CHARIDHAM
Browsing Category

ରାଜ୍ୟ

କାର୍ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର, ଦୁର୍ଘଟଣାଗ୍ରସ୍ତ କାରରେ ଥିଲେ IIC

ବଲାଙ୍ଗିର: ବଡ଼ଧରଣର କାର୍ ଧକ୍କା ହେବା ଖବର ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ବାଇକ ଆରୋହୀ ସ୍ୱାମୀଙ୍କର ମୃତ୍ୟୁ ଘଟିଛି । ଏଥିରେ ତାଙ୍କ ସ୍ତ୍ରୀ ଗୁରୁତର ଅଛନ୍ତି । ସ୍ତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ସହ ଅସଦାଚରଣ: ପ୍ରଧାନଶିକ୍ଷକଙ୍କୁ ଗୋଡ଼େଇ ପିଟିଲେ ଗାଁ ଲୋକେ

ଜଳେଶ୍ୱର: ପ୍ରଧାନଶିକ୍ଷକଙ୍କୁ ଗାଁ ଲୋକେ ଗୋଡ଼େଇ ଗୋଡ଼େଇ ପିଟିବା ଖବର ସାମ୍ନାକୁ ଆସିଛି । ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗାଁ ଲୋକେ ପ୍ରଧାନଶିକ୍ଷକଙ୍କୁ ପିଟିଥିବା ଜଣାପଡିଛି । ରାଜ୍ୟ ତଥା ଦେଶରେ ଏପରି ଅନେକ ମାମଲା…

ଆସିଲା ସୁସ୍ମିତା ମିଞ୍ଜଙ୍କ ଭିସେରା ରିପୋର୍ଟ: ବିଷକ୍ରିୟା କିମ୍ବା ନିଶା ସେବନର ମିଳିନାହିଁ ପ୍ରମାଣ

ରାଉରକେଲା: ଆସିଲା ସୁସ୍ମିତା ମିଞ୍ଜଙ୍କ ଭିସେରା ରିପୋର୍ଟ । ରାଉରକେଲା ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତାଙ୍କ ଶରୀରକୁ ଭିସେରା ଟେଷ୍ଟ ପାଇଁ ପଠାଯାଇଥିଲା । ତେବେ ଏହି ରିପୋର୍ଟ ଆଜି ଆସିଥିବା ସୂଚନା ମିଳିଛି । ଏ ନେଇ…

ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ; ସୂଚନା ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଓଡିଶା ଭାସ୍କର; ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତ୍ରିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ। ଏନେଇ…

ଜାନୁଆରୀ ମାସ ସୁଦ୍ଧା କାର୍ଯ୍ୟରେ ଯୋଗଦେବେ ୨୦ ହଜାର କନିଷ୍ଠ ଶିକ୍ଷକ: ରାଜ୍ୟର ୫୮ଟି କେନ୍ଦ୍ରରେ ଚାଲିଛି ପରୀକ୍ଷା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କର ସମଗ୍ର ଶିକ୍ଷା ଯୋଜନାରେ ୨୦ ହଜାର ଶିକ୍ଷକ ଶିକ୍ଷୟିତ୍ରୀ, ଆସନ୍ତା ଜାନୁଆରୀ ମାସ ସୁଦ୍ଧା କାର୍ଯ୍ୟରେ ଯୋଗଦେବେ ବୋଲି ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ– ଓସେପା ପକ୍ଷରୁ ସୂଚନା…

ପ୍ରଯୋଜକ ଟୁଟୁ ନାୟକ ଜାମିନ ଆବେଦନ ମାମଲା: ଘୁଞ୍ଚିଲା ଶୁଣାଣି

ଭୁବନେଶ୍ୱର: ସାମ୍ବାଦିକାଙ୍କୁ ମାଡ ମାରିବା ଘଟଣାକୁ ନେଇ ଟୁଟୁ ନାୟକ ଗିରଫ ହୋଇଛନ୍ତି । ଏନେଇ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଅବେଦନ ଘୁଞ୍ଚିଛି । ଏହି ଆବେଦନର ଶୁଣାଣି ୮ ତାରିଖକୁ ଘୁଞ୍ଚିଛି । ଅପଡେଟ୍ କେସ୍ ଡାଏରୀ…

୧୦୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆସି ଭାଙ୍ଗିଦେଲେ ଅମ୍ବାଭୋନା ଥାନା; ଘଟଣାକୁ ନେଇ ମାମଲା ରୁଜୁ କଲା ପୋଲିସ

ଓଡିଶା ଭାସ୍କର; ବରଗଡ଼ ଜିଲ୍ଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା ନେଇ ମାମଲା ରୁଜୁ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ବରଗଡ଼ ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ମିନା। ସେ କହିଛନ୍ତି, ଗୋଟିଏ ଗାଡ଼ିରେ ଗଞ୍ଜେଇ…

ସାପ ବିଷ ଶୋଷି ମହିଳା ଗୁରୁତର; କେନ୍ଦୁଝର ଜିଲ୍ଲାରୁ ଆସିଲା ଏଭଳି ଏକ ଚାଞ୍ଚଲ୍ୟକର ଘଟଣା

ଓଡିଶା ଭାସ୍କର; ସାପ ବିଷ ଶୋଷି ମହିଳା ଗୁରୁତର । କେନ୍ଦୁଝର ଜିଲ୍ଲାରୁ ସାମ୍ନାକୁ ଆସିଛି ଏଭଳି ଏକ ଚାଞ୍ଚଲ୍ୟକର ଘଟଣା । ସର୍ପାଘାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କଠାରୁ ବିଷ ଝାଡ଼ିବାକୁ ଯାଇ ଅନ୍ୟଜଣେ…

ରାସ୍ତା କଡ଼ରୁ ଉଦ୍ଧାର ହେଲା ଗର୍ଭବତୀଙ୍କ ମୃତ ଦେହ: ମୃତ୍ୟୁର କାରଣ ଅସ୍ପଷ୍ଟ

ଭଣ୍ଡାରିପୋଖରୀ: ରାସ୍ତା କଡ଼ରୁ ଉଦ୍ଧାର ହେଲା ଗର୍ଭବତୀଙ୍କ ମୃତ ଦେହ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ନପଙ୍ଗ ପଞ୍ଚାୟତରେ । ମିଳିଥିବା ସୂଚନା ଅନୁଯାୟୀ, ମୃତ…

ଆଜିଠାରୁ ଭୁବନେଶ୍ୱର-ଜୟପୁରକୁ ଦ୍ୱିତୀୟ ବିମାନ ଚଳାଚଳ ଆରମ୍ଭ

ଓଡିଶା ଭାସ୍କର; ଆଜିଠାରୁ ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ଦ୍ୱିତୀୟ ବିମାନ । ଗତ ବର୍ଷ ଭୁବନେଶ୍ୱର-ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିବା ବେଳେ ଏବେ ଦ୍ୱିତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଯାହାକୁ…