Browsing Category

ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ହୀରାକୁଦ ବିସ୍ଥାପିତଙ୍କ ପରିବାରକୁ ମିଳିବ ଜମି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ହୀରାକୁଦ ବିସ୍ଥାପିତଙ୍କ ପରିବାର ପାଇଁ ଆଜି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୀରାକୁଦ ବିସ୍ଥାପିତଙ୍କ ପରିବାରକୁ ଜମି ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି…

ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ, ଜାଣନ୍ତୁ କାହିଁକି?

କରଞ୍ଜିଆ(ଓଡ଼ିଶା ଭାସ୍କର): ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନକୁ ବନ୍ଦ କରିବାକୁ ଘୋଷଣା ହୋଇଛି । ବର୍ଷା ଓ କୁହୁଡି ଯୋଗୁଁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ଶିମିଳିପାଳକୁ ବନ୍ଦ କରିବାକୁ ଘୋଷଣା ହୋଇଛି । ପାଗ…

OPSCରେ ବାହାରିଲା ନିଯୁକ୍ତି ସୁଯୋଗ, ଜଲଦି କରିଦିଅନ୍ତୁ ଆବେଦନ

ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ନିଯୁକ୍ତି ସୁଯୋଗ ଆସିଛି । ଆସିଷ୍ଟାଣ୍ଟ ପ୍ରଫେସର (ବୋର୍ଡ ସ୍ପେଶିଆଲିଟି) ପଦ ପାଇଁ ମୋଟ ୩୮୧ଟି ପଦବୀ ଖାଲି ରହିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୮୫ ପଜିଟିଭ୍, ଖୋର୍ଦ୍ଧାରୁ ୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା…

୨ ବର୍ଷ ପରେ ସ୍କୁଲକୁ ଫେରିବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା, ଆଜିଠୁ ଆରମ୍ଭ ହେବ କ୍ଲାସରୁମ୍ ପାଠପଢ଼ା

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍) : ଆଜିଠୁ ଆରମ୍ଭ ହେବ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ଅଫ୍‌ଲାଇନ୍ କ୍ଲାସରୁମ୍ ପାଠପଢ଼ା। କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀମାନେ ଶ୍ରେଣୀଗୃହରେ ପାଠପଢ଼ା ଆରମ୍ଭ କରିବେ। ଏଥିପାଇଁ…

ଚାଷ ଜମିରେ ଲହଡି ଭାଙ୍ଗୁଛି ବର୍ଷାଜଳ, ଫସଲ ଅମଳ ପୂର୍ବରୁ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଲା ଅଦିନିଆ ବର୍ଷା

ଭଞ୍ଜନଗର (ଭାସ୍କର ନ୍ୟୁଜ): ଲଘୁଚାପ ଜନିତ ୨ ଦିନିଆ ଲଗାଣ ବର୍ଷାରେ ବେହାଲ ହୋଇପଡିଛି ଭଞ୍ଜନଗର ତଥା ଏହାର ଆଖାପାଖ ଅଞ୍ଚଳ । ଚାଷଜମିରେ ଲହଡି ଭାଙ୍ଗୁଛି ବର୍ଷାଜଳ । ସୁନାର ଫସଲ ଅମଳ ପୂର୍ବରୁ ଚାଷୀଙ୍କ ମେରୁଦଣ୍ଡ…

ବହୁ ଚର୍ଚ୍ଚିତ ଅନନ୍ତେଇର ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣା: ଜଣେ ନାବାଳକ ସହ ୬ ଗିରଫ, ସିସିଟିଭି ଫୁଟେଜରୁ ମିଳିଥିଲା ସୁରାକ୍

ବ୍ରହ୍ମପୁର (ଭାସ୍କର ନ୍ୟୁଜ୍‌): ବହୁ ଚର୍ଚ୍ଚିତ ଅନନ୍ତେଇ ଗ୍ରାମର ପୂର୍ବତନ ସରପଞ୍ଚ ହତ୍ୟାକାଣ୍ଡ ଘଟଣାର ତଦନ୍ତ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ । ଏ ନେଇ ଏକ ସାମ୍ବାଦିକ ସମ୍ମଳନୀ ଜରିଆରେ…

ରାଜଧାନୀରେ ଘନ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ସକାଳୁ ସକାଳୁ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଏହା ଫଳରେ ରାସ୍ତାରେ ଗାଡ଼ି ମଟର ସ୍ପଷ୍ଟ ଦୃଶ୍ୟମାନ ହେଉନାହିଁ । ଗାଡ଼ି ଚଳାଚଳରେ ବାଧାସୃଷ୍ଟି ହୋଇଛି ।…

ଆସୁଛି ଲଘୁଚାପ, ୧୭ରେ ଅବପାତ ରୂପ ନେବାର ସମ୍ଭାବନା; ୧୯ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷିବ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞ ଉମାଶଙ୍କର…

ଆଜିଠୁ ପବିତ୍ର ପଞ୍ଚକ ବତ୍ର: ପ୍ରଥମ ଦିନରେ ଶ୍ରୀଜୀଉଙ୍କ ଲକ୍ଷ୍ମୀନାରାୟଣ ବେଶ ନୀତି, ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ, (ଭାସ୍କର ନ୍ୟୁଜ): ଆଜିଠୁ ଆରମ୍ଭ ହେଉଛି ପବିତ୍ର ପଞ୍ଚୁକ ବ୍ରତ । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ସବୁଠାରୁ ପବିତ୍ର ବୋଲି କୁହାଯାଉଥିବା ବେଳେ ଶ୍ରୀକ୍ଷେତ୍ର ପୁରୀରେ ଏହି ବ୍ରତ ପାଇଁ ହଜାର ହଜାର ହବିଷ୍ୟାଳୀ ଓ…