Browsing Category

ରାଜ୍ୟ

ରାଜ୍ୟରେ ଆଜି ୨୪୫ ପଜିଟିଭ୍ ଚିହ୍ନଟ, ୩ ମୃତ

ଭୁବନେଶ୍ୱର,୧।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ…

IAS ସ୍ତରରେ ବଡ ଧରଣର ଅଦଳବଦଳ

ଭୁବନେଶ୍ୱର,୧ ।୧(ଓଡିଶା ଭାସ୍କର): ଆଇଏଏସ ସ୍ତରରେ ଆଜି ବଡ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ବଳୱନ୍ତ ସିଂ ହୋଇଛନ୍ତି ଓଡିଶା ଖଣି ନିଗମର ଏମଡି । ସେହିପରି କେନ୍ଦ୍ରାପଡାର ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ପୁରୀର…

ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ପୁରୀ,୧ ।୧(ଓଡିଶା ଭାସ୍କର): ଶ୍ରୀକ୍ଷେତ୍ର ଧାମ ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି…

ନୂଆବର୍ଷରେ ୮୪ଟି ନୂଆ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ

ଭୁବନେଶ୍ୱର,୧ ।୧(ଓଡିଶା ଭାସ୍କର): ନୂଆ ବର୍ଷରେ ନୂଆ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ । ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଭିସି ଜରିଆରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୨୭ ଜିଲ୍ଲାକୁ…

ଡ୍ରାଏ ରନ୍ ପାଇଁ ଓଡିଶା ପ୍ରସ୍ତୁତ

ଭୁବନେଶ୍ୱର,୧ ।୧(ଓଡିଶା ଭାସ୍କର): କରୋନାର ନୂଆ ଷ୍ଟ୍ରେନକୁ ନେଇ ଚିନ୍ତା ବଢିଥିବା ବେଳେ ଡଆଏ ରନ୍ ପାଇଁ ପ୍ରସ୍ତୁତ ହୋଇଛି ଓଡିଶା । ରାଜ୍ୟର ୩ ଲକ୍ଷ ୭୦ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ଗ୍ୟାକ୍ସିନ ଦିଆଯିବ । କାଲିଠାରୁ…

ଦାୟିତ୍ୱ ନେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୧ ।୧(ଓଡିଶା ଭାସ୍କର): କରୋନା କଟକଣା ମାନି ଆଜି ଲୋକମାନେ ଘରେ ରହି ନୂଆବର୍ଷ ପାଳନ କରୁଛନ୍ତି । ଏହାରି ମଧ୍ୟରେ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରଦୀପ ଜେନା । ନୂଆବର୍ଷରେ ହିଁ ପ୍ରଦୀପ…

ନୂଆବର୍ଷରେ ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧ା୧ (ଓଡିଶା ଭାସ୍କର): ନୂଆବର୍ଷରେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ନେଇଛନ୍ତି । ୧୯୮୬ ବ୍ୟାଚର ଆଇଏଏସ ଅଫିସର ସୁରେଶ ମହାପାତ୍ର ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ରୂପେ ଦାୟିତ୍ୱ ଗ୍ରହଣ କରିଛନ୍ତି ।…

ଜଷ୍ଟିସ ଏସ.ମୁରଲୀଧର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ, ୧ା୧ (ଓଡିଶା ଭାସ୍କର): ଜଷ୍ଟିସ ଏସ.ମୁରଲୀଧର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ରୂପେ ନିଯୁକ୍ତି ପାଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁରଲୀଧରଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି । ଏନେଇ କେନ୍ଦ୍ର ଆଇନ…

ଓବିସି, ଏସଇବିସି ସଂରକ୍ଷଣ ନେଇ ନବୀନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୩୧ା୧୨ (ଓଡିଶା ଭାସ୍କର): ଅନ୍ୟ ପଛୁଆ ବର୍ଗ (ଓବିସି) ଓ ସାମାଜିକ ଓ ଶିକ୍ଷାଗତ ପଛୁଆ ସମ୍ପ୍ରଦାୟ (ଏସଇବିସି)ଙ୍କୁ ସ୍ଥାନ ସଂରକ୍ଷଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି…

ନାଇଟ କର୍ଫ୍ୟୁ: ରାତି ୮ଟା ପରେ ଗଡ଼ିବନି ମୋ ବସ୍

ଭୁବନେଶ୍ୱର, ୩୧ା୧୨ (ଓଡିଶା ଭାସ୍କର): ନବବର୍ଷ ୨୦୨୧ ପାଳନକୁ ନେଇ ରାଜ୍ୟ ସରକାର ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି । କରୋନାକୁ ଦୃଷ୍ଟିରେ ରଖି ଏହି କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଜାରି…