Browsing Category

ରାଜ୍ୟ

ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ଣ ସାଢ଼େ ୫ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି ।  ବୈଠକରେ କରୋନା…

କରୋନାରେ ଚାଲିଗଲେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ

ଭୁବନେଶ୍ୱର, (ଓଡିଶା ଭାସ୍କର): କରୋନାରେ ରାଜ୍ୟର ପୁଣି ଜଣେ ସାମ୍ବାଦିକଙ୍କ ପରଲୋକ ଘଟିଛି । ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କର କରୋନାରେ ମୃତ୍ୟୁ ଘଟିଛି । ସେ ସାମ୍ବାଦିକ ସହ ଜଣେ ସୁସାହିତ୍ୟିକ ଭାବେ ରାଜ୍ୟରେ…

ଓଡିଶାରେ କରୋନା ନେଲା ଆଉ ୩୫ ଜୀବନ, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ…

ଓଡିଶାରେ ଆଜି ୭,୧୮୮ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ଏବେ ଆଗ ଅପେକ୍ଷା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ରାଜ୍ୟରେ ୭ ହଜାର ୧୮୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ ହଜାର…

ଯବାନଙ୍କ ଗୁଳିମାଡ ନୁହେଁ ବରଂ କରୋନା ଭାଇରସ୍‌ କରୁଛି ମାଓବାଦୀଙ୍କ ଏନ୍‌କାଉଣ୍ଟର: କୋଭିଡ୍‌ ନେଲା ଜଣେ ମାଓବାଦୀ ଜୀବନ, ହସ୍ପିଟାଲରେ ଭର୍ତ୍ତି…

ମାଲକାନଗିରି (ଓଡ଼ିଶା ଭାସ୍କର): ଏବେ ଯବାନଙ୍କ ଗୁଳିମାଡକୁ ଭୟ କରୁନାହାଁନ୍ତି ମାଓବାଦୀ । କାହିଁକି ନା ସେମାନଙ୍କୁ ଗୁଳିମାଡ ନୁହେଁ ବରଂ କରୋନା ଭାଇରସ୍‌ କରୁଛି ଏନ୍‌କାଉଣ୍ଟର । ଏହା ସତ ପ୍ରମାଣିତ ହୋଇଛି । ଓଡିଶା ଓ…

୪୩ତମ ଜିଏସ୍‌ଟି ପରିଷଦ ବୈଠକରେ ବଡ଼ ନିଷ୍ପତ୍ତି, କୋଭିଡ୍‌ ଓ ବ୍ଲାକ୍‌ ଫଙ୍ଗସ୍‌ ସହ ଜଡ଼ିତ ସାମଗ୍ରୀର ଆମଦାନୀରେ ଲାଗିବନି ଜିଏସ୍‌ଟି

ନୂଆଦିଲ୍ଲୀ/ ଭୁବନେଶ୍ୱର (ଓଡ଼ିଶା ଭାସ୍କର ): ଶୁକ୍ରବାର ଅନୁଷ୍ଠିତ ୪୩ତମ ଜିଏସ୍‌ଟି ପରିଷଦ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଦେଶରେ କରୋନା ମହାମାରୀ ସ୍ଥିତିକୁ ଆଖି ଆଗରେ ରଖି ବିଦେଶରୁ…

ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି କରୋନା ମହାମାରୀ । ସମ୍ପୃକ୍ତ ସାମ୍ବାଦିକ ଜଣକ ହେଉଛନ୍ତି ଅନୁଗୁଳ ଜିଲ୍ଲାର 'ଜି ଓଡ଼ିଶା' ପ୍ରତିନିଧି ରଘୁନାଥ ସାହୁ। ସେ ଶୁକ୍ରବାର ଦିନ…

ଓଡିଶାରେ କେବେ ଖୋଲିବ ସ୍କୁଲ ଓ କେବେ ଆରମ୍ଭ ହେବ ପାଠପଢା ? ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର(ଓଡିଶା ଭାସ୍କର): କରୋନା ସଂକ୍ରମଣ ଧିରେ ଧିରେ ହ୍ର୍ରାସ ପାଉଥିବା ବେଳେ ରାଜ୍ୟରେ କେବେ ସ୍କୁଲ ଖୋଲିବ ବୋଲି ସମସ୍ତଙ୍କ ମନରେ ପ୍ରଶ୍ନ ରହିଛି । ଏହାରି ମଧ୍ୟରେ ରାଜ୍ୟରେ ପାଠପଢା ଓ ସ୍କୁଲ ଖୋଲିବା ନେଇ…

ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଓ ବିଜେପି ନେତା ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: କେନ୍ଦ୍ର ମନ୍ତ୍ରୀ ପ୍ରତାପ ସଡ଼ଙ୍ଗୀ ଏବଂ ବିଜେପି ନେତା ବୈଜୟନ୍ତ ପଣ୍ଡା ଶୁକ୍ରବାର ସାଇକ୍ଲୋନ ପ୍ରଭାବିତ ଅଞ୍ଚଳର ଏରିଏଲ ସର୍ଭେ କରିଛନ୍ତି। ଏହି ଦୁଇ ନେତା ହେଲିକପ୍ଟରରେ ବାଲେଶ୍ୱର ଚାନ୍ଦିପୁର ଏବଂ ଭଦ୍ରକ…