Browsing Category
ରାଜ୍ୟ
ସୁନାବେଶରେ ଦର୍ଶନ ଦେବେ ମହାବାହୁ: ୫ଟାରୁ ଆରମ୍ଭ ହେବ କାର୍ଯ୍ୟକ୍ରମ
ପୁରୀ: ପୁରୀ ଶ୍ରୀ ମହାପ୍ରଭୁଙ୍କ ଆଜି ସୁନାବେଶ । ଗତକାଲି ବାହୁଡ଼ା ଯାତ୍ରା ସରିବା ପରେ ଆଜି ସଂଧ୍ୟା ୫ଟା ସମୟରେ ରଥାରୁଢ ମହାପ୍ରଭୁଙ୍କ ସୁନାବେଶ କାର୍ଯ୍ୟକ୍ରମ ଆରମ୍ଭ ହେବ । ସୁନାବେଶ ନେଇ ଚଳଚଞ୍ଚଳ ସେବାୟତ । ଚାଲିଛି…
ଅପହରଣ ପରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ!
ମାଲକାନାଗିରି: ମାଲକାନାଗିରି ଜିଲ୍ଲାରେ ପୁଣି ମାଓବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଛି । ସୁକୁମା ଜିଲ୍ଲାରୁ ମାଓବାଦୀମାନେ ୨ ଜଣଙ୍କୁ ଅପହରଣ କରି ନେଇଥିଲେ । ଅପହରଣ ପରେ ସେମାନଙ୍କୁ ହତ୍ୟା କରାଯାଇଥିବା ଜଣାଯାଇଛି ।…
ସାଇଡମରାକୁ ନେଇ ରାଜଧାନୀରେ ଗୁଳିକାଣ୍ଡ, ୨ ଆହତ
ଭୁବନେଶ୍ୱର: ଲକ୍ଷ୍ମୀସାଗର ଅଞ୍ଚଳରେ ଗୁଳିକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏଥିରେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି । ଗୁଳିମାଡ଼ରେ ବିଜେଡ଼ି କର୍ପୋରେଟରଙ୍କ ଭାଇ ଓ ସଂପର୍କୀୟ ଗୁରୁତର ଅଛନ୍ତି । ପୋଲିସ ଘଟଣାର ତଦନ୍ତ…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟରେ ଖୋଲିବ ୬୦ଟି Panchayat Learning Center, ୭୦ଟି ବ୍ଲକରେ ସ୍ଥାପନ ହେବ Satellite Interactive…
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଜାତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପୁଳ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଆଜି ଲୋକସେବା…
ଅର୍ଥମନ୍ତ୍ରୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀ କଲେ ଦାବି: ଏହି ବ୍ୟବସାୟ ଉପରେ GST ଛାଡ଼ କରିବା ପାଇଁ ଲେଖିଲେ ଚିଠି
ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ଓଡିଶାର ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ବ୍ୟବସାୟ ଉପରେ ଜିଏସଟି ଛାଡ କରିବା ପାଇଁ ଏହି ଚିଠିରେ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।…
ମିଶନ ୨୦୨୪ ପ୍ରସ୍ତୁତି: ବଦଳିବ ମୋଦୀ କ୍ୟାବିନେଟ, ଧର୍ମେନ୍ଦ୍ରଙ୍କୁ ମିଳିବ ବଡ଼ ଦାୟିତ୍ୱ!
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଗକୁ ଆସୁଛି ୨୦୨୪ ମେଗା ଫାଇଟ୍ । ସେଥିପାଇଁ ବିରୋଧୀମାନେ ଏକାଠି ହେବା ଆରମ୍ଭ କରିଦେଲେଣି । ଏହାକୁ ଦୃଷ୍ଟିରେ ରଖି ବିଜେପି ମଧ୍ୟ ତା’ର ସଂଗଠନ ସଜାଡ଼ିବାକୁ ଆରମ୍ଭ କରିଦେଇଛି । ତେବେ…
ବିଜେଡିରୁ ଇସ୍ତଫା ଦେଲେ ବରିଷ୍ଠ ନେତା: ରାଜ୍ୟ ସାଧାରଣ ସମ୍ପାଦକ ଦଳ ଛାଡ଼ିଲେ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ନେଇ ସାରା ରାଜ୍ୟରେ ଏବେ ରାଜନୀତି ସରଗରମ୍ ରହିଛି । ୫ଟି ସଚିବ ବିଭିନ୍ନ ଜିଲ୍ଲା ଗସ୍ତ କରି…
ବାହୁଡାଯାତ୍ରାରେ ଚାଲିଗଲା ଶ୍ରଦ୍ଧାଳୁଙ୍କ ଜୀବନ: ରଥଟଣା ବେଳେ ପ୍ରାଣ ହରାଇଲେ ୩ ଭକ୍ତ
ଭୁବନେଶ୍ୱର: ଆଜି ପବିତ୍ର ବାହୁଡାଯାତ୍ରା । ମାଉସୀମା’ ମନ୍ଦିରରେ ୯ ଦିନର ଲୀଳାଖେଳା ପରେ ପୁଣି ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ୩ ଦିଅଁ । କିନ୍ତୁ ଏଭଳି ଏକ ପବିତ୍ର ଦିବସରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି ।…
ବଡଦାଣ୍ଡରେ ବିରାଟ ଅଘଟଣ: ବାହୁଡାଯାତରେ ଛିଡିଲା ତାଳଧ୍ୱଜ ରଥର ଦଉଡି, ଭକ୍ତ ଆହତ
ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ମାଉସୀ ଘରେ ନବଦିନାତ୍ମକ ଲୀଳାଶେଷ କରି ପୁଣି ବଡ ଦେଉଳକୁ ଫେରୁଛନ୍ତି ଚତୁର୍ଦ୍ଧାମୂରତୀ । ପ୍ରଥମେ ବଡ ଭାଇ ବଳଭଦ୍ର ଶରଧାବାଲିରୁ ବାହାରି ଶ୍ରୀମନ୍ଦିରକୁ ଆସିଥିଲେ ଏବଂ ପରେ ମା’…
ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପୂରଣ ହେବ ଶିକ୍ଷକ ଓ ଅଣଶିକ୍ଷକ ପଦ: ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଏକ ଖୁସି ଖବର । ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକରେ ଖାଲି ପଡ଼ିଥିବା ଶିକ୍ଷକ ଓ ଅଣଶିକ୍ଷକ ପଦ ଖୁବଶୀଘ୍ର ପୂରଣ କରାଯିବ । ରାଜ୍ୟ…