Browsing Category
ରାଜ୍ୟ
କରୋନା କବଜାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍
କଟକ,୬ ।୧୦ (ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀମାନେ ମଧ୍ୟ ଧିରେ ଧିରେ ଏହାର କବଜାକୁ ଆସିବାରେ ଲାଗିଛନ୍ତି । ଏହାରି ମଧ୍ୟରେ…
ପୂର୍ବତନ ସାଂସଦ କାର୍ତ୍ତିକେଶ୍ବର ପାତ୍ରଙ୍କ ପରଲୋକ
ଭୁବନେଶ୍ୱର,୬ ।୧୦ (ଓଡିଶା ଭାସ୍କର): ପୂର୍ବତନ ସାଂସଦ ତଥା ବାଲେଶ୍ବରର ବରିଷ୍ଠ ରାଜନେତା କାର୍ତ୍ତିକେଶ୍ବର ପାତ୍ରଙ୍କ ୭୯ ବର୍ଷ ବୟସରେ ପରଲୋକ ଘଟିଛି । ଅସୁସ୍ଥତା ଯୋଗୁଁ ତାଙ୍କୁ ଆମ୍ବୁଲାନ୍ସରେ ଭୁବନେଶ୍ୱର…
ରାଜ୍ୟରେ ୧୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର,୬ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬…
ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୬୭୩ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,ଭୁବନେଶ୍ୱର,୬ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୬୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…
କୋଇଲା ଦୁର୍ନୀତିରେ ଦିଲ୍ଲୀପ ରାୟ ଦୋଷୀ
ଭୁବନେଶ୍ୱର,୬ ।୧୦(ଓଡିଶା ଭାସ୍କର): କୋଇଲା ଦୁର୍ନୀତିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ପ୍ରଥମ ମନ୍ତ୍ରୀ ଭାବେ କୋଇଲା ଦୁର୍ନୀତିରେ ଦିଲ୍ଲୀପ ରାୟ ଦୋଷୀ ହୋଇଛନ୍ତି । ଦୋଷୀ…
ଶ୍ରୀମନ୍ଦିର ଖୋଲିବା ଦାବିରେ ସେବାୟତଙ୍କ ଧାରଣା
ପୁରୀ ,୬ ।୧୦(ଓଡିଶା ଭାସ୍କର)::ଶ୍ରୀମନ୍ଦିର ଖୋଲିବା ଦାବିରେ ଶ୍ରୀମନ୍ଦିର ଅରୁଣସ୍ତମ୍ଭ ନିକଟରେ ଧାରଣାରେ ବସିଛନ୍ତି ସେବାୟତ । କଟକଣା ମଧ୍ୟରେ ଶ୍ରୀମନ୍ଦିର ଖୋଲାଯିବା ପାଇଁ ସେମାନେ ଦାବି କରିଛନ୍ତି । ପ୍ରତି ୨…
ଖୁସି ଖବର: ରାଜ୍ୟରେ ଆଜି ୪୦୯୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର, ୫ ।୧୦(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
ସାବଧାନ ! ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର,୫ ।୧୦(ଓଡିଶା ଭାସ୍କର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ପ୍ରଭାବରେ ଆଜି ଓ କାଲି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।…
କରୋନା ପାଇଁ ସରକାର ଯୋଗାଇବେ ‘ଫାଭିପିରାଭିର’, ଜାଣନ୍ତୁ କିଏ ଓ କେତେବେଳେ ଖାଇବେ?
ଭୁବନେଶ୍ୱର,୫ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । କରୋନା ଚିକିତ୍ସା ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏସସିବି ମେଡିସିନ…
ଭୁବନେଶ୍ୱରରୁ ପୁଣି ବାହାରିଲେ ୩୧୯ ପଜିଟିଭ୍ , ଜାଣନ୍ତୁ ସୁସ୍ଥ କେତେ?
ଭୁବନେଶ୍ୱର, ୫ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ…