Browsing Category
ରାଜ୍ୟ
ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା
ଭୁବନେଶ୍ୱର, ୧୪ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବିଜେପି ରାଜ୍ୟ ସଭାପତି ସମୀର…
ଲୋକାୟୁକ୍ତରେ ଆଇଏଏସ୍ ହେମନ୍ତ ଶର୍ମା ହାଜର
ଭୁବନେଶ୍ୱର,୧୪ ।୯: ରାଜ୍ୟ ସ୍ୱାଓ୍ଥ୍ୟ ବିଭାଗର ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଆଜି ଲୋକାୟୁକ୍ତରେ ହାଜର ହୋଇଛନ୍ତି ବରିଷ୍ଠ ଆଇଏଏସ୍ ହେମନ୍ତ କୁମାର ଶର୍ମା । ରାଜ୍ୟ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ…
ରାଜ୍ୟରେ ୧୧ ଜୀବନ ନେଲା କରୋନା
ଭୁବନେଶ୍ୱର,୧୪ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧…
ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪୧୯୮ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର,୧୪ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪,୧୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୬ ଜଣ ଓ…
ପ୍ରବଳ ବର୍ଷା ନେଇ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ କେଉଁ କେଉଁ ଜିଲ୍ଲା
ଭୁବନେଶ୍ୱର, ୧୪/୯(ଓଡିଶା ଭାସ୍କର): ଗତକାଲି ସକାଳେ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି। ଲଘୁଚାପଟି ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ…
ଖୁସି ଖବର: ରାଜ୍ୟରେ ଆଜି ୩୩୬୩ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
ଭୁବନେଶ୍ୱରରୁ ପୁଣି ୩୯୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର, ୧୩ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୯୫ କରୋନା ଆକ୍ରାନ୍ତ ଚିହ୍ନଟ…
ଲଘୁଚାପ ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ଅଧିକ ଘନୀଭୂତ ହେବାର ସମ୍ଭାବନା ମଧ୍ୟ ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାର ସମସ୍ତ ସ୍ଥାନରେ…
ଓଡିଶା କଂଗ୍ରେସ ପ୍ରଭାରୀଙ୍କୁ କରୋନା
ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): କରୋନା ମହାମାରୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ଆଜି ଏହାର କବଜାକୁ ଆସିଛନ୍ତି ଓଡିଶାର କଂଗ୍ରେସ ପ୍ରଭାରୀ ଏ.ଚେଲା କୁମାର । ନମୁନା ପରୀକ୍ଷା ପରେ ତାଙ୍କ ରିପୋର୍ଟ…
ରାଜ୍ୟରେ ୧୦ ଜୀବନ ନେଲା କରୋନା
ଭୁବନେଶ୍ୱର,୧୩ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦…