fbpx
BSKY
BJD SHG SKY
BJD YOUTH SKY
Browsing Category

ରାଜ୍ୟ

ପିଆଜ @ ୧୨୦

କଟକ, ୪ା୧୨(ଓଡ଼ିଶା ଭାସ୍କର): ପିଆଜ ଦର ଦିନକୁ ଦିନ ଆକାଶ ଛୁଆଁ ହେବାରେ ଲାଗିଛି । ରୋଷେଇ ଘରେ ଅତି ଆବଶ୍ୟକୀୟ ଜିନିଷ ମଧ୍ୟରେ ପିଆଜ ରହିଛି । ବର୍ତ୍ତମାନ ପିଆଜ କାଟିଲେ ନୁହେଁ କିଣିଲା ବେଳେ ଆଖିରୁ ଲୁହ ବୋହୁଛି ।…

ପୀୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୪ା୧୨:  କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ଆଲୁମିନିୟମ ପାର୍କ ପ୍ରକଳ୍ପ ପୁଣି ଥରେ ଚାଲୁ କରିବା ଲାଗି ସେ ଚିଠି ଲେଖିଥିବା ଜଣାପଡ଼ିଛି । ସେ ଏଥିରେ…

ରାଜ୍ୟପାଳଙ୍କୁ ଭେଟିଲେ ସାମ୍ୱାଦିକ

ଭୁବନେଶ୍ୱର,୩ ।୧୨(ଓଡିଶା ଭାସ୍କର): ରାଜ୍ୟପାଳଙ୍କୁ ଭେଟିଛନ୍ତି OUJ ସଭାପତି ପ୍ରସନ୍ନ ମହାନ୍ତି । ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ନେଇ ସେ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି । ପ୍ରତିନିଧି ଦଳ ସହ…

୮ ଦିବ୍ୟାଙ୍ଗଙ୍କୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ ।୧୨(ଓଡିଶା ଭାସ୍କର): ଆଜିର ଭିନ୍ନକ୍ଷମ ଦିବସରେ ୮ ଦିବ୍ୟାଙ୍ଗଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିନ୍ନକ୍ଷମ ଥଇଥାନରେ ଅବଦାନ ପାଇଁ ସମ୍ବଲପୁର ଜିଲ୍ଲାର ପୁରସ୍କୃତ ହୋଇଛି ।…

ହାଜତ ମୃତ୍ୟୁ ଘଟଣାରେ ଜେଲ ଗଲେ ପୋଲିସ ବାବୁ

କେନ୍ଦ୍ରପଡା,୩ ।୧୨(ଓଡିଶା ଭାସ୍କର): କେନ୍ଦ୍ରପଡା ଜିଲ୍ଲା ମହାକାଳପଡା ଥାନାରେ ହାଜତ ମୃତ୍ୟୁ ଘଟଣା ଘନେଇବାରେ ଲାଗିଛି । ଏହି ଘଟଣାରେ ଆତ୍ମସମର୍ପଣ କରି ଜେଲ ଗଲେ ତତ୍କାଳୀନ ଆଇଆଇସି ଶ୍ୟାମଘନ ବେହେରା । ଜିଲ୍ଲା…

ଅଶ୍ଳୀଳ ଫଟୋ ଭାଇରାଲ, ଯୁବକ ଗିରଫ

ନିଆଳି, ୩ା୧୨(ଓଡ଼ିଶା ଭାସ୍କର): ଦିନକୁ ଦିନ ନାରୀ ଦୁଷ୍କର୍ମ ହେଉ କିମ୍ବା ଅଶ୍ଳିଳ ଭିଡ଼ିଓ, ଫଟୋ ଭାଇରାଲ ଘଟଣା, ଏହା ବଢ଼ିବାରେ ଲାଗିଛି । ଆମ ରାଜ୍ୟ ନୁହେଁ ବରଂ ସାରା ଦେଶ ପାଇଁ ଏହା ଚିନ୍ତାର ବିଷୟ ପାଲଟିଛି । ଦୈନଦିନ…

ବୁଲବୁଲ ପାଇଁ କେନ୍ଦ୍ରର ୫୫୨ କୋଟି ସହାୟତା

ଭୁବନେଶ୍ୱର,୩ ।୧୨(ଓଡିଶା ଭାସ୍କର): ବାତ୍ୟା ବୁଲବୁଲ ପାଇଁ କେନ୍ଦ୍ର ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି । ଉଭୟ ଓଡିଶା ଓ ପଶ୍ଚିମବଙ୍ଗ ପାଇଁ କେନ୍ଦ୍ରୀୟ ସହାୟତା ରାଶି ଘୋଷଣା ହୋଇଛି । ଓଡିଶାକୁ ୫୫୨ କୋଟି ଟଙ୍କା…

ବଢ଼ିଲା ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ବିକ୍ରି ଅବଧି

ପୁରୀ,୩ା୧୨(ଓଡ଼ିଶା ଭାସ୍କର): ପୁରୀ ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ବିକ୍ରୟ ଅବଧିକୁ ବୃଦ୍ଧି କରାଯାଇଛି । ଡିସେମ୍ବର ୯ଯାଏଁ ସ୍ୱେଚ୍ଛାକୃତ ଘରୋଇ ଜମି ବିକ୍ରି ସୀମାକୁ ବୃଦ୍ଧି କରାଯାଇଛି । ବତ୍ତର୍ମାନ ସୁଦ୍ଧା ୭୫%…

ଡିଏମୟୁ ଟ୍ରେନରେ ଲାଗିଲା ନିଆଁ

ମୟୁରଭଞ୍ଜ,୩ ।୧୨(ଓଡିଶା ଭାସ୍କର): ବାଙ୍ଗିରିପୋଷି-ବାଲେଶ୍ୱର ଡିଏମୟୁ ଟ୍ରେନରେ ଲାଗିଲା ନିଆଁ । ମୟୁରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଷ୍ଟେସନରେ ହିଁ ଘଟିଛି ଏହି ଅଗ୍ନିକାଣ୍ଡ । ସର୍ଟସର୍କିଟ ଯୋଗୁଁ ଟ୍ରେନ୍ ଇଞ୍ଜିନରେ…

ଓଡ଼ିଆ ଯବାନ ସଂଗ୍ରାମ ଜେନାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୨(ଓଡ଼ିଶା ଭାସ୍କର): ଓଡ଼ିଆ ଯବାନ ସଂଗ୍ରାମ ଜେନାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଇକରେ ଲାଗିଥିବା ଶିଡ଼ିରେ ଝୁଲି ୧୨୮କିମି ଅତିକ୍ରମ କରିଥିଲେ ସଂଗ୍ରାମ । ଯାଜପୁରରେ…