Browsing Category
ରାଜ୍ୟ
ପୁରୀରେ ହାଜତ ମୃତ୍ୟୁ ଅଭିଯୋଗ
ପୁରୀ,୧୯ ।୧୧(ଓଡିଶା ଭାସ୍କର): ପୁରୀ ବାସେଲିସାହି ଥାନାରେ ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଲୋକନାଥ ରୋଡର ଅଭିଯୁକ୍ତ କେ ରମେଶଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ଥାନାକୁ ଆଣି ରମେଶଙ୍କୁ…
ଖୁସି ଖବର: ରାଜ୍ୟରେ ଆଜି ୧୩୦୩ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୧୮।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୩୦୩କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
ରାଜ୍ୟରେ କାହାକୁ ମିଳିବ ପ୍ରଥମ ଟୀକା ?
ଭୁବନେଶ୍ୱର,୧୭/୧୧(ଓଡିଶା ଭାସ୍କର): କୋଭିଡ ସ୍ଥିତିର ସମୀକ୍ଷା ପରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, 'ସ୍ବାସ୍ଥ୍ୟକର୍ମୀ, ଗର୍ଭବତୀ, ବରିଷ୍ଠ ନାଗରିକଙ୍କୁ…
ପାଟଣାଗଡ ଗଣହତ୍ୟା ମାମଲାର ପର୍ଦ୍ଦାଫାସ, ୭ ଗିରଫ
ପାଟଣାଗଡ,୧୮ ।୧୧(ଓଡିଶା ଭାସ୍କର): ବଲାଙ୍ଗିର ଜିଲ୍ଲା ପାଟଣାଗଡରେ ହୋଇଥିବା ଗଣହତ୍ୟା ମାମଲାର ପର୍ଦ୍ଦାଫାସ୍ ହୋଇଛି । ଏହି ମାମଲାରେ ୭ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । କିନ୍ତୁ ଏବେ ବି ୨…
ଭୁବନେଶ୍ବରରୁ ଦିନକରେ ୫୭ ପଜିଟିଭ୍ ଚିହ୍ନଟ, ୬୦ ଜଣ ସୁସ୍ଥ
ଭୁବନେଶ୍ୱର,୧୮ ।୧୧(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଆଜି ରାଜଧାନୀରୁ ମାତ୍ର ୫୭ କରୋନା ପଜିଟିଭ୍…
ଆସିଲା ବିଧାନସଭାର କରୋନା ଟେଷ୍ଟ ରିପୋର୍ଟ, ଜାଣନ୍ତୁ
ଭୁବନେଶ୍ୱର,୧୮ ।୧୧(ଓଡିଶା ଭାସ୍କର): ଆସନ୍ତା ୨୦ରେ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏନେଇ ବିଧାନସଭାରେ ହୋଇଥିବା ପ୍ରଥମ ଦିନର କରୋନା ଟେଷ୍ଟ ରିପୋର୍ଟ ଆସିଛି । ସେଥିରେ ୨୮ ବିଧାୟକଙ୍କ ନମୁନା…
ଓଡିଶା ପାଇଲା ଶ୍ରେଷ୍ଠ ସମୁଦ୍ର ତଟବର୍ତ୍ତୀ ରାଜ୍ୟ ପୁରସ୍କାର
ଭୁବନେଶ୍ୱର,୧୮ ।୧୧(ଓଡିଶା ଭାସ୍କର): ଶ୍ରେଷ୍ଠ ସମୁଦ୍ର ତଟବର୍ତ୍ତୀ ରାଜ୍ୟ ପୁରସ୍କାର ପାଇଛି ଓଡିଶା । ପୁରସ୍କାର ବାବଦକୁ ରାଜ୍ୟ ସରକାର ୧୦ ଲକ୍ଷ ଟଙ୍କା ପାଇବେ । ଏହି ପୁରସ୍କାର ଘୋଷଣା କରିଛି କେନ୍ଦ୍ର ମତ୍ସ୍ୟ ଓ…
ବିଏମସି କର୍ମଚାରୀଙ୍କ ବ୍ରାଉନ ସୁଗାର ମୋହ !
ଭୁବନେଶ୍ୱର,୧୮ ।୧୧(ଓଡିଶା ଭାସ୍କର): ବ୍ରାଉନ ସୁଗାର ମୋହରେ ଭୁବନେଶ୍ୱର ମହାନିଗର ନିଗମ କର୍ମଚାରୀ । ବ୍ରାଉନ ସୁଗାର ବିକ୍ରି କରୁଥିବା ବେଳେ ରେଡହ୍ୟାଣ୍ଡ ଧରିଛି ଲିଙ୍ଗରାଜ ଥାନା ପୁଲିସ । ଠିକା ପିଅନ ଦିଲ୍ଲୀପ…
ଡିସେମ୍ବର ୧୬ରେ ଶ୍ରୀମନ୍ଦିର ଖୋଲିବାକୁ ପ୍ରସ୍ତାବ
ପୁରୀ,୧୮ ।୧୧(ଓଡିଶା ଭାସ୍କର): ଡିସେମ୍ବର ୧୬ରେ ଶ୍ରୀମନ୍ଦିର ଖୋଲିବାକୁ ପରିଚାଳନା କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଛି । ଶନିବାର ଓ ରବିବାର ମନ୍ଦିର ବନ୍ଦ ରଖିବାକୁ ପ୍ରସ୍ତାବରେ ଉଲ୍ଲେଖ ରହିଛି । ମହାପ୍ରଭୁଙ୍କ…
ହାଇକୋର୍ଟରେ ହାଜର ହେଲେ ଡିଜିପି
କଟକ,୧୮ ।୧୧(ଓଡିଶା ଭାସ୍କର): ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ହାଇକୋର୍ଟରେ ହାଜର ହୋଇଛନ୍ତି ପୋଲିସ ଡିଜିପି ଅଭୟ । ଭିଡିଓ କନଫରେନ୍ସିଂ ଜରିଆରେ ଡିଜିପି କୋର୍ଟରେ ହାଜର ହୋଇଛନ୍ତି । ମାମଲାର…