Browsing Category

ରାଜ୍ୟ

ମାଓପ୍ରବଣ ଅଞ୍ଚଳରେ ଡିଜିଟାଲ୍‌ ମାଧ୍ୟମରେ ପାଠପଢ଼ିବେ ଛାତ୍ରଛାତ୍ରୀ, ମିଳିବ ଗୁଣାତ୍ମକ ଶିକ୍ଷା

ବଲାଙ୍ଗିର,(ଭାସ୍କର ନ୍ୟୁଜ): ବଦଳିବ ବଲାଙ୍ଗିର ଜିଲ୍ଲା ତୁରେକେଲ୍ଲା ଅଞ୍ଚଳର ପରିଚୟ । ସ୍ମାର୍ଟ ହେବ ଶିକ୍ଷା ବ୍ୟବସ୍ଥା । ତୁରେକେଲ୍ଲା ବ୍ଲକ ଏକ ପଛୁଆ ଓ ମାଓପ୍ରବଣ ବ୍ଲକ ଭାବେ ପରିଚିତ ଥିବାବେଳେ ଏବେ ସେହି ଅଞ୍ଚଳର…

୨୩ରୁ ଆରମ୍ଭ ହେବ ଯୁକ୍ତ ୩ ନାମଲେଖା ଆବେଦନ ପ୍ରକିୟା, ଡିସେମ୍ବର ୩ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଶିକ୍ଷାବର୍ଷ ୨୦୨୧- ୨୨ରେ ଦ୍ୱିତୀୟ ପର୍ଯ୍ୟୟ  ଯୁକ୍ତ ୩ ପ୍ରଥମ ବର୍ଷ ନାମ ଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ…

ଗାଙ୍ଗପୁର ଥାନା ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା: କେନ୍ଦ୍ର ଗୃହମନ୍ତ୍ରୀଙ୍କଠାରୁ ଟ୍ରଫି ଗ୍ରହଣ କଲେ ଥାନାଧିକାରୀ

ନୂଆଦିଲ୍ଲୀ/ ଭଞ୍ଜନଗର,  (ଭାସ୍କର ନ୍ୟୁଜ): ଓଡ଼ିଶା ପୋଲିସ ପାଇଁ ଗୌରବ ଆଣିଛି ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା । ସର୍ବଭାରତୀୟ ସ୍ତରରେ ଦ୍ୱିତୀୟ ଶ୍ରେଷ୍ଠ ଥାନା ତଥା ଓଡ଼ିଶାର ଏକମାତ୍ର ଶ୍ରେଷ୍ଠ ଥାନା ଭାବେ ସ୍ଥାନ…

ଚଳନ୍ତା ଅବସ୍ଥାରେ ୧୦୮ ଆମ୍ବୁଲାନ୍ସରୁ ବାହାରିଗଲା ଚକା, ଅଳ୍ପକେ ବର୍ତ୍ତିଲେ ଚାଳକ ଓ ହେଲ୍ପର୍

ଟାଙ୍ଗୀ-ଚୌଦ୍ୱାର (ଭାସ୍କର ନ୍ୟୁଜ୍‌) : ଚୌଦ୍ୱାର ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ଚାଉଳିଆ ପୋଲ ଉପରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନାଥାଉକି, ଢେଙ୍କାନାଳରୁ କଟକ ଅଭିମୁଖେ ଯାଉଥିବା ଏକ ୧୦୮…

ଆଜି ଅନୁଗୁଳ ଓ ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଏସ୍‌କେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ…

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ସେବାରେ ସାମିଲ ହେବ ଆଉ ୨ଟି ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ଗସ୍ତ କରି…

ବିଜେପିରେ ସାମିଲ ହେଲେ ସଞ୍ଜୀବ ସାହୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବା ବେଳେ ଏବେଠାରୁ ଦଳ ଅଦଳବଦଳ ନୀତି ଆରମ୍ଭ ହୋଇଗଲାଣି । ଆଜି ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଆୟୋଜିତ ହୋଇଛି । ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ…

ବନ୍ଧାହେଲେ ରଣପୁରର କୋଟିପତି ସହକାରୀ ଯନ୍ତ୍ରୀ

ନୟାଗଡ଼(ଓଡ଼ିଶା ଭାସ୍କର): ନୟାଗଡ଼ ରଣପୁର ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କୁ ଗିରଫ କରାଯାଇଛି । ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ…

କୃଷି ଆଇନ ପ୍ରତ୍ୟାହାର ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୩ ନୂଆ କୃଷି ଆଇନ ପ୍ରତ୍ୟାହାର ନେଇ ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିବା ପରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀମାନେ ନିଜ ନିଜର ପ୍ରତିକ୍ରିୟା ଦେଉଥିବା ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ…

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୪୨ କରୋନା ପଜିଟିଭ୍, ୩ ଜଣଙ୍କ ପ୍ରାଣଗଲା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା…

କୃଷି ଆଇନକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ, ପ୍ରତ୍ୟାହାର କଲେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରକାଶ ପର୍ବ ପାଇଁ ଶୁଭେଚ୍ଛା ଜଣାଇବାକୁ କୃଷି ଆଇନକୁ ନେଇ ବଡ଼ ଘୋଷଣା କରିଛନ୍ତି ମୋଦୀ । ୩ଟି କୃଷି ଆଇନ ପ୍ରତ୍ୟାହାର ନେଇ…