Browsing Category

ରାଜ୍ୟ

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ପୁଣି ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ଜଣଙ୍କର ମୃତ୍ୟୁ ହୋଇଛି । ଏହି…

ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଲାଗୁ

ପୁରୀ,୨୨ ।୧୧(ଓଡିଶା ଭାସ୍କର): ପୁରୀ ସାକ୍ଷୀଗୋପାଳର କୋପାଳଜୀଉ ମନ୍ଦିର ଚାରିପାଖରେ ୧୪୪ ଧାରା ଜାରି ହୋଇଛି । ମନ୍ଦିର ଚାରିପାଖର ୨୦୦ ମିଟର ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ ହୋଇଛି । ଚନ୍ଦନପୋଖରୀଠାରୁ ସିଦ୍ଧବକୁଳ ଯାଏଁ…

ରାଜ୍ୟରେ ଆଜି ୬୩୮ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୨।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୬୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୩ ଜଣ ଓ…

ଘନୀଭୂତ ହେଉଛି ଲଘୁଚାପ, ୧୨ ଘଣ୍ଟାରେ ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର,୨୨ ।୧୧(ଓଡିଶା ଭାସ୍କର): ଘନୀଭୂତ ହେବାରେ ଲାଗିଛି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ କ୍ଷେତ୍ର । ଆସନ୍ତା ୧୨ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ । ଦକ୍ଷିଣ-ପଶ୍ଚିମ ଆରବ ସାଗରରେ ଅବପାତ…

ରାଜ୍ୟରେ ଖସିଲା ପାରଦ, ବଢ଼ିଲା ଶୀତ

ଭୁବନେଶ୍ୱର,୨୨ ।୧୧(ଓଡିଶା ଭାସ୍କର): ରାଜ୍ୟରେ ଖସିଲା ପାରଦ, ବଢ଼ିଲା ଶୀତ । ୧୧.୪ ଡିଗ୍ରୀ ସହ ସୋନପୁର ହୋଇଛି ରାଜ୍ୟର ଶୀତଳ ସହର । ଏହା ସହ ୧୫ ଡିଗ୍ରୀ ତଳେ ରହିଛି ରାଜ୍ୟର ୪ଟି ସହର । ଝାରସୁଗୁଡ଼ା ୧୩.୪, ଫୁଲବାଣୀ…

୨୪ ଘଣ୍ଟା ମଧ୍ୟରେ ୫୦୧ ମୃତ

ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୯୦ ଲକ୍ଷ ଟପିଛି। ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୩ ହଜାର ୨୨୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୨୦୯ ନୂଆ ଆକ୍ରାନ୍ତ…

ଆଜି ଆଉ ୧୦୧୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୧।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୦୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

୫-ଟି ଅଧୀନକୁ ଆସିଲା ଏମଏସଏମଇ ବିଭାଗ

ଭୁବନେଶ୍ୱର,୨୧।୧୧(ଓଡିଶା ଭାସ୍କର): ୫-ଟି ଅଧୀନକୁ ଆସିଲା ଏମଏସଏମଇ ବିଭାଗ। ଏଣିକି ମିଳିବ ୧୧ ପ୍ରକାର ଅନଲାଇନ ସେବା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ…

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,୨୧ ।୧୧(ଓଡିଶା ଭାସ୍କର): ଆସନ୍ତାକାଲି ଯାଏଁ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । କାଲି ସ୍କୁଲ ବନ୍ଦ ସମ୍ପର୍କିତ ପ୍ରସ୍ତାବ ଆଣିବେ ସରକାରୀ ଦଳ ମୁଖ୍ୟ ସଚେତକ । ଏହି ପ୍ରସ୍ତାବ…

ଭୁବନେଶ୍ୱରରୁ ଆଜି ପୁଣି ୪୬ ପଜିଟିଭ, ୬୮ ସୁସ୍ଥ

ଭୁବନେଶ୍ୱର,୨୨ ।୧୧(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଆଜି ରାଜଧାନୀରୁ ମାତ୍ର ୪୬ କରୋନା ପଜିଟିଭ୍‌…