Browsing Category
ରାଜ୍ୟ
ବିଜେଡିରୁ ଇସ୍ତଫା ଦେଲେ ବରିଷ୍ଠ ନେତା: ରାଜ୍ୟ ସାଧାରଣ ସମ୍ପାଦକ ଦଳ ଛାଡ଼ିଲେ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ନେଇ ସାରା ରାଜ୍ୟରେ ଏବେ ରାଜନୀତି ସରଗରମ୍ ରହିଛି । ୫ଟି ସଚିବ ବିଭିନ୍ନ ଜିଲ୍ଲା ଗସ୍ତ କରି…
ବାହୁଡାଯାତ୍ରାରେ ଚାଲିଗଲା ଶ୍ରଦ୍ଧାଳୁଙ୍କ ଜୀବନ: ରଥଟଣା ବେଳେ ପ୍ରାଣ ହରାଇଲେ ୩ ଭକ୍ତ
ଭୁବନେଶ୍ୱର: ଆଜି ପବିତ୍ର ବାହୁଡାଯାତ୍ରା । ମାଉସୀମା’ ମନ୍ଦିରରେ ୯ ଦିନର ଲୀଳାଖେଳା ପରେ ପୁଣି ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ୩ ଦିଅଁ । କିନ୍ତୁ ଏଭଳି ଏକ ପବିତ୍ର ଦିବସରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି ।…
ବଡଦାଣ୍ଡରେ ବିରାଟ ଅଘଟଣ: ବାହୁଡାଯାତରେ ଛିଡିଲା ତାଳଧ୍ୱଜ ରଥର ଦଉଡି, ଭକ୍ତ ଆହତ
ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ମାଉସୀ ଘରେ ନବଦିନାତ୍ମକ ଲୀଳାଶେଷ କରି ପୁଣି ବଡ ଦେଉଳକୁ ଫେରୁଛନ୍ତି ଚତୁର୍ଦ୍ଧାମୂରତୀ । ପ୍ରଥମେ ବଡ ଭାଇ ବଳଭଦ୍ର ଶରଧାବାଲିରୁ ବାହାରି ଶ୍ରୀମନ୍ଦିରକୁ ଆସିଥିଲେ ଏବଂ ପରେ ମା’…
ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପୂରଣ ହେବ ଶିକ୍ଷକ ଓ ଅଣଶିକ୍ଷକ ପଦ: ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଏକ ଖୁସି ଖବର । ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକରେ ଖାଲି ପଡ଼ିଥିବା ଶିକ୍ଷକ ଓ ଅଣଶିକ୍ଷକ ପଦ ଖୁବଶୀଘ୍ର ପୂରଣ କରାଯିବ । ରାଜ୍ୟ…
ଆମ୍ବୁଲାନ୍ସରେ ବରଯାତ୍ରୀଙ୍କୁ ଧରି ପହଞ୍ଚିଲା ବର, ଷ୍ଟ୍ରେଚରରେ ବସି କନ୍ୟା ସହ କଲେ ବେଦୀ ପରିକ୍ରମା
ପଲାମୁ: ବିବାହକୁ ସ୍ମରଣୀୟ କରିବା ଲାଗି କିଏ କେତେପ୍ରକାର ପ୍ରୟାସ କରିଥାନ୍ତି । କିନ୍ତୁ ଏବେ ଝାରଖଣ୍ଡର ପଲାମୁରୁ ଏପରି ଏକ ବିବାହର ଚିତ୍ର ସାମନାକୁ ଆସିଛି ଯାହା ଦେଖିବା ପରେ ଆପଣଙ୍କୁ ଏହା କୌଣସି ଏକ ଫିଲ୍ମର…
ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପର ଆଜି ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ଆମେନିଟିଜ୍ ଆଣ୍ଡ…
କେନ୍ଦୁଝର ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର ଟ୍ରକ ଦୁର୍ଘଟଣା ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ସେ ମୃତକଙ୍କ ନିକଟତମ…
ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ପିକ୍ଅପ୍ ଭ୍ୟାନ : ଦୁର୍ଘଟଣାରେ ୧୧ ଆହତ, ୨ମୃତ
ଧର୍ମଗଡ : କଳାହାଣ୍ଡି ଜିଲ୍ଲା ଜୟାପାଟଣା ବ୍ଲକ ଅର୍ନ୍ତଗତ ଢୁଲୁ ଘାଟିରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏଠାରେ ଏକ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ଘାଟିର ଖାଇକୁ ପଡ଼ି ଦୁର୍ଘଟଣା ଘଟିଛି । ଏହି…
ନଦୀକୁ ଖସିଲା ବରଯାତ୍ରୀଙ୍କୁ ଧରି ଆସୁଥିବା କାର୍, ଯୁବତୀଙ୍କ ସହିତ ୪ ମୃତ
ସିମଳା: ହିମାଚଳ ପ୍ରଦେଶର ସିମଳା ଜିଲ୍ଲା ରାମପୁରରେ ଏକ ବଡ ଦୁର୍ଘଟଣା ଘଟିଯାଇଛି । ଏଠାରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇ ୪ ଜଣଙ୍କ ମୃତ୍ୟୁ ହୋଇଯାଇଛି ଓ ଅନ୍ୟ ଜଣେ ଗୁରୁତର ଅଛନ୍ତି । ଗୁରୁତର ଯୁବକଙ୍କୁ ହସ୍ପିଟାଲ୍…
ଶିକ୍ଷା ବିଭାଗର କଡା ନିଷ୍ପତ୍ତି: ଅଭ୍ୟାସଗତ ଭାବରେ ଅନୁପସ୍ଥିତ ରହୁଥିବା ୧୦୦୦ରୁ ଅଧିକ ଶିକ୍ଷକଙ୍କ ଦରମା ବନ୍ଦ
ପାଟନା: ଯେଉଁମାନେ ଏଣିକି ବାରମ୍ବାର ଅଫିସରେ ନିଜ କାର୍ଯ୍ୟରେ ଅନୁପସ୍ଥିତ ରହିବେ ସେମାନଙ୍କ ଦରମା ବନ୍ଦ କରିଦିଆଯିବ । ବିହାରର ଶିକ୍ଷା ବିଭାଗ ଏପରି ନିଷ୍ପତ୍ତି ନେଇଛି । ଯେଉଁମାନେ ବିଶ୍ୱବିଦ୍ୟାଳୟ କିମ୍ବା କଲେଜରେ…