Browsing Category
ରାଜ୍ୟ
ରାଜ୍ୟରେ ୧୦୦ ଟପିଲା ମୃତ୍ୟୁ ସଂଖ୍ୟା: କରୋନା ନେଲା ଆଉ ୬ ମୁଣ୍ଡ
ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଆଜି…
ଅବସରପ୍ରାପ୍ତ IAS ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ଓଡିଶାର ଅବସରପ୍ରାପ୍ତ ଆଇଏଏସ ପ୍ରିୟବ୍ରତ ପଟ୍ଟନାୟକଙ୍କର ଆଜି ମୁମ୍ବାଇ ସ୍ଥିତ ଆପୋଲୋ ମେଡିକାଲରେ ପରଲୋକ ଘଟିଛି । ଚିକିତ୍ସାଧି ଅବସ୍ଥାରେ ହିଁ ତାଙ୍କର ଦେହାନ୍ତ ଘଟିଛି । ମୃତ୍ୟୁ…
ରାଜ୍ୟରେ ମାଡିଚାଲିଛି କରୋନା: ଆଜି ପୁଣି ୬୪୭ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୨୩ଟି ଜିଲ୍ଲାରୁ ୬୪୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୧ଜଣ…
ଆଜିଠୁ ଗଞ୍ଜାମରେ ଆରମ୍ଭ ହେବ ପ୍ଲାଜମା ଥେରାପି
ଗଞ୍ଜାମ,୨୧/୭(ଓଡିଶା ଭାସ୍କର): କରୋନା ମୁକାବିଲା ପାଇଁ ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି ପ୍ଲାଜମା ଥେରାପି । ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଚିକିତ୍ସା କରାଯିବ ।…
ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୨୦/୭(ଓଡ଼ିଶା ଭାସ୍କର): ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ଅଗଣିତ…
ଯାତ୍ରୀବାହୀ ଘରୋଇ ବସ୍ ପାଇଁ ଟାକ୍ସ ରିହାତି କଲେ ସରକାର
ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ଯାତ୍ରୀବାହୀ ଘରୋଇ ବସ କ୍ଷେତ୍ରରେ ଟାକ୍ସ ରିହାତି କରିଛନ୍ତି ରାଜ୍ୟ ସରକାର । ଏନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଯାତ୍ରୀବାହୀ ବସ୍…
ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୨୯୦୯କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରୁ ୧୧୮, ନୟାଗଡ଼ରୁ ୫୩,…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଗଞ୍ଜାମ ଜିଲ୍ଲା ପାଇଁ ଆଉ ୨୫ କୋଟି
ଗଞ୍ଜାମ, ୨୦ା୭(ଓଡ଼ିଶା ଭାସ୍କର): କରୋନା ସ୍ଥିତି ରାଜ୍ୟରେ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । କରୋନାରେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । ଗଞ୍ଜାମ ଜିଲ୍ଲାରେ କରୋନା ନିପାତ କରିବା ପାଇଁ…
କରୋନା ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ ୭୫୦୦
ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି । ଏହାରି ମଧ୍ୟରେ କରୋନାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଲେ ଅନ୍ତିମ…
କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ରାଶି, ଜାଣନ୍ତୁ କାହାକୁ ମିଳିବ କେତେ?
ଭୁବନେଶ୍ୱର,୨୦ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ମାଡି ମାଡି ଚାଲିଥିବା ବେଳେ ସେମାନଙ୍କର ସେବା ଲାଗିପଡିଛନ୍ତି କରୋନା ଯୋଦ୍ଧା । ଏନେଇ ରାଜ୍ୟରେ କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…