Browsing Category

ରାଜ୍ୟ

ରାଜ୍ୟରେ ଆଉ ଜଣେ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର,୫ ।୬(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ଆଜି ଆଉ ଜଣେ ପଜିଟିଭଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାର ଜଣେ ୬୩ ବର୍ଷୀୟ ବୃଦ୍ଧଙ୍କର କରୋନାରେ ମୃତ୍ୟୁ ହୋଇଥିବା…

ବଡ ଖବର: ରାଜ୍ୟରେ ନୂଆ ୧୩୦ ପଜିଟିଭ୍ ଚିହ୍ନଟ, ୬୫ ସୁସ୍ଥ

ଭୁବନେଶ୍ୱର,୫ ।୬(ଓଡିଶା ଭାସ୍କର): ରାଜ୍ୟରେ ଦିନକୁ ଦନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ଏହାରି ମଧ୍ୟରେ ଆଜି ରାଜ୍ୟର ପ୍ରାୟ ୨୧ ଜିଲ୍ଲାରୁ ୧୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ…

୧୦୮ ଗରା ଜଳରେ ସ୍ନାନ କରୁଛନ୍ତି ମହାପ୍ରଭୁ

ପୁରୀ,୫ ।୬(ଓଡିଶା ଭାସ୍କର): ଆଜି ହେଉଛି ଶ୍ରୀଜୀଉଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ବିଜେ ହୋଇଥିବା ବେଳେ ମହାପ୍ରଭୁଙ୍କ ଜଳଲାଗି ନୀତି ଆରମ୍ଭ ହୋଇଛି । ୧୦୮ ଗରା ଜଳରେ ସ୍ନାନ…

ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା, ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ, ୫/୬(ଓଡିଶା ଭାସ୍କର): ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା। ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ବିଜେ ହୋଇଛନ୍ତି। ବିଳମ୍ଵ ରାତିରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ନିିତୀ ଆରମ୍ଭ ହୋଇଛି। ଧାଡ଼ି…

ଆଗାମୀ ୨୫ଦିନ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪ା୬(ଓଡ଼ିଶା ଭାସ୍କର): କରୋନା ସଚେତନତା ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇ କହିଛନ୍ତି ଯେ ଗତ ୨ମାସରୁ ଅଧିକ ସମୟ ହେବ ଆମେ…

କରୋନା ସଂକ୍ରମଣ ଦୃଷ୍ଟିରୁ କଲେଜକୁ ମାଧ୍ୟମିକ ଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାେରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେନେଇ +୨ ପରୀକ୍ଷା ଓ ମୂଲ୍ୟାୟନ କେନ୍ଦ୍ର ହୋଇଥିବା କଲେଜ ଅଧ୍ୟକ୍ଷଙ୍କୁ ମାଧ୍ୟମିକ ଶିକ୍ଷା ବିଭାଗ…

ସଟଡ଼ାଉନ ବେଳେ ଚାଲିବ ବସ୍

ଭୁବନେଶ୍ୱର, ୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏନେଇ କରୋନା ସତର୍କତା ଦୃଷ୍ଟିରୁ ୧୧ଜିଲ୍ଲାରେ ଜୁନ ୩୦ ଯାଏଁ ପ୍ରତି ସପ୍ତାହର ଶନିବାର ଓ ରବିବାର…

କଟକରେ ଆଉ ୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କଟକ, ୪ା୬(ଓଡ଼ିଶା ଭାସ୍କର): କଟକରେ ଆଉ ୧୩କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୩ ଆକ୍ରାନ୍ତଙ୍କ ମଧ୍ୟରେ ନରସିଂହପୁରରୁ ୯, ବଡ଼ମ୍ବାରୁ ୨, ସିଏମସି ଅଞ୍ଚଳରେ ୨ଜଣ ଆକ୍ରାନ୍ତ ଚିହ୍ନଯ ହୋଇଛନ୍ତି । ଏନେଇ ଜିଲ୍ଲା…

ସନ୍ଧ୍ୟା ୬.୩୦ସୁଦ୍ଧା ୧୦ଜିଲ୍ଲାରେ କାଳବୈଶାଖୀ !

ଭୁବନେଶ୍ୱର, ୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ତାପମାତ୍ରା ଧୀରେ ଧୀରେ ହ୍ରାସ ପାଇବା ସହ ସ୍ଥାନେ ସ୍ଥାନେ ବର୍ଷା ମଧ୍ୟ ହେଉଛି । ଏହାରି ମଧ୍ୟରେ ଆଜି ସନ୍ଧ୍ୟା ୬.୩୦ ସୁଦ୍ଧା ୧୦ଜିଲ୍ଲାରେ କାଳବୈଶାଖୀ ହେବା ନେଇ…

ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୪୮୧କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୬୫ଆକ୍ରାନ୍ତଙ୍କ ମଧ୍ୟରୁ…