Browsing Category

ରାଜ୍ୟ

ବଜ୍ରପାତରେ ଚାଲିଗଲା ୨ ଜୀବନ

ଜଗତସିଂହପୁର,୧୮ ।୧୦(ଓଡ଼ିଶା ଭାସ୍କର): ବଜ୍ରପାତରେ ଚାଲିଗଲା ଦୁଇ ଜୀବନ । ନଦୀରେ ଗାଧଉଥିବା ବେଳେ ବଜ୍ରପାତରେ ଦୁଇଜଣ ମୃତ୍ୟୁ ହୋଇଛି। ମୃତକ ବାରେଡ଼ିଆ ଗାଁର ବିଷ୍ଣୁ ଚରଣ ବହାଲିଆ ଓ ପ୍ରମୋଦ ବହାଳିଆ। ଜଗତସିଂହପୁର…

ଭୁବନେଶ୍ୱରୁ ପୁଣି ବାହାରିଲେ ୨୩୩ ପଜିଟିଭ୍

ଭୁବନେଶ୍ୱର,୧୮ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଧଉଳି ଶାନ୍ତି ସ୍ତୁପ

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): କରୋନା ପାଇଁ ଅନେକ ପର୍ଯ୍ୟଟନ ସ୍ଥଳୀ ବନ୍ଦ ହୋଇରହିଥିବା ବେଳେ ଏବେ ସେସବୁ ଧୀରେ ଧୀରେ ଖୋଲିବାରେ ଲାଗିଛି । ଏହାରି ମଧ୍ୟରେ ଦୀର୍ଘ ୭ ମାସର ବ୍ୟବଧାନ ପରେ ଆଜି ପର୍ଯ୍ୟଟକଙ୍କ ପାଇଁ…

କାର୍ଯ୍ୟାନୁଷ୍ଠାନ ଦାବି କଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): ସାଂସଦ ଚନ୍ଦ୍ରାଣୀ ମୁର୍ମୁଙ୍କ ଫେକ୍ ଭିଡିଓ ଭାଇରାଲ ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପ୍ରଦୀପ ମାଝୀ । ପ୍ରଦୀପ କହିଛନ୍ତି ଯେ, ‘ ସେ ଜଣେ…

କାଲିଠୁ ୫ ଦିନ ବର୍ଷିବ! ଜାଣନ୍ତୁ କେଉଁ ଜିଲ୍ଲାରେ ଅଧିକ

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): ୧୯ରେ ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ…

ବର୍ଷାକୁ ନେଇ ସଜାଗ ସରକାର

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): ସମ୍ଭାବ୍ୟ ବର୍ଷାକୁ ନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘୧୯ରୁ ୨୨ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ…

କଂଗ୍ରେସର ଜିଲ୍ଲା ସଭାପତି ନିଯୁକ୍ତ, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କିଏ?

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): କଂଗ୍ରେସର ୩୩ ସାଙ୍ଗଠନିକ ଜିଲ୍ଲା ସଭାପତି ଭାବେ ଆଜି ନିଯୁକ୍ତ କରାଯାଇଛି । ଗଞ୍ଜାମ ପାଇଁ ରମେଶ ଜେନାଙ୍କୁ ଦାୟିତ୍ୱ ମିଳିଥିବା ବେଳେ ଖୋର୍ଦ୍ଧା ପାଇଁ ସୁରେଶ ରାଉତରାୟଙ୍କୁ…

NEET ଟପ୍ପରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): NEET ଟପ୍ପର ସୋଏବ ଅଫତାବଙ୍କ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଫଳତା ପାଇଁ ସୋଏବଙ୍କୁ ଫୋନ୍ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସୋଏବଙ୍କ ଉଜ୍ଜଳ…

ରାଜ୍ୟରେ ୧୪ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୨୦୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ…

ରାଜ୍ୟର ୩୦ ଜିଲ୍ଲାରୁ ୨୦୧୯ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୦୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…