Browsing Category

ରାଜ୍ୟ

ଦୋକାନ ଉପରକୁ ଚଢ଼ିଗଲା ଟ୍ରକ୍, ୪ଗୁରୁତର

ଭୁବନେଶ୍ୱର, ୧୯ା୯(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ସ୍ଥିତ ମେଣ୍ଢାଶାଳ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ଏକାଧିକ ଦୋକାନ ଉପରକୁ ପଥର ବୋଝେଇ ଟ୍ରକ୍ ଚଢ଼ିଯାଇଥିବା ସୂଚନା ମିଳିଛି । ଟ୍ରକ ଚଢ଼ିଯିବା…

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା, ଆଜି ଆଉ ୯ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୧୯ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ,…

ବଡ଼ ଖବର: ରାଜ୍ୟର ୩୦ ଜିଲ୍ଲାରୁ ଆଜି ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୧୯ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୪୧ ଓ ସ୍ଥାନୀୟ ଅଞ୍ଚଳରୁ…

ଅନୁଭବ-ବର୍ଷା ବିବାଦ: ସୁପ୍ରିମକୋର୍ଟ ଗଲେ ବର୍ଷା

କଟକ, ୧୯ା୯(ଓଡ଼ିଶା ଭାସ୍କର): ଓଲିଉଡ଼ ସଫଳ ଅଭିନେତ୍ରୀ ବର୍ଷା ତାଙ୍କ ସ୍ୱାମୀ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାମରେ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗ ଆଣିଛନ୍ତି । ଆଜି ଏହି ମାମଲାରେ…

ଖୁସି ଖବର: ରାଜ୍ୟରେ ଆଜି ୪୧୦୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୮ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ଅକ୍ଟୋବର ୧୨ରୁ ହେବ OJEE ପରୀକ୍ଷା

ଭୁୁବନେଶ୍ୱର,୧୮ ।୯(ଓଡିଶା ଭାସ୍କର): ଅକ୍ଟୋବର ୧୨ରୁ ୧୯ ଯାଏ ରାଜ୍ୟରେ ହେବ ଓଜେଇଇ ପରୀକ୍ଷା । ରାଜ୍ୟ ଓ ରାଜ୍ୟ ବାହାରର ୫୩ କେନ୍ଦ୍ରରେ ଏହି ପରୀକ୍ଷା । ରାଜ୍ୟ ବାହାରେ ରାଞ୍ଚି, ପାଟନା ଓ କୋଲକାତାରେ ବି ପରୀକ୍ଷା…

ଭୁବନେଶ୍ୱରରୁ ନୂଆ ୩୦୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୮ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ…

ଭୁବନେଶ୍ୱରକୁ ଜୁଡିସିଆଲ କମ୍ପେ୍ଲକ୍ସ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭୁବନେଶ୍ୱର,୧୮ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ମୁବାକିଲା ନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହୋଇଯାଇଛି ସାମ୍ବାଦିକ ସମ୍ମିଳନୀ । ଏନଏଚଏମ ନିର୍ଦ୍ଦେଶିକା ଶାଳିନର ପଣ୍ଡିତ କହିଛନ୍ତି ଯେ, ‘କୋଭିଡ…

ସାବଧାନ୍! ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮ ।୯(ଓଡିଶା ଭାସ୍କର): ଆଗାମୀ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୪ଟି ଜିଲ୍ଲା ହେଉଛି- ମାଲକାନଗିରି, କୋରାପୁଟ, ସୁନ୍ଦରଗଡ ଓ କେନ୍ଦୁଝର ।…