Browsing Category
ରାଜ୍ୟ
ଭୁବନେଶ୍ୱରରୁ ଆଜି ୨କରୋନା ଆକ୍ରାନ୍ତ ଚିହ୍ନଟ , ଜାଣନ୍ତୁ କେଉଁ ଅଞ୍ଚଳର
ଭୁବନେଶ୍ୱର, ୨୩ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ଜଣ ଭୁବନେଶ୍ୱରର…
ସରିଲା ଛେରାପହଁରା ନୀତି, ରଥଟଣା ଆରମ୍ଭ
ପୁରୀ,୨୩ ।୬(ଓଡିଶା ଭାସ୍କର): ଘଣ୍ଟ କାହାଳୀ ସହ ମର୍ଦ୍ଦଳର ତାଳେ ତାଳେ ଚତୁର୍ଦ୍ଧମୂର୍ତ୍ତି ପହଣ୍ଡିରେ ଆସି ରଥରେ ବିରାଜମାନ କରିବା ପରେ ସମ୍ପର୍ଣ୍ଣ ହୋଇଛି ଛେରାପହଁରା ନୀତି । ତିନି ତଥରେ ଛେରାପହଁରା କରିଛନ୍ତି…
କଟକରେ କରୋନା ନେଲା ୨ ଜୀବନ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
କଟକ,୨୩ ।୬(ଓଡିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଆଜି ରାଜ୍ୟରେ ୧୬୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ୨ ଜଣ ମୃତକ…
ବଡ ଖବର: ରାଜ୍ୟରେ ଆଉ ୧୬୭ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୩ ।୬(ଓଡିଶା ଭାସ୍କର): ଗୋଟିଏ ପଟେ ବିଶ୍ୱ ପ୍ରସିଦ୍ଧି ରଥଯାତ୍ରା ଚାଲିଥିବା ବେଳେ ଅନ୍ୟପଟେ ରାଜ୍ୟରେ ଆଉ ୧୬୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୮ଟି ଜିଲ୍ଲାରୁ ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…
ସରିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ନୀତି: ତିନି ରଥରେ ରଥାରୂଢ ହେଲେ ତିନି ଠାକୁର
ପୁରୀ,୨୩ ।୬(ଓଡିଶା ଭାସ୍କର): ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏହାରି ମଧ୍ୟରେ ପୁରୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡିି ବିଜେ ନୀତି ଶେଷ ହୋଇଛି । ତିନି ରଥରେ ରଥାରୂଢ ହୋଇଛନ୍ତି ଦିନ ଠାକୁର । ଦେବୀ…
ଆରମ୍ଭ ହେଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି
ପୁରୀ, ୨୩/୬(ଓଡିଶା ଭାସ୍କର): ଆଜି ହେଉଛି ପବିତ୍ର ରଥଯାତ୍ରା। ତେବେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇଛି। ସକାଳ ୧୦ଟାରେ ଶେଷ ହେବ ପହଣ୍ଡି । ୧୦ଟାରୁ ସାଢେ ୧୦ମଧ୍ୟରେ ମଦନମୋହନ ବିଜେ ହେବେ । ସାଢେ ୧୦ଟାରୁ…
ରଥଯାତ୍ରା ପାଇଁ ୧୧ଟି ସର୍ତ୍ତ ରଖିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨୨/୬: ପୁରୀରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ଜୋର ସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାରି ମଧ୍ୟରେ ରଥଯାତ୍ରା ପାଇଁ ୧୧ଟି ସର୍ତ୍ତ ରଖିଛନ୍ତି ସୁପ୍ରିମକୋର୍ଟ । କରୋନା ନିୟନ୍ତ୍ରଣ…
ରଥଯାତ୍ରା ପାଇଁ ୭୫ପ୍ଲାଟୁନ ପୋଲିସ: ପୁରୀ ଏସପି
ପୁରୀ, ୨୨ା୬(ଓଡ଼ିଶା ଭାସ୍କର): ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ଅନୁମତି ମିଳିବା ପରେ ଜୋର ସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହାସହ ରଥଯାତ୍ରା ନେଇ ପୁରୀ ଏସପି ଉମା ଶଙ୍କର ଦାଶ ପ୍ରତିକ୍ରିୟା ରଖିଛନ୍ତି । ସେ…
ସୁପ୍ରିମକୋର୍ଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ
ଭୁବନେଶ୍ୱର, ୨୨ା୬(ଓଡ଼ିଶା ଭାସ୍କର): ରଥଯାତ୍ରା ପାଇଁ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହାସହ ରଥଯାତ୍ରା ପାଇଁ ଅନୁମତି ଦେଇଥିବାରୁ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଦେଇଛନ୍ତି…
ରଥଯାତ୍ରା ତଦାରଖ ପାଇଁ ୩ମନ୍ତ୍ରୀ ଓ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷଙ୍କୁ ଦାୟିତ୍ୱ
ଭୁବନେଶ୍ୱର, ୨୨ା୬(ଓଡ଼ିଶା ଭାସ୍କର): ପୁରୀରେ କ୍ୟାମ୍ପ କରିବେ ତିନି ମନ୍ତ୍ରୀ ଓ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ । ସେମାନେ ରଥଯାତ୍ରା ଓ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ସ୍ଥିତି ତଦାରଖ କରିବେ । ତିନି ମନ୍ତ୍ରୀ ହେଉଛନ୍ତି ଆଇନ…