Browsing Category
ରାଜ୍ୟ
ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୯୧୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୯୧୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୪୮ ଜଣ ଓ ସ୍ଥାନୀୟ…
ଖୁସି ଖବର: ରାଜ୍ୟରେ ଆଜି ୩୨୧୭ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୧୨ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୨୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
ପାଟଣାଗଡ ବିଧାୟକଙ୍କୁ କରୋନା
ପାଟଣାଗଡ,୧୨ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଛି । ଏହାରି ମଧ୍ୟରେ ପାଟଣାଗଡ ବିଧାୟକ ସରୋଜ ମେହେର କରୋନାରେ ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ନେଇ ଖୋଦ୍ ବିଧାୟକ ଟ୍ୱିଟ…
କେନ୍ଦ୍ରାପଡା ବିଧାୟକ କରୋନା ପଜିଟିଭ୍
କେନ୍ଦ୍ରାପଡା,୧୨ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଛି । ଏହାରି ମଧ୍ୟରେ କେନ୍ଦ୍ରପଡା ବିଧାୟକ ଶଶି ଭୂଷଣ ବେହେରା କରୋନାରେ ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ନେଇ ଖୋଦ୍…
ରାମମୂର୍ତ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୨ ।୯(ଓଡିଶା ଭାସ୍କର): ରାୟଗଡା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ମୁଟ୍ଟିକାଙ୍କର ଆଜି ଆଜି ପରଲୋକ ଘଟିଛି । ଆନ୍ଧ୍ରପ୍ରଦେଶର ଏକ ଘରୋଇ ହସ୍ପିଟାଲରେ ରାମମୂର୍ତ୍ତିଙ୍କ ଦେହାନ୍ତ ହୋଇଛି ।…
ଭୁବନେଶ୍ୱରରୁ ପୁଣି ୪୮୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର, ୧୨ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ…
୨୭.୪୨ କୋଟି ଟଙ୍କାର ଓଭରବ୍ରିଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର,୧୨ ।୯(ଓଡିଶା ଭାସ୍କର): ବ୍ରହ୍ମପୁର ସହରର ବହୁ ପ୍ରତୀକ୍ଷିତ ରେଳ ଓଭର ବ୍ରିଜ ଆଜି ଉଦଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…
ଲୋକପ୍ରିୟ ଯାତ୍ରା କଳାକାର ଭିକୁ ସେଠଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): ଲୋକପ୍ରିୟ ଯାତ୍ରା କଳାକାର ମହେନ୍ଦ୍ର ଦାସଙ୍କ ଆଜି ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ମହେନ୍ଦ୍ରଙ୍କ ବିୟୋଗ…
ପୁଣି ହ୍ରାସ ପାଇଲା ପେଟ୍ରୋଲ ଓ ଡିଜେଲ ଦର
ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): ଦେଶ ଓ ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବା ଭଳି ପେଟ୍ରୋଲ ଡିଜେଲ ଦର ମଧ୍ୟ ବୃଦ୍ଧି ପାଉଥିଲା । କିନ୍ତୁ ଏବେ ଲଗାତାର ଭାବେ ତିନି ଦିନ ହେବ ତେଲ ଦର…
କୋଭିଡ଼ ହସ୍ପିଟାଲରେ ଭର୍ତ୍ତି ହେଲେ ନବରଙ୍ଗପୁର ସାଂସଦ
ରାଇଘର, ୧୨ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତ ବଢ଼ି ବଢ଼ି ଚାଲିଥିବା ବେଳେ କରେନା କବଜାକୁ ଆସିଥିଲେ ନବରଙ୍ଗପୁର ସାଂସଦ ରମେଶ ମାଝୀ । ସେ କରେନାରେ ଆକ୍ରାନ୍ତ ଥିବା ବେଳେ ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା…