Browsing Category
ରାଜ୍ୟ
ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ମ୍ୟାଚ, ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଟିକେଟ ବିକ୍ରି
କଟକ(ଓଡ଼ିଶା ଭାସ୍କର): ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଆସନ୍ତା ୧୨ ତାରିଖ ଦିନ ଅନୁଷ୍ଠିତ ହେବା ପାଇଁ ଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜର ଦ୍ୱିତୀୟ ମ୍ୟାଚ ପାଇଁ ୯ ଓ ୧୦ ତାରିଖ ଦୁଇ ଦିନ ଧରି ଟିକେଟ…
ଆଜି ବି ଜଳିବ ଓଡ଼ିଶା: ଗ୍ରୀଷ୍ମପ୍ରବାହକୁ ନେଇ ୮ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଅସହ୍ୟ ତାତିରେ ଜଳୁଛି ଓଡ଼ିଶା । ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିସାରିଲାଣି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।…
ଧାନର ସର୍ବନିମ୍ନ ମୂଲ୍ୟ ବଢ଼ାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ(ଓଡ଼ିଶା ଭାସ୍କର): କେନ୍ଦ୍ର ସରକାର ୨୦୨୨-୨୩ ଶସ୍ୟ ବର୍ଷ ପାଇଁ ୧୭ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ବୃଦ୍ଧି କରିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଜଳୁଛି ସମଗ୍ର ଓଡ଼ିଶା: ୪୦ ଡିଗ୍ରୀ ଡେଇଁଲା ରାଜ୍ୟର ୧୯ଟି ସହରର ତାପମାତ୍ରା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ରାଜ୍ୟବାସୀଙ୍କୁ ନିସ୍ତାର ମିଳୁ ନାହିଁ । ପ୍ରବଳ ତାତିର ପ୍ରଭାବରେ ଜନସାଧାରଣ ଖାଲି କଲବଲ ହେଉଥିବା ବେଳେ ଏଥିରୁ ମୁକୁଳିବାର ବାଟ ଖୋଜୁଛନ୍ତି । ଅଧିକାଂଶ…
ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟ: ପଞ୍ଚମ ଦିନରେ ୪୪୫ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟ ଇତିମଧ୍ୟରେ ପଞ୍ଚମ ଦିନରେ ପହଞ୍ଚିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୪୫ ରୂପାନ୍ତରିତ ସ୍କୁଲକୁ…
ଥୋମାସ କପ ବିଜେତା ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ନିକଟରେ ଥୋମାସ କପ ଉପରେ ବିଜୟ ହାସଲ କରିଛି ଭାରତୀୟ ଦଳ । ତେଣୁ ଏହି ବିଜେତା ଦଳକୁ ସମ୍ବର୍ଦ୍ଧନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚମ୍ପିଆନ ଟିମର ସମସ୍ତ ସଦସ୍ୟଙ୍କୁ ଲୋକସେବା ଭବନରେ ସେ…
ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୫ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର…
ଜୁନ୍ ୧୩ରେ ହେବ ବାଚସ୍ପତି ନିର୍ବାଚନ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ନବୀନଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ ପରେ ଏବେ କିଏ ନୂଆ ବାଚସ୍ପତି ହେବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି । ଏହାରି ମଧ୍ୟରେ ବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବାଳୟ…
ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ବେଢା ପରିସରର ଫଟୋ, ସୁରକ୍ଷା ନେଇ ଉଠିଲା ପ୍ରଶ୍ନ
ପୁରୀ(ଓଡ଼ିଶା ଭାସ୍କର): ପୁଣି ଥରେ ଭାଇରାଲ ହେଲା ଶ୍ରୀମନ୍ଦିର ପରିସରର ଫଟୋ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ବିବାଦ ଥମି ନଥିବା ବେଳେ ଶ୍ରୀମନ୍ଦିର ପରିସରର ଫଟୋ ଫେସବୁକରେ ଭାଇରାଲ ହେବାକୁ ନେଇ ବର୍ତ୍ତମାନ ପ୍ରଶ୍ନ…
ପୋଷ୍ୟ ସନ୍ତାନ ଭାବରେ ଆଦରି ନେଲେ ଶିକ୍ଷିତ ଦମ୍ପନ୍ତି
କଟକ(ଓଡ଼ିଶା ଭାସ୍କର): ବିଡାନାସୀସ୍ଥିତ ବସୁନ୍ଧରା ପାଇଁ ୨ବର୍ଷ ତଳେ ନୂଆ ଅତିଥି ଥିଲା ପୁନ୍ୟା। ୨୦୨୦ ମେ ୮ ତାରିଖ ସକାଳେ ବସୁନ୍ଧରା ଆଗରେ ଟଙ୍ଗା ଯାଇଥିବା ଶିଶୁଝୁଲାରୁ କୁଆଁ କୁଆଁ ଶବ୍ଦ ଶୁଣି କେତେକ କର୍ମଚାରୀ…