଳି ଘଟଣା ଦେଖିବାକୁ ମିଳିଥିବାବେଳେ ଘଟଣାସ୍ଥଳରେ ଶୋକର ଛାୟା ଦେଖାଦେଇଛି।
ସମୁଦ୍ର କୂଳକୁ ବୁଲିବାକୁ ଯାଇ ସମୁଦ୍ରରେ ଗାଧୋଉଥିବା…
ସରକାରୀ କର୍ମଚାରୀଙ୍କୁ ସମୟାନୁବର୍ତ୍ତିତା ଛାଟ: ଏବେ ଅଫିସ ଜଗିବ AI କ୍ୟାମେରା
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ମୋହନ ସରକାର ଲଗାଇଛନ୍ତି ସମୟାନୁବର୍ତ୍ତିତା ଛାଟ । ନିର୍ଦ୍ଧାରିତ ସମୟ ଭିତରେ ଅଫିସରେ ପହଞ୍ଚି ଉପସ୍ଥାପନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ବି…
“ତୁମେ ମୋ ସାବୁନରେ କାହିଁକି ଗାଧୋଉଛ?” ସ୍ତ୍ରୀକୁ ଆସିଲା ରାଗ, ଇଟା ଫୋପାଡ଼ି ସ୍ୱାମୀକୁ…
ଉତ୍ତରପ୍ରଦେଶ: "ତୁମେ ମୋ ସାବୁନରେ କାହିଁକି ଗାଧୋଉଛ?" ସାବୁନ ପାଇଁ ସ୍ୱାମୀ ସ୍ତ୍ରୀଙ୍କ ଭିତରେ ମହାଭାରତ। ଏଭଳି ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଆଲିଗଡ଼ରୁ।
ଯେଉଁଠାରେ ଜଣେ…
ଯାଜପୁରରେ ଭୋଜି ମନା: କଲେରା ଚିହ୍ନଟ ପରେ ପ୍ରଶାସନର ପରାମର୍ଶ
ଯାଜପୁର: ଜିଲ୍ଲାରେ ରଜପର୍ବ ବେଳେ ଭୋଜି ମନା । ରଜପର୍ବ ସାମୁହିକ ସମାବେଶ ବେଳେ ଭୋଜି ବାରଣ । ଯାଜପୁରରେ କଲେରା ଚିହ୍ନଟ ପରେ ଜିଲ୍ଲା ପ୍ରଶାସନର ପରାମର୍ଶ ।
ଘରେ ରନ୍ଧାଯାଇଥିବା ଗରମ ଖାଦ୍ୟ ଖାଇବେ ଏବଂ ଫୁଟା ଓ…
ଖର୍ଚ୍ଚ କରିବାକୁ ଘରେ ଟଙ୍କା ଦେଲେନି, ଯୁବକଙ୍କ ମୁଣ୍ଡକୁ ଚଢ଼ିଗଲା ପିତ୍ତ, କରିବସିଲେ ଏଭଳି କାଣ୍ଡ
କର୍ଣ୍ଣାଟକ: ଜାଲ ନୋଟ୍ ଛାପି ଯୁବକ ଗିରଫ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କର୍ଣ୍ଣାଟକର ବେଙ୍ଗାଲୁରୁରେ। ଅଭିଯୁକ୍ତ ଯୁବକଙ୍କ ନାମ କୃଷି ମାଲି, ବୟସ ମାତ୍ର 23 ବର୍ଷ। ସେ ଜଣେ କପଡ଼ା ବ୍ୟବସାୟୀଙ୍କ ପୁଅ। ଯୁବକ…
ସ୍ତ୍ରୀ, ନବଜାତ ପୁଅକୁ ଦେଖିବାକୁ ଗଲା ବେଲେ ପିଟିଲା ଟ୍ରକ୍, 2 ମୃତ
ନୂଆପଡ଼ା: ପହିଲି ରଜରେ ରାଜ୍ୟର ଦୁଇଟି ସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା 2 ଜୀବନ । ନୂଆପଡ଼ା ଜିଲ୍ଲା ଦଲଦଲି ଛକରେ ବାଇକକୁ ଟ୍ରକ୍ ପିଟିଦେବାରୁ ଘଟଣା ସ୍ଥଳରେ 2 ଜଣଙ୍କର ମୃତ୍ୟୁ ହୋଇଛି । ଶ୍ୱଶୁର ଘରେ…
ସର୍ଚ୍ଚ ଅପରେସନ ବେଳେ IED ବିସ୍ଫୋରଣରେ ଯବାନ ଆହତ
କୋଇଡ଼ା: ସର୍ଚ୍ଚ ଅପରେସନ ସମୟରେ ଜଣେ ସିଆରପିଏଫ ଯବାନ IED ବିସ୍ଫୋରଣରେ ଆହତ ହୋଇଛନ୍ତି। ଏହି ବିସ୍ଫୋରଣଟି କେ ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ପାଖରେ ଘଟିଥିବାବେଳେ ଏଥିରେ ବହୁତ କ୍ଷୟକ୍ଷତି ହୋଇଛି।
ନିକଟରେ…