Browsing Category

ରାଜ୍ୟ

ଭୁବନେଶ୍ୱରରେ ୧.୪% ଲୋକ ଅଜାଣତରେ କରୋନାରେ ଆକ୍ରାନ୍ତ ହୋଇ ଭଲ ହୋଇଛନ୍ତି: ସେରୋ ସର୍ଭେ

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ୧.୪ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି । ଆଣ୍ଟିବଡ଼ି ହେଉଛି ଶରୀରରେ ସୃଷ୍ଟି ହୋଇଥିବା ରୋଗ ପ୍ରତିରୋଧ ଶକ୍ତି । ୧.୪ ପ୍ରତିଶତ ଲୋକ ଅଜାଣତରେ…

ରାଜ୍ୟରେ ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ରାଜ୍ୟରେ ପ୍ରଶାସନିକ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ ହୋଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ କୁମାର ରାଉତଙ୍କର ବଦଳି ହୋଇଛି । ତାଙ୍କ ଜାଗାରେ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ…

ମେଡ଼ିକାଲରେ କରୋନା ଆକ୍ରାନ୍ତଙ୍କୁ ମୋବାଇଲ ବ୍ୟବହାର ପାଇଁ ଅନୁମତି

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାସହ ଏବେ ବି ବହୁତ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାରି ମଧ୍ୟରେ ଏବେ କରୋନା…

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆଜିଠାରୁ ୩ ଦିନ ଯାଏ ରାଜ୍ୟରେ…

ରାଜ୍ୟରେ ଆଜି ଆଉ ୧୦ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭କୁ ବୃଦ୍ଧି

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦…

ରାଜ୍ୟରେ ପୁଣି ୧୩୮୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭୩ ଜଣ ଓ ସ୍ଥାନୀୟ…

ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୩/୮(ଓଡିଶା ଭାସ୍କର): ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏଥିରେ ଭାଇ ହାତରେ ଭଉଣୀ ବାନ୍ଧି ଦିଏ ସ୍ନେହ ଓ ସୁରଷାର ଡୋରି। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେଉଛି ରକ୍ଷା ବନ୍ଧନ…

ଖୁସି ଖବର: ରାଜ୍ୟରେ ଆଉ ୬୮୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ  ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…