Browsing Category

ରାଜ୍ୟ

ରାଜ୍ୟରେ ପୁଣି ୩ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୧୮ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୩…

ବଡ ଖବର: ରାଜ୍ୟରେ ଆଜି ପୁଣି ୫୯୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୮ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୫୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯୪ଜଣ କ୍ୱାରେଣ୍ଟାଇନରୁ…

ଆଜିଠାରୁ ୪ ଜିଲ୍ଲା ସହ ରାଉରକେଲା ସହର ଲକଡାଉନ

ଭୁବନେଶ୍ୱର,୧୮/୭(ଓଡିଶା ଭାସ୍କର): ଆଜିଠୁ କଟକ, ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ ଓ ରାଉରକେଲା ସହର ଲକ୍‌ ଡାଉନ୍ ହୋଇଛି‌ । ବିଭିନ୍ନ ସ୍ଥାନରେ ପୋଲିସର କଡ଼ା ଚେକିଂ ଚାଲିଥିବା ବେଳେ ରାସ୍ତାଘାଟ ସମ୍ପୂର୍ଣ୍ଣ ଶୂନ ହୋଇ…

ଖୁସି ଖବର: ରାଜ୍ୟରେ ଆଉ ୪୫୩ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୭ ।୬(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି ଆଉ ୪୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର…

ଲକଡାଉନରେ ଲୋକଙ୍କୁ ଟିକିଏ ଆଶ୍ବସ୍ତି ! ଖୋଲିବ ଫଳ ଓ ଆମିଷ ଦୋକାନ

ଭୁବନେଶ୍ୱର,୧୭ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ରାତି ୯ଟାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୪ ଜିଲ୍ଲା ଓ ରାଉରକେଲାରେ ଲକ ଡାଉନ୍ ଲାଗୁ ହେବ । ସେହି ୪ଟି ଜିଲ୍ଲା ମଧ୍ୟରେ ରହିଛି…

ଲକଡାଉନରେ ବନ୍ଦ ରହିବ ସିଟି ବସ୍

ଭୁବନେଶ୍ୱର,୧୭ ।୭(ଓଡିଶା ଭାସ୍କର): ଲକଡାଉନ ସମୟରେ ବନ୍ଦ ରହିବ ସିଟି ବସ୍ ସେବା । ଜୁଲାଇ ୩୧ ଯାଏଁ ସିଟି ବସ୍ ବନ୍ଦ ରହିବ ବୋଲି ଜଣାପଡିଛି । କେବଳ ବିମାନ ଓ ଟ୍ରେନ୍ ଯାତ୍ରୀଙ୍କ ପାଇଁ ଯାତାୟତ ସୁବିଧା ରହିବ ।…

ବିପିୟୁଟି ଅନଲାଇନ୍ ପରୀକ୍ଷା ବନ୍ଦ

ରାଉରକେଲା,୧୭ ।୭(ଓଡିଶା ଭାସ୍କର): ଅଧାରୁ ବନ୍ଦ ହୋଇଛି ବିପିୟୁଟି ଅନଲାଇନ୍ ପରୀକ୍ଷା ଫଳ । ଲକଡାଉନ କଟକଣା ଯୋଗୁଁ ଜୁଲାଇ ୩୧ ପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ରଖାଯାଇଛି । ପରୀକ୍ଷାର ନୂଆ ତାରିଖ ଜୁଲାଇ ୩୧ ପରେ ସ୍ଥିର…

ଘରୋଇ ଡାକ୍ତରଖାନା ଚିକିତ୍ସକଙ୍କ ପାଇଁ ଆସିଲା ଗାଇଡ଼ଲାଇନ

ଭୁବନେଶ୍ୱର, ୧୭ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ତେଣୁ ଘରୋଇ ଡାକ୍ତରଖାନା ଚିକିତ୍ସକଙ୍କ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗାଇଡ଼ଲାଇନ ଜାରି ହୋଇଛି ।…

ଭୁବନେଶ୍ୱରରେ କରୋନା ସ୍ଥିତି ଭୟଙ୍କର! ଦିନକରେ ୧୨୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୭ ।୭(ଓଡିଶା ଭାସ୍କର): ଆଜି ରାଜ୍ୟରେ ସର୍ବାଧିକ ୭୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ୪ଜଣଙ୍କର ମୃତ୍ୟୁ ଘଟିଛି । ଅନ୍ୟ ସହର ତୁଳନାରେ ଭୁବନେଶ୍ୱେରେ କରୋନାର ସ୍ଥିତି ଭୟଙ୍କର ହେବାରେ ଲାଗିଲାଣି ।…