Browsing Category

ରାଜ୍ୟ

Breaking News; ପୁରୀ ଷ୍ଟେସନ କୋଚିଂ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ: ଅଲଗା ହେଲା ଟ୍ରେନର ବଗି

ପୁରୀ: ୬ ମାସରୁ ରେଲୱେ ଷ୍ଟେସନରେ ଏବଂ ଟ୍ରେନ ଜନିତ ଦୁର୍ଘଟଣା ଖୁବ ବଢିବାରେ ଲାଗିଛି । ବର୍ତ୍ତମାନ ପୁରୀର ରେଲୱେ ଷ୍ଟେସନରେ ମଧ୍ୟ ଏକ ବଡ଼ ଧରଣର ଅଘଟଣ ଦେଖିବାକୁ ମିଳିଛି । ଷ୍ଟେସନର କୋଚିଂ ଡିପୋରେ ଭୟଙ୍କର…

ଶ୍ରୀମନ୍ଦିରରେ ପାନଗୁଟଖା ଉପରେ ଜାରି ହେଲା କଟକଣା

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାନଗୁଟୁଖା ଉପରେ କଟକଣା ଜାରି ହେଲା। ପାନଗୁଟୁଖାକୁ ନିଷିଦ୍ଧ କଲା ଶ୍ରୀମନ୍ଦିର ପ୍ରଶାସନ। ବରାହ ପୁରାଣ ଆଧାରରେ କଟକଣା ଜାରି କରାଯାଇଛି। ଜାନୁଆରୀ ୧ରୁ ଡ୍ରେସକୋଡ୍ ଭଳି ପାନଗୁଟୁଖାକୁ…

ନଭେମ୍ବର ୨୧ରେ ଉପବାଚସ୍ପତି ନିର୍ବାଚନ: ସମସ୍ତ ସଦସ୍ୟଙ୍କୁ ବିଧାନସଭା ସଚିବଙ୍କ ଚିଠି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୧ ତାରିଖରେ ରାଜ୍ୟ ବିଧାନସଭାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମସ୍ତ ସଦସ୍ୟଙ୍କୁ ବିଧାନସଭା ସଚିବ ଚିଠି ଲେଖିଛନ୍ତି । ୨୧ ତାରିଖ ସକାଳ ୯ଟା ୩୦ ମିନିଟରେ ଏହି…

(Video) ବୋରୱେଲରୁ ଉଦ୍ଧାର ବୃଦ୍ଧାଙ୍କ ମୃତ୍ୟୁ: ଘୋଷଣା କଲେ ଡାକ୍ତର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସୁବର୍ଣ୍ଣପୁର ଜିଲ୍ଲାର କଇଁଫୁଲ ଗ୍ରାମରେ ଘଟିଥିବା ଅଘଟଣକୁ ନେଇ ଆସିଛି ଏକ ଦୁଃଖ ଖବର । ୨୦ ଫୁଟ ବୋରୱେଲ ଭିତରେ ଖସି ପଡ଼ିଥିବା ବୃଦ୍ଧାଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ…

ବଡ଼ ଖୁସି ଖବର: ୨୦ ଫୁଟ ଗଭୀର ବୋରୱେଲ ଭିତରୁ ଉଦ୍ଧାର ହେଲେ ବୃଦ୍ଧା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସୁବର୍ଣ୍ଣପୁର ଜିଲ୍ଲାର କଇଁଫୁଲ ଗ୍ରାମରେ ଘଟିଥିବା ଅଘଟଣକୁ ନେଇ ଆସିଛି ଏକ ଖୁସି ଖବର । ୨୦ ଫୁଟ ବୋରୱେଲ ଭିତରେ ଖସି ପଡ଼ିଥିବା ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଛି । ପାଖାପାଖି ୫ ଘଣ୍ଟାର…

(Video) ଓଡ଼ିଶାରେ ବଡ଼ ଅଘଟଣ: ୨୦ ଫୁଟ ଗଭୀର ବୋରୱେଲ ଭିତରେ ଖସି ପଡ଼ିଲେ ବୃଦ୍ଧା, ଚାଲିଛି ଉଦ୍ଧାର କାର୍ଯ୍ୟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁଣି ବିପଦ ସାଜିଲା ଖୋଲା ବୋରୱେଲ । ଖୋଲା ବୋରୱେଲରେ ଖସି ପଡ଼ି ପୂର୍ବରୁ ଅନେକ ଛୋଟପିଲାଙ୍କର ଜୀବନ ଯାଇଥିବା ବେଳେ ପୁଣି ଘଟିଛି ଏକ ସମାନ ଘଟଣା । ବୋରେୱେଲରେ ଖସିପଡ଼ିଛନ୍ତି ଜଣେ ବୃଦ୍ଧା…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର: ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଭାସ୍କର ନ୍ୟୁଜ): ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

ଶିଶୁ ଦିବସ ଅବସରରେ ଶୁଭେଚ୍ଛା ବାର୍ତ୍ତା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କର ଆଜି ଜନ୍ମ ଦିବସ । ଏହି ଦିବସକୁ ସର୍ବତ୍ର ଶିଶୁ ଦିବସ ଭାବେ ପାଳନ କରାଯାଉଛି । ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,…

ଉତ୍ତରକାଶୀ ଟନେଲରେ ଫଶିଛନ୍ତି ୫ ଓଡ଼ିଆ ଶ୍ରମିକ: ଉଦ୍ଧାର ପାଇଁ ଆଗକୁ ଆସିଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଭୂସ୍ଖଳନ ପରେ ଉଦ୍ଧାର କାର୍ଯ୍ୟ ତୃତୀୟ ଦିନରେ ପହଞ୍ଚିଛି । ଭୂସ୍ଖଳନ ପରେ ଟନେଲ ଭିତରେ ୪୦ ଜଣ ଶ୍ରମିକ ଫଶି ରହିଛନ୍ତି । ତେବେ ଏହା…

ଓଡ଼ିଆ ଅଭିନେତ୍ରୀ ମୌସୁମୀ ନାୟକ ଗିରଫ: କୋର୍ଟ ଚାଲାଣ କଲା ଇନଫୋସିଟି ଥାନା ପୋଲିସ

ଭୁବନେଶ୍ୱର: ଅଭିନେତ୍ରୀ ମୌସୁମୀ ନାୟକ ଗିରଫ ହେବା ଖବର ସାମ୍ନାକୁ ଆସିଛି । ତେବେ ଅଭିନେତ୍ରୀ ମୌସୁମୀଙ୍କୁ ଇନଫୋସିଟି ଥାନା ପୋଲିସ ଗିରଫ କରିଛି । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ଗିରଫ କରାଯାଇଛି । ଗିରଫ…