Browsing Category

ରାଜ୍ୟ

ସ୍ୱତନ୍ତ୍ର ବିମାନ ଯୋଗେ ଉତ୍ତର-ପୂର୍ବ ରାଜ୍ୟରୁ ଫେରୁଛନ୍ତି ଓଡ଼ିଆ

ଭୁବନେଶ୍ୱର, ୩ା୬(ଓଡ଼ିଶା ଭାସ୍କର): ଲକ ଡାଉନ ପାଇଁ ବହୁ ଓଡ଼ିଆ ବାହାର ରାଜ୍ୟରେ ଫସି ରହିଛନ୍ତି । ସେମାନଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ବହୁ ପଦକ୍ଷେପ ନେଇଛନ୍ତି । ଏହାରି ମଧ୍ୟରେ ଆଜି ଉତ୍ତର-ପୂର୍ବ ରାଜ୍ୟରେ…

ସ୍କୁଲ ଖୋଲିବନି, ହେବ ପରୀକ୍ଷା

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): ସ୍କୁଲ ଓ କଲେଜ ବନ୍ଦ ଥିଲେ ବି ପରୀକ୍ଷା କରିବା ପାଇଁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ୩୧ ଜୁଲାଇ ଯାଏଁ ରାଜ୍ୟରେ ସ୍କୁଲ କଲେଜ ବନ୍ଦ ରହିବ । ତେବେ ଏହି ସମୟ ମଧ୍ୟରେ ପରୀକ୍ଷା…

ଦୁଇ ଦିନିଆ ସଟଡାଉନ ବେଳେ କଣ ଖୋଲା ରହିବାକୁ ମିଳିଲା ଅନୁମତି, ଜାଣନ୍ତୁ

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): ଜୁନ ୩୦ଯାଏଁ ପ୍ରତି ଶନିବାର ଓ ରବିବାର ରାଜ୍ୟରେ ସଟଡାଉନ ରହିବ । କିନ୍ତୁ ସଟଡାଉନ ବେଳେ ଜରୁରୀକାଳୀନ ସେବା ଯେମିତିକି ହସ୍ପିଟାଲ, କ୍ଲିନିକ, ମେଡ଼ିକାଲ ଷ୍ଟୋରକୁ ଖୋଲିବା ପାଇଁ…

ରାଜ୍ୟ ଭିତରେ ଚାଲିବ ୫ଟି ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): ରାଜ୍ୟ ଭିତରେ ଚଳାଚଳ କରିବ ୫ଟି ସ୍ୱତନ୍ତ୍ର ଟ୍ରେନ । ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ,ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର, ଭୁବନେଶ୍ୱର-ବ୍ରହ୍ମପୁର-ଭୁବନେଶ୍ୱର, ସମ୍ବଲପୁର-ଖୋର୍ଦ୍ଧା…

ଭୁବନେଶ୍ୱର, କଳାହାଣ୍ଡି ଜିଲ୍ଲା ସଭାପତି ନିଯୁକ୍ତ କଲା ବିଜେପି

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): ବିଜେପିର ଦୁଇ ଜିଲ୍ଲା ସଭାପତି ନିଯୁକ୍ତି ହୋଇଛନ୍ତି । ଭୁବନେଶ୍ୱର ଓ କଳାହାଣ୍ଡି ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରିଛି ବିଜେପି । ବାବୁ ସିଂ ବିଜେପିର ଭୁବନେଶ୍ୱର ଜିଲ୍ଲା ସଭାପତି…

ବିଜେପି ଛାଡ଼ିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): ବିଜେପି ଛାଡ଼ିଲେ ଜଗନ୍ନାଥ ପ୍ରଧାନ । ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ୨୦୧୯ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ମଧ୍ୟ…

ଖୁସି ଖବର: ରାଜ୍ୟରେ ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୩୨୫କୁ ବୃଦ୍ଧି…

ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଲାଗୁ ହେବ ୧୪୪ଧାରା

ପୁରୀ, ୨ା୬(ଓଡ଼ିଶା ଭାସ୍କର): ପୁରୀ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଲାଗୁ ହେବ ୧୪୪ଧାରା । ୪ତାରିଖ ରାତି ୧୦ଟାରୁ ୬ ତାରିଖ ଦିନ ୨ଟା ଯାଏଁ ୧୪୪ଧାରା ଲାଗୁ ହେବ । ମାର୍କେଟ ଛକଠାରୁ କାକୁଡ଼ି ଖାଇ ଛକ ଯାଏଁ ଲାଗୁ ହେବ ।…

ନମ୍ବର ୱାନରେ ନବୀନ: ସର୍ଭେ ରିପୋର୍ଟ

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): କରୋନା ସତର୍କତା ନେଇ ଦେଶ ଓ ରାଜ୍ୟ ଲକ ଡାଉନ ରହିଥିଲା । ଲକଡାଉନ ସମୟରେ ଲୋକପ୍ରିୟତା ନେଇ ସି-ଭୋଟର ଓ ଆଇଏଏନଏସ ପକ୍ଷରୁ ଏକ ସର୍ଭେ ହୋଇଥିଲା । ସର୍ଭେ ରିପୋର୍ଟରେ ଓଡ଼ିଶାର…

ପଙ୍ଗପାଳ ଓଡ଼ିଶା ଆସିବାର ସମ୍ଭାବନା, ୮ ଜିଲ୍ଳାକୁ ଆଲର୍ଟ

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): ପଙ୍ଗପାଳ ମୁକାବିଲା ନେଇ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକ ପରେ ସ୍ୱତନ୍ତ୍ର ସଚିବ ଏସ.କେ ବଶିଷ୍ଠ ସୂଚନା ଦେଇ କହିଛନ୍ତି ଯେ ପଙ୍ଗପାଳ ଓଡ଼ିଶା…