CHARIDHAM
Browsing Category

ରାଜ୍ୟ

ଜୁନ୍ ପ୍ରଥମ ସପ୍ତାହରେ କମିବ କୋଭିଡ୍ ସଂକ୍ରମଣ, ଆଗାମୀ ୧୦ ଦିନ ଓଡ଼ିଶା ପାଇଁ ଗୁରୁତ୍ୱପୂର୍ଣ୍ଣ: ସ୍ୱାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୧୯ା୫ (ଓଡିଶା ଭାସ୍କର): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଛି । ତେବେ ରାଜ୍ୟର ବର୍ତ୍ତମାନର କୋଭିଡ୍ ସ୍ଥିତିକୁ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର । ସେ କହିଛନ୍ତି…

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପଶିଲା କରୋନା: ୨ ଡାକ୍ତର ଓ ୩ ନର୍ସ କୋଭିଡ୍‌ ପଜିଟିଭ୍‌, ଅନ୍ୟ କର୍ମଚାରୀଙ୍କ ମନରେ କୋକୁଆ ଭୟ

ଭୁବନ (ଆ.ପ୍ର) : ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପଶିଲା କରୋନା  । ୨ ଜଣ ଡାକ୍ତରଙ୍କ ସମେତ ୩ ଜଣ ଷ୍ଟାପନର୍ସ କୋଭିଡ ପଜିଟିଭରେ ସଂକ୍ରମିତ ହୋଇଛନ୍ତିା ଅନ୍ୟ କେତେକ କର୍ମଚାରୀ ମଧ୍ୟ ଥଣ୍ଡା ଜରରେ ପୀଡିତ ଥିବାରୁ…

ସ୍ୱାସ୍ଥ୍ୟକର୍ମୀଙ୍କ ପରିବାରକୁ ଦିଆଯିବ ଟିକା, ଚିଠି ଲେଖିଲେ ଏସିଏସ୍

ଭୁବନେଶ୍ୱର, ୧୯ା୫ (ଓଡିଶା ଭାସ୍କର): ଏଣିକି ସ୍ୱାସ୍ଥ୍ୟକର୍ମୀଙ୍କ ପରିବାରକୁ ଦିଆଯିବ କରୋନା ଟିକା । ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କ ପରିବାର ସଦସ୍ୟଙ୍କ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ନିର୍ଦ୍ଦେଶ…

ଓଡ଼ିଶା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ପ୍ରଶାନ୍ତ ମହାପାତ୍ରଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୯ା୫ (ଓଡିଶା ଭାସ୍କର): ପଦ୍ମ ବିଭୂଷଣ ତଥା ରାଜ୍ୟସଭା ସାଂସଦ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁତ୍ର ପ୍ରଶାନ୍ତ ମହାପାତ୍ରଙ୍କର କରୋନାରେ ପରଲୋକ ଘଟିଛି । ତାଙ୍କୁ ମୃତ୍ୟୁ ବେଳକୁ ୪୭ ବର୍ଷ ବୟସ ହୋଇଥିଲା…

ଆସନ୍ତା ୨୪ରୁ ଆରମ୍ଭ ହେବ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମାର୍କ ଅପଲୋଡ୍

ଭୁବନେଶ୍ୱର, ୧୯ା୫ (ଓଡିଶା ଭାସ୍କର): ମାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପକ୍ଷରୁ ଏକ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ତାରିଖରୁ ୩୧ ତାରିଖ ମଧ୍ୟରେ ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟରେ ଦଶମ…

ରାଜ୍ୟର କରୋନା ନେଲା ୨୧ ଜଣଙ୍କ ଜୀବନ 

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା…

ଓଡିଶାରେ ଆଜି ୧୧,୦୯୯ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୯୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୨୧୪ ଜଣ ଓ…

କରୋନା ପ୍ରଭାବ: ଆଉ ୫ ଯୋଡ଼ା ଟ୍ରେନ୍‌ ସେବା ବନ୍ଦ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ କ୍ଷେତ୍ରରେ କରୋନା ପ୍ରଭାବ ପଡୁଥିବା ଦେଖିବାକୁ ମିଳୁଛି । କମ୍ ଯାତ୍ରୀ ଓ କରୋନା ସଂକ୍ରମଣ ରୋକିବାକୁ ପୂର୍ବତଟ ରେଳ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି । ମେ' ୩୧ ଯାଏଁ ବନ୍ଦ…

କୋଭିସିଲ୍ଡର ୨ୟ ଡୋଜ ଅବଧି ବୃଦ୍ଧି ନେଇ ACSଙ୍କ ଚିଠି

ଭୁବନେଶ୍ବର(ଓଡିଶା ଭାସ୍କର) : ରାଜ୍ୟରେ କରୋନା ମହାମାରୀ ବଢିଚାଲିଥିବା ବେଳେ ଟିକାକରଣକୁ ଗୁରୁତ୍ଵ ଦିଆଯାଉଛି । ଏହାରି ମଧ୍ୟରେ କୋଭିସିଲ୍ଡ ଟିକାର ଦ୍ବିତୀୟ ଡୋଜ ଅବଧି ବୃଦ୍ଧି କରିବାକୁ ସ୍ବାସ୍ଥ୍ୟ ବିଭାଗ…