Browsing Category

ରାଜ୍ୟ

୩୦ଲକ୍ଷ ଚାଷୀଙ୍କୁ ଫସଲ ବୀମା ଯୋଜନାରେ ଅନ୍ତର୍ଭୁକ୍ତ କରିବା ଲକ୍ଷ୍ୟ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): କୃଷି ଓ ସମବାୟ ବିଭାଗର ଉଚ୍ଚସ୍ତରୀୟ ସମନ୍ୱୟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଚାଷୀଙ୍କୁ ଉନ୍ନତ ମାନର ବିହନ ଏବଂ ସାର ଯୋଗାଣ ଉପରେ ଗୁରୁତ୍ୱ ଦିଆଯାଇଛି ।…

ଆସନ୍ତାକାଲି ପାରାଦୀପରେ ପିଏଡ଼ିସିର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ଆସନ୍ତାକାଲି ପାରାଦୀପରେ ଉଦଘାଟିତ ହେବ ଇଣ୍ଡିଆନ ଅଏଲର ପିଏଡ଼ିସି(ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର) । ଏହାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ…

ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ମଣ୍ଡପ ବିଜେ ଆରମ୍ଭ

ପୁରୀ, ୨୪ା୬(ଓଡ଼ିଶା ଭାସ୍କର): ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ମଣ୍ଡପ ବିଜେ ଆରମ୍ଭ ହୋଇଛି । ପହଣ୍ଡି ଆରମ୍ଭ ହୋଇ ଶ୍ରୀ ମଦନ ମୋହନ ଓ ରାମକୃଷ୍ଣଙ୍କ ଗୋଟି ପହଣ୍ଡି ଶେଷ ହୋଇଛି । ଗୋଟି ପହଣ୍ଡିରେ ଜନ୍ମବେଦିକୁ ଯାଉଛନ୍ତି…

ରାଜ୍ୟରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୫ ଜଣ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୧୨୩କୁ ବୃଦ୍ଧି ପାଇଛି ।…

ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ହେବା ସମ୍ଭାବନା ଅଧିକ: ବାଗଚୀ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): କରୋନା ନେଇ ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ହେବା ସମ୍ଭାବନା ଅଧିକ ରହିଛି । ବୟସ ବଢ଼ିବା ସହ ରୋଗ…

ସବୁ ସେବାୟତଙ୍କର ୨ଥର ଲେଖାଏଁ ହେବ କରୋନା ଟେଷ୍ଟ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ପୁରୀରେ ବାହାଡ଼ୁ ଓ କୋଭିଡ଼ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା । ବୈଠକ ଶେଷ ହେବା ପରେ ଉନ୍ନୟନ କମିସନର ସୁରେଶ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ ଶ୍ରୀମନ୍ଦିର ଓ ପୌରସଂସ୍ଥା…

ଭୁବନେଶ୍ୱରରେ ବ୍ୟାପୁଛି କରୋନା, ଆଜି ୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୨୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ଘରେ ସଙ୍ଗରୋଧରେ…

ଓଡ଼ିଶାରେ ପୁଣି ଆରମ୍ଭ ହେବ ଆଣ୍ଟିବଡ଼ି ଟେଷ୍ଟ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ଓଡ଼ିଶାରେ ପୁଣି ଆରମ୍ଭ ହେବ ଆଣ୍ଟିବଡ଼ି ଟେଷ୍ଟ । ଆସନ୍ତା ସପ୍ତାହରେ ରାଜ୍ୟରେ ପହଞ୍ଚିବ ଆଇସିଏମଆର ଅନୁମୋଦିତ ଆଣ୍ଟିବଡ଼ି ଟେଷ୍ଟ କିଟ୍ । ଘରକୁ ଘର ହେଉଥିବା ସର୍ଭେରେ ଏହି କିଟକୁ…

ମଞ୍ଚେଶ୍ୱର ବ୍ଲୁ ହ୍ୱିଲ ହସ୍ପିଟାଲ ସିଲ୍

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ବ୍ଲୁ ହ୍ୱିଲ ହସ୍ପିଟାଲ ସିଲ୍ କରାଯାଇଛି । କୋଭିଡ଼ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ସିଲ କରିଛି ବିଏମସି । ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ…