Browsing Category

ରାଜ୍ୟ

କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା, ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୧ା୯(ଓଡ଼ିଶା ଭାସ୍କର): କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଥିଲା । ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି…

ଛୋଟପିଲା କରୋନାରେ ସଂକ୍ରମିତ ହେଲେ କିପରି ଚିକିତ୍ସା କରାଯିବ ସୂଚନା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୧ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଛୋଟ ପିଲା ସଂକ୍ରମିତ ହେଲେ କିପରି ତାର ଚିକିତ୍ସା କରାଯିବ ଓ ଦେଖାରଖା କରାଯିବ ସେନେଇ ପରାମର୍ଶ ଦିଆଯାଇଛି ।…

ବଡ଼ଭାଇର ଆକ୍ରମଣରେ ସାନଭାଇର ମୃତ୍ୟୁ

ବାଲେଶ୍ୱର, ୨୧ା୯(ଓଡ଼ିଶା ଭାସ୍କର): ବାଲେଶ୍ୱର ଜିଲ୍ଲା ସ୍ଥିତ ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ବଡ଼ ଭାଇ ସାନ ଭାଇକୁ ମରଣାନ୍ତକ ଆକ୍ରମଣ କରିଛି । ଯେଉଁଥିରେ ସାନ ଭାଇର…

ପୁଣି ଲଜ୍ଜାଜନକ କାଣ୍ଡ, ୫ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର, ୨୧ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ଚୋରୀ, ଡକାୟତି, ମର୍ଡ଼ର, ଦୁଷ୍କର୍ମ ଭଳି ଜଘନ୍ୟ କାଣ୍ଡ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଟାଙ୍ଗୀ ଥାନା ଅଞ୍ଚଳରେ ଜଣେ ୫ବର୍ଷର ନାବାଳିକାକୁ ଦୁଷ୍କର୍ମ…

କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

କଟକ, ୨୧ା୯(ଓଡ଼ିଶା ଭାସ୍କର): କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଛି । ନିଆଁକୁ ଆୟତ କରିବାରେ ପ୍ରୟାସ ଜାରି ରଖିଛି ଦମକଳ…

ବିଧାନସଭା ପାଇଁ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୨୧ ।୯: ବିଧାନସଭା ଅଧିବେଶନ ନେଇ ବସିବ ସର୍ବଦଳୀୟ ବୈଠକ । ଆସନ୍ତା ୨୫ ତାରିଖରେ ଏହି ସର୍ବଦଳୀୟ ବସିବ ବୋଲି ଜଣାପଡିଛି । ଏନେଇ ଆଜି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବିଧାନସଭା…

ଲଘୁଚାପ ପ୍ରଭାବରେ ଆଜି ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା ରହିବେ ସତର୍କ

ଭୁବନେଶ୍ୱର, ୨୧ା୯(ଓଡ଼ିଶା ଭାସ୍କର): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପଶ୍ଚିମ ଓଡ଼ିଶାର ୭ଟି…

ଆଜି ଓ ଆସନ୍ତାକାଲି ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

କଟକ, ୨୧ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଓଡ଼ିଶା ହାଇକୋର୍ଟର କିଛି କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।…

ମହିଳା କମିସନରେ ହାଜର ହେଲେ ଓଟିଭି ଏମଡି

ଭୁବନେଶ୍ୱର,୨୧ ।୯(ଓଡିଶା ଭାସ୍କର): ରାଜଧାନୀରେ ନାବାଳିକା ଗଣଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହାରି ମଧ୍ୟରେ ଆଜି ମହିଳା କମିସନରେ ହାଜର ହୋଇଛନ୍ତି ଓଟିଭି ଏମଡି ଜାଗୀ ମଙ୍ଗତ ପଣ୍ଡା । ୨୧ ତାରିଖରେ…

ରାଜ୍ୟରେ ୯ ଜୀବନ ନେଲା କରୋନା

ଭୁବନେଶ୍ୱର,୨୧ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୨୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯…