Browsing Category

ରାଜ୍ୟ

ଚଳନ୍ତା ଅବସ୍ଥାରେ ୧୦୮ ଆମ୍ବୁଲାନ୍ସରୁ ବାହାରିଗଲା ଚକା, ଅଳ୍ପକେ ବର୍ତ୍ତିଲେ ଚାଳକ ଓ ହେଲ୍ପର୍

ଟାଙ୍ଗୀ-ଚୌଦ୍ୱାର (ଭାସ୍କର ନ୍ୟୁଜ୍‌) : ଚୌଦ୍ୱାର ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ଚାଉଳିଆ ପୋଲ ଉପରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନାଥାଉକି, ଢେଙ୍କାନାଳରୁ କଟକ ଅଭିମୁଖେ ଯାଉଥିବା ଏକ ୧୦୮…

ଆଜି ଅନୁଗୁଳ ଓ ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଏସ୍‌କେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ…

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ସେବାରେ ସାମିଲ ହେବ ଆଉ ୨ଟି ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ଗସ୍ତ କରି…

ବିଜେପିରେ ସାମିଲ ହେଲେ ସଞ୍ଜୀବ ସାହୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବା ବେଳେ ଏବେଠାରୁ ଦଳ ଅଦଳବଦଳ ନୀତି ଆରମ୍ଭ ହୋଇଗଲାଣି । ଆଜି ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଆୟୋଜିତ ହୋଇଛି । ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ…

ବନ୍ଧାହେଲେ ରଣପୁରର କୋଟିପତି ସହକାରୀ ଯନ୍ତ୍ରୀ

ନୟାଗଡ଼(ଓଡ଼ିଶା ଭାସ୍କର): ନୟାଗଡ଼ ରଣପୁର ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କୁ ଗିରଫ କରାଯାଇଛି । ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ…

କୃଷି ଆଇନ ପ୍ରତ୍ୟାହାର ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୩ ନୂଆ କୃଷି ଆଇନ ପ୍ରତ୍ୟାହାର ନେଇ ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିବା ପରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀମାନେ ନିଜ ନିଜର ପ୍ରତିକ୍ରିୟା ଦେଉଥିବା ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ…

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୪୨ କରୋନା ପଜିଟିଭ୍, ୩ ଜଣଙ୍କ ପ୍ରାଣଗଲା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା…

କୃଷି ଆଇନକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ, ପ୍ରତ୍ୟାହାର କଲେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରକାଶ ପର୍ବ ପାଇଁ ଶୁଭେଚ୍ଛା ଜଣାଇବାକୁ କୃଷି ଆଇନକୁ ନେଇ ବଡ଼ ଘୋଷଣା କରିଛନ୍ତି ମୋଦୀ । ୩ଟି କୃଷି ଆଇନ ପ୍ରତ୍ୟାହାର ନେଇ…

ଭୁବନେଶ୍ୱରର ବାୟୁ ପ୍ରଦୂଷଣ ଅସମ୍ଭାଳ, ବେଳ ଥାଉଥାଉ ସଚେତନ ନହେଲେ ହୋଇପାରେ ଦିଲ୍ଲୀଠାରୁ ଭୟଙ୍କର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦେଶର ରାଜଧାନୀ ଦିଲ୍ଲୀର ଅବସ୍ଥା ବର୍ତ୍ତମାନ ସାଙ୍ଘାତିକ । ସେଠାରେ ବାୟୁ ପ୍ରଦୂଷଣର ମାତ୍ରା ଏତେ ବଢ଼ିଯାଇଛି ଯେ ତାହା ଶରୀର ପକ୍ଷେ ଅତ୍ୟନ୍ତ ଭୟଙ୍କର । କିଛିଦିନ ପୂର୍ବରୁ ସେଠାରେ ଏୟାର…

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତ ଆସୁଛନ୍ତି ଡ. ଏ ଚେଲ୍ଲାକୁମାର, ମାହାଙ୍ଗା ଗସ୍ତରେ ଯିବେ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍):  ଆଜିଠୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ ଚେଲ୍ଲାକୁମାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେବାଦଳର ସଦ୍‌ଭାବନା ରାଲି ନେଇ ପ୍ରସ୍ତୁତି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।…

୨୬ରୁ ନବମ ଶ୍ରେଣୀର ‘ସମିଟିଭ୍‌ ଆସେସମେଣ୍ଟ-୧’ ପରୀକ୍ଷା, ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପାଇଁ ଗାଇଡ଼ଲାଇନ୍ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ରାଜ୍ୟରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଚଳିତମାସ ୨୬ରୁ ୨୯ତାରିଖ ପର୍ଯ୍ୟନ୍ତ ପରୀକ୍ଷା (ସମିଟିଭ୍‌ ଆସେସମେଣ୍ଟ-୧)କରାଇବା ପାଇଁ ଓଡ଼ିଶା ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନର…