Browsing Category

ରାଜ୍ୟ

ୟୁଏଇରୁ ଫେରିଲେ ୨୧୫ ପ୍ରବାସୀ ଓଡିଆ

ଭୁବନେଶ୍ୱର,୧୪ ।୬(ଓଡିଶା ଭାସ୍କର): ଓଡିଶା ଫେରିଲେ ପ୍ରବାସୀ ଓଡିଆ । ୟୁଏଇରୁ ପ୍ରବାସୀ ଓଡିଆଙ୍କୁ ନେଇ ଭୁବନେଶ୍ୱରରେ ପହଞ୍ଚିଲା ସ୍ୱତନ୍ତ୍ର ବିମାନ । ବିମାନରେ ୨୧୫ ଜଣ ପ୍ରବାସୀ ଓଡିଆ ଥିବା ଜଣାପଡିଛି । ତେବେ…

ଭୁବନେଶ୍ୱରରେ ୧୬ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠାରୁ

ଭୁବନେଶ୍ୱର,୧୪ ।୬(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାମଲା ବଢିଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଆଜି ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଦ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨…

ପୁରୀ ରଥଯାତ୍ରାରେ ହାତୀ ଟାଣିବ ରଥ !

ପୁରୀ,୧୪ ।୬(ଓଡିଶା ଭାସ୍କର): କରୋନା ସଙ୍କଟ ମଧ୍ୟରେ ରଥ ଯାତ୍ରା କିପରି ହେବ, ସେନେଇ କଳ୍ପନାଜଳ୍ପନା ଲାଗି ରହିଛି । ବିନା ଭକ୍ତରେ ପ୍ରଥମଥର ପାଇଁ ଶ୍ରୀଜୀଉଙ୍କ ରଥଯାତ୍ରା ହେବ । କେବଳ ସେବାୟତ ଓ ପୋଲିସ କର୍ମୀମାନେ…

ଫେରିଲେ ବିଜୟ ମହାନ୍ତି

ଭୁବନେଶ୍ୱର,୧୪ ।୬(ଓଡିଶା ଭାସ୍କର): ଓଲିଉଡ଼ର ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା, ନିର୍ମାତା ଓ ନିର୍ଦ୍ଦେଶକ ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ସେ ଆଜି ଭୁବନେଶ୍ୱର ଆସି ପହଞ୍ଚିଛନ୍ତି ।…

ଏହି ଜିଲ୍ଲାରେ ଜୁନ୍ ୩୦ ପର୍ଯ୍ୟନ୍ତ ବଢିଲା ଲକଡାଉନ୍ କଟକଣା, ଜାଣନ୍ତୁ ଟିକ୍ ନିକ୍ ତଥ୍ୟ

ଗଞ୍ଜାମ,୧୪ ।୬(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାର ସବୁଠାରୁ ଅଧିକ ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି । ଗଞ୍ଜାମରେ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପରେ କଡା ପଦକ୍ଷେପ ଗ୍ରହଣ…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୧୪ ।୬(ଓଡିଶା ଭାସ୍କର): ସାରା ରାଜ୍ୟରେ ଏବେ କରୋନା ନିଜର କାୟା ବିସ୍ତାର କରିବାରେ ଲାଗିଲାଣି । ଏନେଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି…

ସାରା ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରଜ ଶୁଭେଚ୍ଛା

ଭୁବନେଶ୍ୱର,୧୪ ।୬(ଓଡିଶା ଭାସ୍କର): ଆଜି ହେଉଛି ପହିଲି ରଜ । ସବୁ ପର୍ବପର୍ବାଣୀର ରାଣୀ ଭାବେ ରଜକୁ ପାଳନ କରାଯାଏ । କିନ୍ତୁ କରୋନା ପାଇଁ ଚଳିତ ବର୍ଷ ରଜ ପର୍ବ ପୁରା ଫିକା ପଡିଯାଇଛି । ରାଜ୍ୟର ୧୧ଟି ଜିଲ୍ଲାରେ…

ବଡ ଖବର: ରାଜ୍ୟରେ ଆଉ ୧୮୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୪ ।୬(ଓଡିଶା ଭାସ୍କର): ସାରା ରାଜ୍ୟରେ ଆଜି ନୂଆ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୧୭୧ ଜଣ…

ଗଞ୍ଜାମରେ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳର

ଗଂଜାମ, ୧୪/୬(ଓଡିଶା ଭାସ୍କର): ଗଞ୍ଜାମରେ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪ ଆକ୍ରାନ୍ତଙ୍କ ମଧ୍ୟରୁ ଅଛନ୍ତି ୩ କୋଭିଡ଼୍ ଯୋଦ୍ଧା । ଚିହ୍ନଟ ହୋଇଥିବା ୪ ଆକ୍ରାନ୍ତଙ୍କ ମଧ୍ୟରୁ ଚିକିଟିରୁ ୨ , ଶେରଗଡ଼ରୁ…