fbpx
Browsing Category

ରାଜ୍ୟ

ଦିନକ ପାଇଁ ପୁଞ୍ଜିଲାଲଙ୍କୁ ମିଳିଲା ପାରୋଲ

ପାଟଣାଗଡ,୧୧ ।୧(ଓଡିଶା ଭାସ୍କର): ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଚିଲାଲ ମେହେରଙ୍କୁ ମିଳିଛି ପାରୋଲ । ସନାତନ ହିନ୍ଦୁ ଆଇନ ଆଧାରରେ ଗୋଟିଏ ଦିନ ପାଇଁ ପରୋଲ ପାଇଁ ଅନୁମତି ଦେଲେ ପାଟଣାଗଡ…

ପ୍ରେମିକାର ପ୍ରତାରଣା ସହି ନପାରି ପ୍ରେମିକର ଆତ୍ମହତ୍ୟା!

କଟକ, ୧୧ା୧(ଓଡ଼ିଶା ଭାସ୍କର): ଆଜି ଏକ ଯୁବକଙ୍କ ମୃତଦେହ ତାଳଦଣ୍ଡା ରେଳ ଲାଇନରୁ ଉଦ୍ଧାର ହୋଇଛି । ପ୍ରେମିକାର ପ୍ରତାରଣା ସହି ନପାରି ପ୍ରେମିକ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଇଛି । ମୃତକ ଜଣକ ହେଉଛନ୍ତି କଟକ…

INS ଚିଲିକାରେ ପାସିଙ୍ଗ ଆଉଟ୍ ପରେଡ୍

ଚିଲିକା,୧୧ ।୧(ଓଡିଶା ଭାସ୍କର): ଆଇଏନଏସ ଚିଲିକାରେ ପାସିଙ୍ଗ ଆଉଟ୍ ପରେଡ ଉତ୍ସବ ପାଳିତ ହୋଇଯାଇଛି । ଭାରତୀୟ ନୌସେନା ଓ ତଟରକ୍ଷା ବାହିନୀର ପ୍ରଶିକ୍ଷାର୍ଥୀ ପରେଡ୍ କରିଛନ୍ତି । INS ଚିଲିକାରୁ ୨୯୮୩ ଜଣ ସ୍ନାତକ…

ସନ୍ଧ୍ୟାରେ ବସିବ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର,୧୧ ।୧(ଓଡିଶା ଭାସ୍କର): ଆଜି ଅପରାହ୍ନ ୫ଟା ୩୦ରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଆଜି କିଛି ଗୁରୁତ୍ୱପୂର୍ଣ୍ଣ…

ବନ୍ଦ କୋଠରି ଘରୁ ୪ମୃତଦେହ ଉଦ୍ଧାର

ରାଜଗାଙ୍ଗପୁର, ୧୧ା୧(ଓଡ଼ିଶା ଭାସ୍କର): ଗୋଟିଏ ଘରୁ ଏକ ପରିବାରର ୪ ଜଣ ସଦସ୍ୟଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଗାଙ୍ଗପୁର…

IES ପରୀକ୍ଷାରେ ଓଡିଆ ପୁଅ ଟପ୍ପର

ଭୁବନେଶ୍ୱର,୧୧ ।୧(ଓଡିଶା ଭାସ୍କର): ଆଇଇଏସ୍ ପରୀକ୍ଷାରେ ଓଡିଆ ଛାତ୍ର ଅଂଶୁମାନ କାମିଲା ଟପ୍ପର ହୋଇଛନ୍ତି । ଆଇଇଏସ୍ ହେଉଛି ଇଣ୍ଡିଆନ ଇକୋନୋମିକ ସର୍ଭିସ । ତେବେ ଆଇଏସ ପରୀକ୍ଷାରେ ମୋଟ୍ ୩୨ ଜଣ କୃତକାର୍ଯ୍ୟ ହୋଇଥିବା…

ମାର୍କେଟ ବିଲ୍ଡିଂରେ ଆତଙ୍କ ରଚିଥିବା ଅଭିଯୁକ୍ତମାନଙ୍କ ବିରୋଧରେ ଲାଗିଲା ଦଙ୍ଗା ମାମଲା

ଭୁବନେଶ୍ୱର, ୧୧ା୧(ଓଡ଼ିଶା ଭାସ୍କର): ଗତକାଲି ରାଜଧାନୀ ଭୁବନେଶ୍ୱର ସ୍ଥିତ ରାଜମହଲ ଛକରେ ଥିବା ମାର୍କେଟ ବିଲ୍ଡିଂରେ ଆତଙ୍କରାଜ ମାମଲା ହୋଇଥିଲା । ଅଭିଯୁକ୍ତମାନଙ୍କ ବିରୋଧରେ ଦଙ୍ଗା ପରି ମାମଲା ରୁଜୁ ହୋଇଛି । ଏହି…

୧୬ନମ୍ବର ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର

ଯାଜପୁର, ୧୧ା୧(ଓଡ଼ିଶା ଭାସ୍କର): ଯାଜପୁର ବଡ଼ଚଣା କଡ଼େଇ ଛକ ନିକଟରେ ଏକ ଏଚ.ପି ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଛି । କଟକରୁ କୋଲକାତା ଅଭିମୁଖେ ଯାଉଥିବା ବେଳେ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିବା ସୂଚନା ମିଳିଛି । ଟ୍ୟାଙ୍କରର…

ସିରିଜ ଜିତିଲା ଭାରତ

ପୁଣେ, ୧୦ା୧: ପୁଣେରେ ଶ୍ରୀଲଙ୍କା ବିପକ୍ଷରେ ଟି-୨୦ ସିରିଜ ଜିତିଛି ଭାରତ । ତୃତୀୟ ମ୍ୟାଚକୁ ୭୮ ରନରେ ଜିତି ସିରିଜ ଜିତିଲା ଭାରତ । ଭାରତ ୨୦୧/୬ ରନ କରିଥିଲା । ଶ୍ରୀଲଙ୍କା ୧୫.୫ ଓଭରରେ ୧୨୩/୧୦ ରନ କରିଛି । ୩ଟିକିଆ…

ମୋ ସରକାରରେ ସାମିଲ ହେଲା ଗୃହ ଓ ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର, ୧୦ା୧(ଓଡ଼ିଶା ଭାସ୍କର):ଆଜି ମୋ ସରକାରରେ ସାମିଲ ହୋଇଛି ଗୃହ ଓ ନଗର ଉନ୍ନୟନ ବିଭାଗ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ବିଭାଗ ସାମିଲ ହୋଇଛି । ଏଣିକି ବିଭାଗୀୟ ସଚିବ…