Browsing Category

ରାଜ୍ୟ

ପୁଣି ଗାଈ ପାଟିରେ ଫୁଟିଲା ବୋମା

ଗଞ୍ଜାମ,୬ ।୧(ଓଡିଶା ଭାସ୍କର): ଗଞ୍ଜାମ ଜିଲ୍ଲାରେ ପୁଣି ଗାଈ ପାଟିରେ ଫୁଟିଛି ବୋମା । ଗଞ୍ଜାମ କୁକୁଡାଖଣ୍ଡିରେ ଘଟିଛି ଏହି ଅଘଟଣ । ସୂଚନା ମୁତାବକ, ଗାଈଟି ବିଲରେ ଚରୁଥିବା ବେଳେ ଅଜାଣତରେ ବୋମାଟିକୁ ଖାଇଦେଇଥିଲା ।…

RSPରେ ଗ୍ୟାସ୍ ଲିକ୍ ଘଟଣା: ୨ DGM ନିଲମ୍ବିତ

ରାଉରକେଲା,୬ ।୧(ଓଡିଶା ଭାସ୍କର): ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ ହେବା କାରଣରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଗୁରୁତରମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ମାମଲାରେ ୨ ଜଣ…

ରାଜ୍ୟରେ ନାହିଁ ବାର୍ଡ ଫ୍ଲୁ ଭୂତାଣୁ

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): ଦେଶର ଅନେକ ସ୍ଥାନରେ ବାର୍ଡ ଫ୍ଲୁ’କୁ ନେଇ ଚିନ୍ତା ବଢିଥିବା ବେଳେ ଓଡିଶାରେ ମଧ୍ୟ ପରୀକ୍ଷା ହୋଇଥିଲା । କିନ୍ତୁ ରାଜ୍ୟରେ ପରୀକ୍ଷା ହୋଇଥିବା ୧୧ ହଜାର ନମୁନା ନେଗେଟିଭ୍ ଆସିଛି ।…

୧୦ରୁ ମାଟ୍ରିକ ଫର୍ମ ଫିଲ୍-ଅପ୍‌

ଭୁବନେଶ୍ୱର, ୬ ।୧(ଓଡିଶା ଭାସ୍କର): ରାଜ୍ୟରେ ସ୍କୁଲ ଖୋଲିବା ପାଇଁ ଘୋଷଣା ହେବ ପରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ବାହାରିଛି । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।…

ସିଧାସଳଖ ଓଡିଶା ଆସିବ ଟିକା

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): ଆସନ୍ତା ୧୦ ଦିନ ଭିତରେ ଟିକାକାରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ଟିକାକରଣ ପାଇଁ ଓଡିଶା ସମେତ ୧୯ଟି ରାଜ୍ୟକୁ ସିଧାସଳଖ ଟିକା ଆସିବ ।…

ଚାଷୀ ପାଇଲେ ୪୫୩୮ କୋଟି ଟଙ୍କା: ରଣେନ୍ଦ୍ର

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): କରୋନା ସଙ୍କଟ ମଧ୍ୟରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୬ ଲକ୍ଷ ୪୮ ହଜାର ୪୭୪ ମ୍ୟାଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଯାହାକି ଗତବର୍ଷ ତୁଳନାରେ ୨୪ ପ୍ରତିଶତ ଅଧିକ ରହିଛି ।…

ରାସ୍ତାରେ ଟଙ୍କା ବିଡ଼ା: ମିଳିନାହିଁ ମାଲିକଙ୍କ ପରିଚୟ

ଭୁବନେଶ୍ୱର, ୬ା୧ (ଓଡିଶା ଭାସ୍କର): ରାସ୍ତାରେ ପଡ଼ିଛି ଟଙ୍କା ବିଡ଼ା । ଏକଥା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ରାଜଧାନୀର ଗଙ୍ଗନଗର ଛକରୁ ଦେଢ଼ ଲକ୍ଷ ଟଙ୍କା ପୋଲିସ ଜବତ କରିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ରାଜ୍ୟରେ ଆଜି ୨୩୧ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଶୂନ୍

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): ରାଜ୍ୟରେ ୬ ମାସ ପରେ କରୋନା ମୃତ୍ୟୁ ସଂଖ୍ୟା ଶୂନ୍ ରହିଛି । ୨୪ ଘଣ୍ଟା ମଧ୍ୟରେ କୌଣସି କୋଭିଡ ମୃତ୍ୟୁ ହୋଇନି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଲିଙ୍ଗରାଜ ଦର୍ଶନ: ବୟସସୀମା ନେଇ ହଟିଲା କଟକଣା

ଭୁବନେଶ୍ୱର, ୬ା୧ (ଓଡିଶା ଭାସ୍କର): ଏଣିକି ସର୍ବସାଧାରଣ କରିପାରିବେ ଲିଙ୍ଗରାଜଙ୍କ ଦର୍ଶନ । ଲିଙ୍ଗରାଜଙ୍କ ଦର୍ଶନ ପାଇଁ ପୂର୍ବରୁ ବୟସସୀମା ନେଇ ଲଗାଯାଇଥିବା ପ୍ରତିବନ୍ଧକକୁ ଉଠାଇ ଦିଆଯାଇଛି । ଏଣିକି ସବୁ ବୟସର ଲୋକ…