Browsing Category

ରାଜ୍ୟ

ଖୁସି ଖବର: ଓଡ଼ିଶାରୁ ଆଜି ୩ ହଜାର ୬୮୨ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩ ହଜାର ୬୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା…

କାଲି ସକାଳ ସୁଦ୍ଧା ୨୦ ଜିଲ୍ଲା ସାବଧାନ୍!

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କାଲି ସକାଳ ସୁଦ୍ଧା ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୟେଲୋ ୱାର୍ଣ୍ଣିଂ ଜାରି…

ରାଜ୍ୟରେ ଅମାନିଆଙ୍କ ଯୋଗୁଁ କମୁନି ସଂକ୍ରମଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାର ଯେତେ କଟକଣା ଲାଗୁ କଲେ ବି ମାନୁନାହାନ୍ତି ଲୋକେ । ଅମାନିଆଙ୍କ ଯୋଗୁଁ କରୋନା ସଂକ୍ରମଣ କମୁନଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ…

ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇଁ ଯଦି ଅମାନିଆ ଦାୟୀ, ତେବେ ପ୍ରଶାସନ କରୁଛି କ’ଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ହ୍ରାସ ପାଇଥିଲେ ବି ସମ୍ପୂର୍ଣ୍ଣ ଭାବେ ଆୟତ୍ତକୁ ଆସିପାରିନାହିଁ । ଗୋଟିଏ ଦିନ ସଂକ୍ରମଣ ବଢ଼ିଲେ ଆଉ ଦିନେ କମୁଥିବାର ଦେଖାଯାଉଥିଲା । ଅନ୍ୟପକ୍ଷରେ…

ଟିକା ଅନୁପାତକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପରିବର୍ତ୍ତିତ କୋଭିଡ୍ ଟିକାକରଣ ଗାଇଡ଼୍ ଲାଇନ ଅନୁଯାୟୀ, ଘରୋଇ ହସ୍ପିଟାଲ ଗୁଡ଼ିକ ଟିକା ପ୍ରସ୍ତୁତ କମ୍ପାନୀଠାରୁ ସିଧାସଳଖ ଭାବେ ୨୫% ଟିକା କିଣି ପାରିବେ । ବର୍ତମାନ ସୁଦ୍ଧା ଓଡ଼ିଶାର ୭ଟି…

ପଟ୍ଟାଙ୍ଗିର ପୂର୍ବତନ ବିଧାୟିକା ଚନ୍ଦ୍ରମା ସାଉନ୍ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଟ୍ଟାଙ୍ଗି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଚନ୍ଦ୍ରମା ସାଉନ୍ତାଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ଚନ୍ଦ୍ରମାଙ୍କୁ ୮୩ ବର୍ଷ…

ବହୁ ଚର୍ଚ୍ଚିତ ଜର୍ଜ ହତ୍ୟାକାଣ୍ଡରେ ପୋଲିସ ଅଧିକାରୀଙ୍କୁ ସାଢ଼େ ୨୨ ବର୍ଷ ଜେଲଦଣ୍ଡ

ମିନିଆପଲିସ୍‌: ଆମେରିକାର ବହୁ ଚର୍ଚ୍ଚିତ ଜର୍ଜ ଫ୍ଲଏଡଙ୍କ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ପୋଲିସ ଅଧିକାରୀଙ୍କୁ ସାଢ଼େ ୨୨ ଜେଲଦଣ୍ଡାଦେଶ ହୋଇଛି । ବେକରେ ଆଣ୍ଠୁମାଡ଼ି ବସିବାରୁ ଜର୍ଜଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ…

୬ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡ଼ି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଜେଡ଼ିର ୬ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛି ଦଳ । ନିର୍ଦ୍ଦେଶନାମାରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିକ୍ରମ କେଶରୀ ଆରୁଖଙ୍କୁ ୫ଟି…

୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା BJD, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କିଏ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ବିଜେଡି । ନୂଆ ପର୍ଯ୍ୟବେକ୍ଷକ ନାଁ ଘୋଷଣା କଲେ BJD ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବର ସମସ୍ତ ନିର୍ଦ୍ଦେଶକୁ ବାତିଲ କରି…

ଓଡ଼ିଶାରେ କଡ଼ ଲେଉଟାଇବ କି କରୋନା, ଡେଲଟା ପ୍ଲସ ଓ ୯ଟି ଜିଲ୍ଲାର ସଂକ୍ରମଣ ରାଜ୍ୟ ପାଇଁ ସାଜିବ କାଳ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଧୀରେଧୀରେ କମି ଆସୁଥିବା ବେଳେ ମୃତ୍ୟୁସଂଖ୍ୟାରେ ରୋକ୍ ଲାଗି ପାରିନଥିଲା । ତେବେ ଏଭଳି ସ୍ଥିତିରେ ସରକାର ଲକଡାଉନ କଟକଣାରେ ସାମାନ୍ୟ କୋହଳ କରିଦେଇଥିଲେ ।…