Browsing Category

ରାଜ୍ୟ

କୋଭିଡ ମୁକାବିଲା ନେଇ ଓଡ଼ିଶାକୁ WHOର ପ୍ରଶଂସା

ଭୁବନେଶ୍ୱର, ୩୦/୯(ଓଡିଶା ଭାସ୍କର): କୋଭିଡ ମୁକାବିଲା ନେଇ ଓଡ଼ିଶାକୁ WHO ପ୍ରଶଂସା କରିଛି । କୋଭିଡ ମୁକାବିଲାରେ ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପକୁ ପ୍ରଶଂସା କରାଯାଇଛି। ଏହାସହ GPକୁ ସ୍ବତନ୍ତ୍ର କ୍ଷମତା ଓ…

କରୋନା ସ୍ଥିତି ନେଇ ବିରୋଧୀଙ୍କ ମୁଲତବୀ ନୋଟିସ ଉପରେ ଗୃହରେ ବିବୃତି ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,  ୩୦/୯(ଓଡିଶା ଭାସ୍କର): କରୋନା ସ୍ଥିତି ନେଇ ଗୃହରେ ବିବୃତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ । ବିରୋଧୀଙ୍କ ମୁଲତବୀ ନୋଟିସ ଉପରେ ସ୍ବାସ୍ଥ୍ୟମନ୍ତ୍ରୀ ବିବୃତି ରଖି କହିଛନ୍ତି ଯେ ଅନ୍ୟ ରାଜ୍ୟ…

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୪ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୩୦/୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି  ୩୪୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି ।…

ବଡ଼ ଖବର: ରାଜ୍ୟର ୩୦ ଜିଲ୍ଲାରୁ ୩୪୪୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଳାରୁ କେତେ

ଭୁବନେଶ୍ୱର, ୩୦ା୯(ଓଡ଼ିଶା ଭାସ୍କର): ରାଜ୍ୟର ୩୦ ଜିଲ୍ଲାରୁ ୩୪୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୭ ସଙ୍ଗରୋଧ କେନ୍ଦ୍ରରୁ ଓ ୧୪୨୬ ସ୍ଥାନୀୟ ଅଞ୍ଚଳରୁ ଜଣ…

ସୁପରସୋନିକ କ୍ରିଜ ମିଜାଇଲ ବ୍ରହ୍ମୋସର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର, ୩୦ା୯(ଓଡ଼ିଶା ଭାସ୍କର): ବାଲେଶ୍ୱର ସ୍ଥିତ ଚାନ୍ଦିପୂର କ୍ଷେପଣାସ୍ତ୍ର ଘାଟିରୁ ସୁପରସୋନିକ କ୍ରିଜ ମିଜାଇଲ ବ୍ରହ୍ମୋସର ବ୍ୟବହାରିକ ପରୀକ୍ଷଣ ହୋଇଛି । ସକାଳ ୧୦ଟା ୨୭ରେ ୩ନମ୍ବର ଲଞ୍ଚ ପ୍ୟାଡ଼ରୁ ଏହି ପରୀକ୍ଷଣ…

ଉପରାଷ୍ଟ୍ରପତିଙ୍କ ସୁସ୍ଥତା କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦/୯(ଓଡ଼ିଶା ଭାସ୍କର): ଉପରାଷ୍ଟ୍ରପତିଙ୍କ ସୁସ୍ଥ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ଆଶୁ ଆରୋଗ୍ୟ ସହ ଦୀର୍ଘ ଜୀବନ କାମନା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଗତକାଲି…

ଅକ୍ଟୋବର ୨ରୁ ବିଜେଡିର ଜନସଚେତନ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର, ୨୯/୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ବିଜେଡିର ଜନସଚେତନ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏହି କୋଭିଡ…

ଖୁସି ଖବର: ରାଜ୍ୟରେ ଆଜି ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୯/୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୮୯୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୮୧୪୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ଭୁବନେଶ୍ୱରରୁ ଆଜି ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୯/୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ…