Browsing Category

ରାଜ୍ୟ

ରାଜ୍ୟ ସରକାରଙ୍କ ଘୋଷଣା- ପ୍ରମୋଦ ଭଗତଙ୍କୁ ଦିଆଯିବ ୬ କୋଟି ଟଙ୍କା

ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ଟୋକିଓ ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ଓଡ଼ିଶା ସରକାର । ପ୍ରମୋଦଙ୍କୁ ୬ କୋଟି ଟଙ୍କା ଦିଆଯିବ ନେଇ ରାଜ୍ୟ ସରକାର ଆଜି ଘୋଷଣା…

ରାଜ୍ୟର ସ୍କୁଲରେ କେତେ ଶିକ୍ଷକ ପଦ ଖାଲିପଡିଛି? ଜାଣନ୍ତୁ ଗଣଶିକ୍ଷା ମନ୍ତ୍ରୀ ଉତ୍ତର

ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ରାଜ୍ୟର ବିଭିନ୍ନ ସ୍କୁଲରେ ୧୪ ହଜାର ୧୨୫ ଶିକ୍ଷକ ପଦ ଖାଲି ପଡିଛି । ମଞ୍ଜୁରୀପ୍ରାପ୍ତ ୩୮,୯୨୬ ଶିକ୍ଷକ ପଦରୁ ୧୪ ହଜାର ୧୨୫ ପଦ ଖାଲି ରହିଛି । ଏନେଇ ବିଧାୟକ ଅମର ଶତପଥୀଙ୍କ ପ୍ରଶ୍ନରେ…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ୧୮୮ ଶିକ୍ଷକ ପଦବୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ଥିବା ପଦବୀ ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି ଯେ, ‘ବିଭିନ୍ନ ବିଶ୍ୱବିଦ୍ୟାଳୟରେ ୧୦୦୭ଟି…

ଆସିଲା ନୂଆ SOP, ରାତି ୯ଟା ବଢ଼ିଲା ଜଗା ଦର୍ଶନ

ପୁରୀ(ଓଡ଼ିଶା ଭାସ୍କର): ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ପାଇଁ ଜାରି ହୋଇଛି ନୂଆ ଏସଓପି । ଏଣିକି ସକାଳ ୭ଟାରୁ ରାତି ୯ଟା ଯାଏଁ ଜଗା ଦର୍ଶନ ପାଇଁ ବ୍ୟବସ୍ଥା ହେବ । ଅର୍ଥାତ୍ ଏଣିକି ସନ୍ଧ୍ୟା ୭ଟା ପରିବର୍ତ୍ତେ…

ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ: ସରକାର-ପୂଜା କମିଟି ବୈଠକ ଶେଷ, ଜାଣନ୍ତୁ କ’ଣ କହିଲେ ମହାନଗର ପୂଜା କମିଟିର ସମ୍ପାଦକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗକୁ ନେଇ ଲୋକସେବା ଭବନରେ ବୈଠକ ଶେଷ ହୋଇଛି । ଏଥିରେ ସରକାର ଓ ବୂଜା କମିଟି ମଧ୍ୟରେ ବିସ୍ତୃତ ଆଲୋଚନା ହୋଇଛି । କାହିଁକି କଟକଣା ନିଷ୍ପତ୍ତି ନିଆଯାଇଛି ବୋଲି…

ରାଜ୍ୟରୁ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।…

ଭିଜିଲାନ୍ସ ଜାଲରେ ପିଇଓ

କଣ୍ଟାବାଞ୍ଜି(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ଚଲକି ପଞ୍ଚାୟତ ପିଇଓ । ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତ ପିଇଓ ବିଶ୍ୱମ୍ଭର ଭୋଇଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ରାଜ୍ୟରୁ ପୁଣି ବାହାରିଲେ ୭୬୨ ପଜିଟିଭ୍, ୧୦୨ ଶିଶୁ ଆକ୍ରାନ୍ତ

ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି…

ଆଫଗାନିସ୍ତାନର ନୂଆ ଶିକ୍ଷାମନ୍ତ୍ରୀଙ୍କ ‘ଜ୍ଞାନ’, କହିଲେ- ‘ଡିଗ୍ରୀର ମୂଲ୍ୟ ନାହିଁ, ଆମେ ତା ବିନା ଏଠି ପହଞ୍ଚିଛୁ’

କାବୁଲ: ଆଫଗାନିସ୍ତାନରେ ତାଲିବାନ୍ ନିଜ ସରକାର ଗଠନ କରିଛି । ମୁଲ୍ଲା ମହମ୍ମଦ ହସନ ଅଖଣ୍ଡଙ୍କୁ ଆଫଗାନିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଦିଆଯାଇଛି । ନୂଆ ସରକାର ଆସିବା ପରେ ନିଜ ନୀତିର ଘୋଷଣା କରିଛି…

ଆସନ୍ତା ୩ ଘଣ୍ଟା ପାଇଁ ୪ ଜିଲ୍ଲା ସାବଧାନ୍! ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଆସନ୍ତା ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ସେହି…