Browsing Category
ରାଜ୍ୟ
ମୂର୍ତ୍ତି ଉଚ୍ଚତାକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଜାଣନ୍ତୁ କ’ଣ
କଟକ,୧୬ ।୯(ଓଡିଶା ଭାସ୍କର): ମୂର୍ତ୍ତି ଉଚ୍ଚତାକୁ ବିରୋଧ କରି ହାଇକୋର୍ଟରେ ମାମଲାର ଆଜି ଶୁଣାଣି ହୋଇଛି । ମାମଲାର ଶୁଣାଣି କରି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ‘ପୂଜା କମିଟିଗୁଡିକ ମୂର୍ତ୍ତି ଉଚ୍ଚତା ବିଷୟରେ…
୨୦ରେ ଆସୁଛି ଆଉ ଏକ ଲଘୁଚାପ!
ଭୁବନେଶ୍ୱର,୧୬ ।୯(ଓଡିଶା ଭାସ୍କର): ସେପ୍ଟେମ୍ବର ୨୦ରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରଳବ ବର୍ଷା ବର୍ଷା ହେବାର ସମ୍ଭାବନା ରହିଛି…
ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା
ଭୁବନେଶ୍ୱର, ୧୬ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ମାଲକାନଗିରି ବିଧାୟକ ଆଦିତ୍ୟ…
୨୭ରୁ ହେବ ବିଧାୟକଙ୍କ କୋଭିଡ ଟେଷ୍ଟ
ଭୁବନେଶ୍ୱର,୧୬ ।୯(ଓଡିଶା ଭାସ୍କର): ବିଧାନସଭା ଅଧିବେଶନ ନେଇ ଗାଇଡଲାଇନ୍ ଜାରି କଲା ସ୍ୱାସ୍ଥ୍ୟ ବିଭାଗ । ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକଙ୍କର ହେବ କୋଭିଡ ଟେଷ୍ଟ । ବିଧାୟକଙ୍କ ପିଏସଓ, ଡ୍ରାଇଭରଙ୍କର ମଧ୍ୟ କୋଭିଡ…
ବଡ ଖବର: ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍
କଟକ,୧୬ ।୯(ଓଡିଶା ଭାସ୍କର): କଟକ ଶିଖରପୁର ଲେବୁଲ କ୍ରସିଂରେ ଆଜି ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ତେଲ ନେଇ ଯାଉଥିବା ବେଳେ ଟ୍ରେନଟି ଲାଇନଚ୍ୟୁତ ହୋଇଥିଲା । ବଡ ଦୁର୍ଘଟଣାରୁ ର୍ତେଳ ଟ୍ୟାଙ୍କରଟି ଅଳ୍ପକେ…
ରାଜ୍ୟରେ ୧୧ ଜୀବନ ନେଲା କରୋନା
ଭୁବନେଶ୍ୱର,୧୬ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧…
ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୪୨୭୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୬ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ୪୨୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ…
ବନ୍ୟା କ୍ଷୟକ୍ଷତି ଆକଳନ ପାଇଁ ଆଜି ଆସୁଛନ୍ତି କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର, ୧୬/୯(ଓଡିଶା ଭାସ୍କର): ବନ୍ୟା କ୍ଷୟକ୍ଷତି ଆକଳନ ପାଇଁ ଆଜି କେନ୍ଦ୍ରୀୟ ଟିମ୍ ଆସୁଛନ୍ତି। ୨ଦିନ ଧରି ୪ଜିଲ୍ଲାରେ କ୍ଷୟକ୍ଷତି ଆକଳନ କରିବେ । ଭଦ୍ରକ, ଯାଜପୁର,କେନ୍ଦ୍ରାପଡା ଓ ପୁରୀ ଯାଇ କ୍ଷୟକ୍ଷତି ଆକଳନ…
ଖୁସି ଖବର: ରାଜ୍ୟରେ ଆଜି ୩୭୧୪ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୧୫ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୭୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
ଭୁବନେଶ୍ୱରରୁ ପୁଣି ବାହାରିଲେ ୩୪୨ ପଜିଟିଭ୍
ଭୁବନେଶ୍ୱର, ୧୫ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ…