Browsing Category
ରାଜ୍ୟ
କେବେ ବାହାରିବ ମାଟ୍ରିକ୍ ରେଜଲ୍ଟ? ଉତ୍ତର ଦେଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାଟ୍ରିକ ରେଜଲ୍ଟକୁ ଚାତକ ଭଳି ଅନାଇ ବସିଛନ୍ତି ଛାତ୍ରଛାତ୍ରୀ । ସମୟକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତ ଜୁନ୍ ଶେଷ ସପ୍ତାହରେ…
ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା ଜାରି: ନୀତିକାନ୍ତି ବନ୍ଦ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା ଜାରି ହୋଇଛି, ଯାହାଫଳରେ ନୀତିକାନ୍ତି ବନ୍ଦ ରହିଛି । ବ୍ରାହ୍ମର ନିଯୋଗ ଓ ପୂଜାପଣ୍ଡା ନିଯୋଗର ସହଯୋଗ ଯୋଗୁଁ ନୀତିକାନ୍ତି ବନ୍ଦ ରହିଛି । ଗତକାଲି…
ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୨ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ୫୦ ରୁ ଅଧିକ ଶ୍ରୀମନ୍ଦିର ସେବାୟତ
ଭୁବନେଶ୍ୱର: ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ନିର୍ମାଣ କାର୍ଯ୍ୟ ଉପରେ ସୁପ୍ରିମକୋର୍ଟଙ୍କ ରାୟ ପରେ ୫୦ ରୁ ଅଧିକ ସେବାୟତ ଶୁକ୍ରବାର ଦିନ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଖବର ଅନୁଯାୟୀ,…
ଅସହ୍ୟ ତାତି ସହ ଗୁଳୁଗୁଳି: ୪୦ ଡିଗ୍ରୀ ଉପରେ ୧୩ ସହରର ତାପମାତ୍ରା, ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ
ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ହେଉଛି ଅସହ୍ୟ ତାତି । ଶୁକ୍ରବାର ଦିନ ପଶ୍ଚିମ ଓଡ଼ିଶାର ତାତି ସବୁ ରେକର୍ଡ…
ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟ: ୫ଟି ଜିଲ୍ଲାର ୫୩୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ତେବେ ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କ…
ଭିଜିଲାନ୍ସ ଜାଲରେ ଅଣ୍ଡର ସେକ୍ରେଟାରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ସରକାରୀ ବାବୁମାନଙ୍କ ଭିଜିଲାନ୍ସ ଜାଲରେ ପଡ଼ିବା ଏକ ଦୈନନ୍ଦିନ ଘଟଣା ହୋଇଗଲାଣି । ଏହି କ୍ରମରେ ଆଜି ଜଣେ ଅଣ୍ଡର ସେକ୍ରେଟାରୀ ଭିଜିଲାନ୍ସ ହାବୁଡ଼ରେ ଧରାପଡ଼ିଛନ୍ତି । ଏହି ବାବୁ…
ଖୋଲିଲା ସ୍ୱାମୀ-ସ୍ତ୍ରୀଙ୍କ ଜାଲ୍ ସାର୍ଟିଫିକେଟ ଗୁମର: ସ୍ୱାମୀ ଫେରାଇବେ ୧୬ ଲକ୍ଷ ଦରମା ଟଙ୍କା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଜାଲ୍ ସାର୍ଟିଫିକେଟରେ ଚାକିରି କରି ପୂର୍ବରୁ ରାଜ୍ୟର ଏକାଧିକ ସରକାରୀ କର୍ମଚାରୀ ଫସିଥିଲେ । ତେବେ ଜାଲ୍ ସାର୍ଟିଫିକେଟରେ ଚାକିରି କରିବା ଏବେ ଦୁଇଜଣ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି ।…
ବର୍ଷାଙ୍କ ଆକାଉଣ୍ଟରେ ଟଙ୍କା ଡିପୋଜିଟ୍ କଲେ ଅନୁଭବ, ଖୁବଶୀଘ୍ର ଘର ଛାଡ଼ିବେ ଅଭିନେତ୍ରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସିନେ ତାରକାରୁ ରାଜନେତା ପାଲଟିଥିବା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନେଇ ନୂଆ ଅପଡେଟ୍ ଆସିଛି । ଅନୁଭବଙ୍କ ପୈତୃକ ଘର ତାଙ୍କର ଧର୍ମପତ୍ନୀ ବର୍ଷା ଛାଡ଼ିବା ନେଇ…
ଆଜି ରାଜ୍ୟରୁ ଚିହ୍ନଟ ହେଲେ ୮ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର…