fbpx
Browsing Category

ରାଜ୍ୟ

ମାନସ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚ ଆଗରେ ଦୋଷ ମାନିଲେ ଶର୍ମିଷ୍ଠା, କିଣିଥିଲେ ୧୦ କେଜିର ଲୁଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଅପହରଣ କଥା ସ୍ୱୀକାର କରିଛନ୍ତି ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ । କ୍ରାଇମବ୍ରାଞ୍ଚ ଆଗରେ ସବୁ ସତ ଓଗାଳିଛନ୍ତି ମୁଖ୍ୟ…

(Video) ଉତ୍କଳ ଦିବସ ଉପଲକ୍ଷେ ମହାମହିମ ରାଜ୍ୟପାଳଙ୍କ କଣ୍ଠରେ “ବନ୍ଦେ ଉତ୍କଳ ଜନନୀ “

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସାରା ରାଜ୍ୟ ଆଜି ଉତ୍କଳ ଦିବସ ପାଳନ କରୁଛି । ଠିକ୍ ଆଜିର ଦିନରେ ଦେଶର ଭାଷା ଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଗଠନ ହୋଇଥିଲା । ଆଜିର ଦିନଟି ଓଡ଼ିଆଙ୍କ ପାଇଁ ବେଶ୍ ମହତ୍ତ୍ୱପୂର୍ଣ୍ଣ । …

ସୁନ୍ଦରଗଡ଼ରେ ଯୌନ ନିର୍ଯ୍ୟାତନା: ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା

ସୁନ୍ଦରଗଡ଼(ଓଡ଼ିଶା ଭାସ୍କର): ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀ କରିଛନ୍ତି ଆତ୍ମହତ୍ୟା । ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅଞ୍ଚଳରେ ଘଟିଯାଇଛି, ଯେଉଁଠାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା…

ବିଜେପି ଛାଡ଼ିବେ ପାଙ୍ଗି: ଉତ୍କଳ ଦିବସ ଅବସରରେ କଲେ ଏପରି ଘୋଷଣା

ପଟ୍ଟାଙ୍ଗୀ(ଓଡ଼ିଶା ଭାସ୍କର): ଖୁବଶୀଘ୍ର ବିଜେପି ଛାଡ଼ିବା ନେଇ ଘୋଷଣା କରିଛନ୍ତି ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗି । କୋଟିଆର ଉତ୍କଳ ଦିବସ ପାଳନ ଅବସରରେ ଜୟରାମ ପାଙ୍ଗି ଏହାର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,…

କେମିତି ହେଲା ମାନସଙ୍କ ହତ୍ୟା? ଡେମୋ ବେଳେ କାନ୍ଦି କାନ୍ଦି କହିଲେ ଶର୍ମିଷ୍ଠା, ସାମ୍ନାକୁ ଆସିଲା Video

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଚାନ୍ଦବାଲି ପଳାସରପୁରରେ ଶେଷ ହୋଇଛି କ୍ରାଇମ ସିନ ରିକ୍ରିଏସନ୍ । ଏହା ପରେ ଭୁବନେଶ୍ୱର ଦୟାଲ ଆଶ୍ରମରେ ଶର୍ମିଷ୍ଠାଙ୍କର…

ବ୍ଲକ ଅଧ୍ୟକ୍ଷାଙ୍କ ସ୍ୱାମୀଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ସନ୍ଦେହ: ଏହା ହତ୍ୟା ନା ସାଧାରଣ ମୃତ୍ୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୌର ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ଆଜି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳୁଛି । ତେବେ ଏହା ମଧ୍ୟରେ ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ…

ଗୋ ମାଂସ ଚାଲାଣ ହେଉଥିବା ଗାଡିକୁ ଅଟକେଇଲା ବିଶ୍ୱ ହିନ୍ଦୁ ପରିଷଦ: ତା’ପରେ ହେଲା ଏମିତି, ଦେଖନ୍ତୁ Video

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ଗୋ ମାଂସ ଚାଲାଣ । ଗୋ ମାଂସ ଚାଲାଣକାରୀଙ୍କ ଉପଦ୍ରବ ବଢିବାରେ ଲାଗିଥିବା ବେଳେ ଏହାକୁ ଅଟକାଇବାକୁ ଅଣ୍ଟା ଭିଡିଛନ୍ତି ବିଶ୍ୱ ହିନ୍ଦୁ ପରିଷଦର…

ଭାରତକୁ ନିଜ ପକ୍ଷରୁ ନେବାକୁ ରୁଷ-ଆମେରିକା ମଧ୍ୟରେ ପ୍ରତିଯୋଗିତା: ଆମେରିକାର ଧମକ ପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ: ରୁଷ-ୟୁକ୍ରେନ ଯୁଦ୍ଧ ପାଇଁ ଆଜି କଠିନ ପଶାପାଲିରେ ପଡ଼ିଯାଇଛି ଭାରତ । ରୁଷର ଆକ୍ରମଣ ବିରୋଧରେ ପୂର୍ବରୁ ମିଳିତ ଜାତିସଂଘରେ ଉଠିଥିବା ପ୍ରସ୍ତାବର ଭୋଟିଂରୁ ଭାରତ ଏକାଧିକ ବାର ବିରତ ରହିଥିଲା । ଭାରତର ଉକ୍ତ…

ରାଜ୍ୟରେ ଆଉ ୬ ମାସ ମିଳିବ ଅତିରିକ୍ତ ମାଗଣା ଚାଉଳ; ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ପାଇଁ ମିଳିବ ଅତିରିକ୍ତ ମାଗଣା ଚାଉଳ । ୬ ମାସ ପାଇଁ ଅବଧି ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।…

ମାନସ ହତ୍ୟା ମାମଲା: ଚାନ୍ଦବାଲିରେ ଡେମୋ ଦେଖାଇଲେ ଶର୍ମିଷ୍ଠା, ଦେଖନ୍ତୁ Video

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଚାନ୍ଦବାଲି ପଳାସରପୁରରେ ଶେଷ ହୋଇଛି କ୍ରାଇମ ସିନ ରିକ୍ରିଏସନ୍ । ଅଳ୍ପ ସମୟରେ ସିନ୍ ରିକ୍ରିଏସନ୍ ସାରି ଫେରିଆସିଛି…