Browsing Category
ରାଜ୍ୟ
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ +୨ ରେଜଲ୍ଟ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମତେ ଏହି ନିର୍ଦ୍ଧାରିତ ତାରିଖ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇଁ ପ୍ରସ୍ତୁତି ଚାଲିଛି । ଏନେଇ…
ବ୍ରାହ୍ମଣଛାଇ ଗୋଷ୍ଠୀ ସଂଘର୍ଷ ଘଟଣାରେ ୭ ଗିରଫ, ତନାଘନା ଚଳାଇଛି ପୋଲିସ୍
ହିଞ୍ଜିଳିକାଟୁ(ଓଡ଼ିଶା ଭାସ୍କର): ଗତ ୬ ତାରିଖ ରାତିରେ ବ୍ରାହ୍ମଣଛାଇ ଗ୍ରାମରେ ହୋଇଥିଲା ରକ୍ତାକ୍ତ ସଂଘର୍ଷ । ପ୍ରେମୀ ଯୁଗଳଙ୍କୁ ଅସଞ୍ଜତ ଅବସ୍ଥାରେ ଉଦ୍ଧାର ହେବା ପ୍ରସଙ୍ଗକୁ କେନ୍ଦ୍ର କରି ଗାଁରେ ଗୋଷ୍ଠୀ ସଂଘର୍ଷ…
ଜୁଲାଇରେ ସରିବ ରାଜଧାନୀରେ ଟିକାକରଣ, ଜାଣନ୍ତୁ କଣ କହିଲେ କମିସନର୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାମାରୀ କରୋନା କବଳରେ କଲବଲ ହୋଇଗଲାଣି ରାଜ୍ୟ ଓ ରାଜଧାନୀ । ଏଥିପାଇଁ ବ୍ୟାପକ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ୱ । ଇତିମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ୧୫ଲକ୍ଷ ଡୋଜ ଟିକା ଦିଆସାରିଛି…
ରାଜ୍ୟରେ ଗର୍ଭବତୀଙ୍କୁ କେବେ ଟିକାକରଣ? ଜାଣନ୍ତୁ କ’ଣ କହିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସମ୍ଭାବ୍ୟ କରୋନାର ତୃତୀୟ ଲହରର ମୁକାବିଲା ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ଗର୍ଭବତୀମାନଙ୍କୁ ଟିକାକରଣ ନେଇ ସରକାର ଅନୁତି ଦେଇଛସାରିଛନ୍ତି । ରାଜ୍ୟରେ ୧୫ ତାରିଖ ପରେ…
ଟଏଲେଟରୁ ୫ ଦିନ ଧରି ଶୁଭୁଥିଲା ଭୟଙ୍କର ଶବ୍ଦ, ଖୋଲି ଦେଖିଲା ପରେ ବାହାରିଲା……
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗୋଟିଏ ବଡ଼ ଗୋଧି ଗତ ୫ ଦିନ ହେବ ଟଏଲେଟ୍ ରେ ଲୁଚି ରହିଥିଲା । କିନ୍ତୁ ପରିବାର ଲୋକେ ଜାଣି ପାରିନଥିଲେ । ଏହିଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ୱରର କପିଳେଶ୍ୱର…
ଶ୍ରୀଜଗନ୍ନାଥଙ୍କ ଜଣେ ଅନନ୍ୟ ଭକ୍ତ, ସେବାରେ ଉତ୍ସର୍ଗ ବ୍ୟକ୍ତିଙ୍କ ବିଷୟରେ ଜାଣନ୍ତୁ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପ୍ରତିଦିନ ସେ ଭୁବନେଶ୍ୱରରୁ ତୁଳସୀ ପତ୍ର ନେଇ ପୁରୀରେ ମହାପ୍ରଭୁଙ୍କୁ ଅର୍ପଣ କରନ୍ତି । ମାସେ ନୁହେଁ କି ବର୍ଷେ ନୁହେଁ, ଦୀର୍ଘ ୨୨ ବର୍ଷର ଏହି ମହାନ ଯାତ୍ରା ତାଙ୍କର ଜାରି ରହିଛି ।…
ଅଶ୍ୱିନୀ ହୋଇପାରନ୍ତି ଓଡ଼ିଶାରେ ବିଜେପିର ଭବିଷ୍ୟତର ଚେହେରା, ମୋଦୀଙ୍କ ପରିବର୍ତ୍ତନ ପଛରେ କ’ଣ ରହିଛି ରହସ୍ୟ, ଜାଣନ୍ତୁ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ପରେ ଏବେ ପାୱାର କରିଡରକୁ ନେଇ ସବୁଆଡ଼େ ଚର୍ଚ୍ଚା । ଓଡ଼ିଶାରେ ସବୁଠାରୁ ବେଶି ଚର୍ଚ୍ଚାରେ ରହିଛନ୍ତି ରାଜ୍ୟସଭା ସାଂସଦ…
ଆଜି ୫ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ, ରାଜ୍ୟରେ ଟିକାର ଅଭାବ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଦେଖାଦେଇଛି ଟିକାର ଅଭାବ । ସେଥିପାଇଁ ଆଜି ରାଜ୍ୟର ୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ରାଜ୍ୟର ଏକାଧିକ ଜିଲ୍ଲାରେ କୋଭିସିଲ୍ଡ ଟିକା ନଥିବାରୁ ଟିକାକରଣକୁ ବନ୍ଦ…
ରାଜ୍ୟରେ କରୋନାର ସ୍ଥିତି ଅସ୍ପଷ୍ଟ, ଆଜି ୨୮୦୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ…
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରେ ମଠମାନଙ୍କର ଭୂମିକା କ’ଣ, ଆସନ୍ତୁ ଜାଣିବା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମସ୍ତ ପରମ୍ପରା, ରୀତିନୀତି ସହିତ ମଠମାନଙ୍କର ସମ୍ପର୍କ ବହୁ ପୁରୁଣା । ତେବେ ସମୟସ୍ରୋତରେ କିଛି ପରମ୍ପରା ହଜିଯାଇଥିଲେ ମଧ୍ୟ କିଛି ଏବେ ବି ଜୀବିତ ରହିଛି ।…