Browsing Category

ରାଜ୍ୟ

କାହିଁକି ପାଳନ କରାଯାଏ ରକ୍ତଦାନ ଦିବସ… ଜାଣନ୍ତୁ ଏହାର ମୁଖ୍ୟ ଉଦ୍ଦେଶ୍ୟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆମ ଶରୀରର ବିକାଶ ପାଇଁ ରକ୍ତ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ । ରକ୍ତର ଅଭାବ ହେତୁ ବ୍ୟକ୍ତିର ଜୀବନ ମଧ୍ୟ ନଷ୍ଟ ହୋଇପାରେ । ତେଣୁ ଏଥିପାଇଁ ଜଣେ ସୁସ୍ଥ ଲୋକଙ୍କୁ ରକ୍ତ ଦାନ…

ପ୍ରଥମ ଥର ପାଇଁ ଓଡ଼ିଶାରେ କାର୍ଯ୍ୟକ୍ଷମ ହେଲା ECMO ମେସିନ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ଦୂର ହୋଇଛି ରାଜ୍ୟବାସୀଙ୍କ ଦୁଃଖ । ଭୁବନେଶ୍ୱରର କିମ୍ସ ହସ୍ପିଟାଲରେ କାର୍ଯ୍ୟକ୍ଷମ ହୋଇଛି ରାଜ୍ୟର ପ୍ରଥମ ଏକଷ୍ଟ୍ରା କର୍ପୋରିୟଲ ମେମ୍ବ୍ରେନ୍ ଅକ୍ସିଜେନେସନ୍ (ଏକମୋ) ମେସିନ୍ ।…

ରାଜ୍ୟରେ କମୁଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ୪୩୩୯ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ…

ରାଜ୍ୟରେ କମୁନି ମୃତ୍ୟୁସଂଖ୍ୟା: ଆଜି କରୋନାରେ ୪୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ସତେ ଯେମିତି କରୋନା ଘର କରି ନେଇଛି । ଯେତେ କଟକଣା ଲାଗୁ ହେଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ଗୋଟିଏ ପଟେ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ…

ରାଜ୍ୟବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ଓଡିଶା ଭାସ୍କର): ଗଣପର୍ବ ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରଜ ହେଉଛି ଓଡ଼ିଶାର ଏକ ଅନନ୍ୟ ପରମ୍ପରା, ଯାହାକି ଘରେ ଘରେ…

ରଜ ପାଇଁ ଓଟିଡିସିର ‘ପିଠା ଅନ୍‌ ହ୍ୱିଲ୍‌’ ୧୪ରୁ ୧୬ ତାରିଖ ଯାଏଁ ଭୁବନେଶ୍ୱର ୬ଟି ସ୍ଥାନରେରେ ମିଳିବ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆଜି ପହିଲି ରଜ । ମାତ୍ର କରୋନା କଟକଣା ପାଇଁ ସବୁଠି ଖାଁ ଖାଁ ପରିବେଶ । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ପାନ୍ଥନିବାସରେ ନିରାଡ଼ମ୍ବରରେ ଓଡିଶାର ଗଣପର୍ବ ରଜ ପାଳନ ହେବ । ରଜ ପାଇଁ…

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଗହମ ବୋଝେଇ ଟ୍ରକ, ଅଲ୍ପକେ ବର୍ତ୍ତିଗଲେ ଡ୍ରାଇଭର ଓ ହେଲ୍ପର

ବ୍ୟାସନଗର (ଓଡ଼ିଶା ଭାସ୍କର): ଯାଜପୁର ଜିଲ୍ଲାର ପାଣିକୋଇଲି ଥାନା ଗୋଳେଇପୁର ପଞ୍ଚାୟତ ବଡ଼ ତ୍ରିଲୋଚନପୁର ଗାଁ ନିକଟ ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଏକ ଗହମ ବୋଝେଇ ଟ୍ରକ ଓଲଟିଡିଛି । ଏଥିରେ…

ଓଡ଼ିଶା ଅନ୍‌ଲକ୍‌ ଗୁଜବକୁ ବିଶ୍ୱାସ କରନ୍ତୁନି: ଏସ୍‌ଆର୍‌ସି

ଭୁବନେଶ୍ୱର,(ଓଡ଼ିଶା ଭାସ୍କର) : ଚଳିତ ମାସ ୧୭ ତାରିଖ ପରେ ଅନ୍‌ଲକ୍‌ ଜାରି ହେବା ନେଇ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଗୁଜବ ପ୍ରଚାରିତ ହେଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ କୌଣସି ଗାଇଡ୍‌ଲାଇନ୍‌ ଜାରି ହୋଇ ନାହିଁ…

ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ ବାୟୁ, ପ୍ରବଳ ବର୍ଷା ସମ୍ଭାବନା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ସାରା ଓଡିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କ୍ରମେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଝାଡ଼ଖଣ୍ଡ ଓ ଉତ୍ତର…

ଆଜି ପହିଲି ରଜ, ଘରେ ଜମିବ ଦୋଳି ସାଙ୍ଗକୁ ପିଠାପଣାର ଆସର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ପହିଲି ରଜ । ପ୍ରକୃତିର ପର୍ବ ହେଉଛି ରଜ । ରଜ ଓଡ଼ିଆ ଜାତିର ସ୍ୱାଭିମାନ ଓ ସାଂସ୍କୃତିକ ବିଭବର ପରିଚୟ । ମାଆ, ଝିଅଙ୍କ ସହ ମାଟି ମାଆକୁ ନିଜ ସଂସାରରେ ସାମିଲ କରି ପ୍ରତିଟି ଓଡ଼ିଆ…