Browsing Category

ରାଜ୍ୟ

ରାତି ସାଢ଼େ ୮ ସୁଦ୍ଧା ୮ ଜିଲ୍ଲାକୁ ସତର୍କ ଘଣ୍ଟି, ଏହିସବୁ ଜିଲ୍ଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ସାଢ଼େ ୮ ସୁଦ୍ଧା ୮ ଜିଲ୍ଲାକୁ ସତର୍କ ଘଣ୍ଟି । ଉକ୍ତ…

ଟିକା ନେଇ ବି ଶରୀରରେ ସୃଷ୍ଟି ହେଉନି ଆଣ୍ଟିବଡ଼ି!

ଭୁବନେଶ୍ୱର,(ଓଡିଶା ଭାସ୍କର): ଟିକା ନେଲା ପରେ ବି ଶରୀରରେ ସୃଷ୍ଟି ହେଉନି ଆଣ୍ଟିବଡ଼ି । ଟିକା ନେଲା ପରେ ରାଜ୍ୟରେ ୨୦% ଲୋକଙ୍କ ଦେହରେ ଆଣ୍ଟିବଡ଼ି ହେଉନି । ଜେନମ ସିକୁଏନସିଂ ବିଶ୍ଲେଷଣ ଆଧାରରେ ଭୁବନେଶ୍ୱର ଆଇଏଲଏସ…

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।…

ଓଡ଼ିଶାରୁୁ ଆଜି ୬୩୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ?

ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୪୮ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ ଏବଂ…

ପିକଅପ୍ ଭ୍ୟାନରୁ ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ସୋରଡା (ଭାସ୍କର ନ୍ୟୁଜ୍‌): ସୋରଡ଼ା ତହସିଲ ଅନ୍ତର୍ଗତ ବଡଗଡ଼ ଥାନା ଅଞ୍ଚଳରେ ବଡଗଡ଼ ଥାନା ଇନ୍ସପେକ୍ଟର ସୁରଜ ଝଙ୍କାରଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଆଇ ହୃଦୟାନନ୍ଦ କଲୋ ଓ ଷ୍ଟାଫ ଗତକାଲି ଦିନ ୧୧.୪୫ ସମୟରେ ବଡଗଡ଼ ମୋହନା…

କଳା ପଲ୍‌ସର ଆତଙ୍କ: ଫାଇନାନ୍ସ କର୍ମଚାରୀଙ୍କୁ ଭୁଜାଲି ଦେଖାଇ ୬୦ ହଜାର ଟଙ୍କା ଲୁଟିନେଲେ ୨ ଜଣ ଦୁର୍ବୃତ୍ତ

ବାଲିପାଟଣା (ଭାସ୍କର ନ୍ୟୁଜ୍‌): ଜଣେ ଘରୋଇ ଅର୍ଥଲଗାଣକାରୀ ସଂସ୍ଥାର କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି । ଆମେଣାକୁଦ ବାଙ୍କୁଆ କେନାଲ ବନ୍ଧରେ ଲୁଟ୍‌ର ଶିକାର ହୋଇଥିବା କର୍ମଚାରୀ ହେଲେ ନିମାପଡ଼ାସ୍ଥିତ ଫୁଲର୍ଟନ୍‌…

ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ-୨୦୧୯ର ମେନ୍ ରେଜଲ୍ଟ୍ , ୩୦୭ ପ୍ରାର୍ଥୀ କୃତକାର୍ଯ୍ୟ

କଟକ, (ଭାସ୍କର ନ୍ୟୁଜ୍‌) : ଓଡ଼ିଶା ସିଭିଲ ସର୍ଭିସ-୨୦୧୯ର ମେନ୍‌ ପରୀକ୍ଷାଫଳ ଶୁକ୍ରବାର ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା ପ୍ରକାଶ ପାଇଛି । ଏଥିରେ ମୋଟ ୩୦୭ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ଆସନ୍ତା…

ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଫୁଟିଲା ଗୁଳି: ବାପା ଗୁଳିରେ ଆଖିବୁଜିଲା ପୁଅ

ବାରଙ୍ଗ,(ଭାସ୍କର ନ୍ୟୁଜ୍‌):  ବାରଙ୍ଗ ଅଞ୍ଚଳରେ ଏକ ଅଘଟଣ ଦେଖିବାକୁ ମିଳିଛି । ଶୁକ୍ରବାର ସନ୍ଧ୍ୟାରେ ବାରଙ୍ଗ ଥାନା ଅନ୍ତର୍ଗତ ମୁଣ୍ଡଳୀ ଗ୍ରାମ ପଞ୍ଚାୟତ ଅଧିନସ୍ଥ କଲ୍ୟାଣ ନଗର (ବେନ୍ଟୁଆ ) ମୁଣ୍ଡାସାହିର ଯଦୁମଣି…

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ: ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାପରେ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ…