CHARIDHAM
Browsing Category

ରାଜ୍ୟ

ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ମିଳିଲା ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଗଞ୍ଜାମ, ୫ା୫ (ଓଡିଶା ଭାସ୍କର): ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ମିଳିଲା ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ସର୍ବପୂରାତନ କଲେଜର ଅନେକ…

ଲକଡାଉନ୍ ପୂର୍ବରୁ ବଢ଼ିଲା ମଦ ବେପାର: ୮୦ କୋଟିର ମଦ ଦୁଇଦିନରେ ଶେଷ

ଭୁବନେଶ୍ୱର, ୫ା୫ (ଓଡିଶା ଭାସ୍କର): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ମେ ୫ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଲକଡାଉନ ଲାଗୁ କରିଥିଲେ । ତେବେ ଲକଡାଉନ ପୂର୍ବରୁ ରାଜ୍ୟବାସୀ ବିଭିନ୍ନ ସାମଗ୍ରୀ…

ଲକଡାଉନ ବଢ଼ାଇଲା ମହିଳାଙ୍କ ମଦ ନିଶା: ବୋତଲ ପିଛା ୩୦ ଟଙ୍କା ନେଇ ଦଲାଲ୍ ହେଉଛନ୍ତି ମାଲାମାଲ୍

ଭୁବନେଶ୍ୱର, ୫ା୫ (ଓଡିଶା ଭାସ୍କର): ରାଜ୍ୟରେ କରୋନାର ଭୟାଭୟ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମେ ୫ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରିଥିଲେ । ଏହି ୧୪ ଦିନିଆ ଲକଡାଉନ ଆରମ୍ଭ ପୂର୍ବରୁ…

ରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର,୫ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସହ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ ଜୀବନ ନେଲା କରୋନା ମହାମାରୀ । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨…

ହାଜତ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ୨ ପୋଲିସ

ବ୍ରହ୍ମପୁର, ୫ା୫ (ଓଡିଶା ଭାସ୍କର): ଦାୟିତ୍ୱରେ ଅବହେଳା ପାଇଁ ୨ ଜଣ ପୋଲିସଙ୍କୁ ନିଲମ୍ବନ କରାଯାଇଛି । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନାରେ ଜଣେ ଯୁବକଙ୍କ ଆତ୍ମହତ୍ୟା ଘଟଣାର ବିଚାର ବିଭାଗୀୟ ତଦନ୍ତ ପରେ ଏହି ପଦକ୍ଷେପ…

ଓଡ଼ିଶାରେ ଆଜିଠୁ ଲାଗିଲା ଲକ-ଡାଉନ୍

ଭୁବନେଶ୍ୱର,୫ ।୫(ଓଡିଶା ଭାସ୍କର): କରୋନା ମହାମାରୀର ମୁକାବିଲା ପାଇଁ ଆଜିଠୁ ସାରା ରାଜ୍ୟରେ ଲାଗୁ ହୋଇଛି ଲକ-ଡାଉନ। ଓଡିଶାରେ ମେ’୫ରୁ ୧୯ ତାରିଖ ଯାଏଁ ଲକଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର…

ଓଡିଶାରେ ବଢୁଛି ସଂକ୍ରମଣ: ଆଜି ୯,୮୮୯ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୫ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ଆଜି ପୁଣି ରାଜ୍ୟରେ ୯ ହଜାର ୮୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧…

ରାଜ୍ୟରେ ଆନ୍ଧ୍ର ଓ ତେଲେଙ୍ଗାନା ଫେରନ୍ତାଙ୍କ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୪ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆନ୍ଧ୍ର ଓ ତେଲେଙ୍ଗାନା ଫେରନ୍ତାଙ୍କ ପାଇଁ ରାଜ୍ୟରେ କଟକଣା ଜାରି ହୋଇଛି । କଟକଣା ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ…

ଖୁସି ଖବର : ଓଡ଼ିଶାରେ ଆଜି ୬୧୬୪ ଆକ୍ରାନ୍ତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୪।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୬୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…