Browsing Category

ରାଜ୍ୟ

ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲକୁ ମିଳିଲା ଅନୁମତି, କିନ୍ତୁ..

ନୂଆଦିଲ୍ଲୀ, ୧ା୭: ବହୁ ବାଦବିବାଦ ପରେ ଆୟୁଷ ମନ୍ତ୍ରାଳୟ ପକ୍ଷରୁ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ ଔଷଧକୁ ଅନୁମତି ମିଳିଛି । କିନ୍ତୁ ଏହି ଔଷଧ କରୋନା ଭାଇରସର ପ୍ରତିଷେଧକ ଭାବେ ବିକ୍ରି କରାଯାଇପାରିବ ନାହିଁ ।…

କୋଭିଡ଼ ମୁକାବିଲା ନେଇ ବିଧାୟକଙ୍କୁ କଣ କହିଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): କୋଭିଡ଼ ମୁକାବିଲା ନେଇ ବିଜେଡ଼ି ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉଦବୋଧନ ଦେଇ କହିଛନ୍ତି ଯେ ଓଡ଼ିଶା ଅନ୍ୟ ରାଜ୍ୟ ତୁଳନାରେ ଭଲ ସ୍ଥିତିରେ ରହିଛି । ଲୋକଙ୍କ ସହଯୋଗ,…

ବାହୁଡ଼ିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲା ୩ରଥ

ପୁରୀ, ୧ା୭(ଓଡ଼ିଶା ଭାସ୍କର): ନଅ ଦିନର ରଥଯାତ୍ରା ସାରି ବାହୁଡ଼ିଛନ୍ତି ମହାପ୍ରଭୁ । ପୁରୀ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ୩ରଥ ପହଞ୍ଚିଛି । ସଂହଦ୍ୱାର ନିକଟରେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି ।…

ବୀରମିତ୍ରପୁର ପୂର୍ବତନ ଆଇଆଇସି ଗିରଫ

ସୁନ୍ଦରଗଡ଼, ୧ା୭(ଓଡ଼ିଶା ଭାସ୍କର): ସୁନ୍ଦରଗଡ଼ ସ୍ଥିତ ବୀରମିତ୍ରପୁରରେ ଏକ ନାବାଳିକାଙ୍କୁ ଦୁଷ୍କର୍ମ ଓ ବେଆଇନ ଗର୍ଭପାତ କରାଯାଇଥିବା ଘଟଣା ଘଟିଥିଲା । ଏହି ମାମଲାରେ ବୀରମିତ୍ରପୁର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର…

ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୫୩୫୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୬୪ଙ୍କ ମଧ୍ୟରୁ…

ଆସିଲା ବିଜେଡ଼ିର ପଦାଧିକାରୀ ତାଲିକା

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ଅଦଳ ବଦଳ ହୋଇଛି । ୮ଜଣଙ୍କୁ ବରିଷ୍ଠ ଉପସଭାପତି ଓ ୯ଜଣଙ୍କୁ ଉପସଭାପତି ଦାୟିତ୍ୱ ଦିଆଯାଇଛି । ସଞ୍ଜୟ ଦାସବର୍ମା ହୋଇଛନ୍ତି ଦଳୀୟ ମୁଖ୍ୟାଳୟର…

କୋଭିଡ଼ ନିୟମ ଉଲ୍ଲଙ୍ଘନ ନେଇ ୩ଟି ଶୋ ରୁମକୁ ଜୋରିମାନା

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ତେଣୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି । କଟକଣା ଓ କୋଭିଡ଼ ନିୟମ ଉଲ୍ଲଙ୍ଘନ କରିଥବବାରୁ ୩ଟ ଶୋ…

ଭୁବନେଶ୍ୱରରୁ ଆଜି ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨ଜଣ ରାଜଧାନୀ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୧୨ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ ଓ…

କଟକରୁ ଆଉ ୬ପଜିଟିଭ ଚିହ୍ନଟ

କଟକ, ୧ା୭(ଓଡ଼ିଶା ଭାସ୍କର): କଟକରୁ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୬ ଆକ୍ରାନ୍ତ କ୍ୟାନସର ହସ୍ପିଟାଲର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ…

ରାଜ୍ୟରେ ବାତିଲ ହେଲା +୨ ପରୀକ୍ଷା

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): କରୋନା ସଂକ୍ରମଣ ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇର ଅବଶିଷ୍ଟ ପରୀକ୍ଷାଗୁଡ଼ିକ ବାତିଲ କରାଯାଇଛି । ଆଉ ଛାତ୍ରଛାତ୍ରୀଙ୍କୁ ଦେବାକୁ…