Browsing Category
ରାଜ୍ୟ
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି!
ଭୁବନେଶ୍ୱର, ୮ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିଛି । କିନ୍ତୁ ଆଜିଠାରୁ ୫ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି…
ପୋଲିସ ଗାଡି ଧକ୍କାରେ ଜିଆରଏସଙ୍କ ମୃତ୍ୟୁ
ମାଲକାନଗିରି,୮ା୯(ଓଡ଼ିଶା ଭାସ୍କର): ମାଲକାନଗିରି ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ପାଙ୍ଗମ ଗ୍ରାମ ନିକଟରେ ଘଟିଛି ଏକ ସଡ଼କ ଦୁର୍ଘଟଣା । ଆଜି ମାଥିଲି ଥାନାର କିଛି ପୋଲିସ ଅଧିକାରୀ ଏକ ବୋଲେରୋ ଯୋଗେ ଆସୁଥିବା ବେଳେ…
ଅନୁଭବ-ବର୍ଷା ବିବାଦ , ଶାଶୁ ଘରେ ରହି ମାମଲା ଲଢ଼ିବେ ବର୍ଷା
କଟକ, ୮ା୯(ଓଡ଼ିଶା ଭାସ୍କର): ଓଲିଉଡ଼ର ସଫଳ ଅଭିନେତ୍ରୀ ବର୍ଷା ତାଙ୍କ ସ୍ୱାମୀ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାମରେ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗ ଆଣିଛନ୍ତି । ଏହି ମାମଲାରେ ଆଜି…
ରାଜ୍ୟରେ ପୁଣି ୧୩ ଜୀବନ ନେଲା କରୋନା
ଭୁବନେଶ୍ୱର,୮ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୪୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩…
ବଡ ଖବର: ଆଜି ରାଜ୍ୟରୁ ୩୪୯୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର,୮ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୪୯୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୯୪ଜଣ ଓ ସ୍ଥାନୀୟ…
କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ,୮ ।୯: କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରବାସୀ ଓଡିଆଙ୍କ ଜୀବନଜୀବିକା ପାଇଁ ପୁର୍ନବାର ‘ଶ୍ରମିକ ସ୍ପେଶାଲ ଟେନ୍’ ଚଳାଚଳ…
ବର୍ଷା ପ୍ରିୟଦର୍ଶନୀଙ୍କୁ ମିଳିଲା ପୋଲିସ ସୁରକ୍ଷା
କଟକ,୮ ।୯(ଓଡିଶା ଭାସ୍କର): ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶନୀଙ୍କ ଘରୋଇଇ ହିଂସାକୁ ନେଇ ଏବେ ସବୁଆଡେ ଚର୍ଚ୍ଚା ଲାଗିରହିଛି । ଅନୁଭବଙ୍କ ଘରେ ବର୍ଷାଙ୍କ ଭିଡିଓଗ୍ରାଫ ପ୍ରସଙ୍ଗରେ ପୁରୀଘାଟ ଥାନାର ଦ୍ୱାରସ୍ଥ…
ରାଜଧାନୀରେ ଗୁଳିମାଡ଼, ଆହତଙ୍କୁ ମେଡ଼ିକାଲରେ ଭର୍ତ୍ତି
ଭୁବନେଶ୍ୱର, ୮/୯(ଓଡିଶା ଭାସ୍କର): ଭୁବନେଶ୍ୱର ସ୍ଥିତ ଖଣ୍ଡିଗିରିରେ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଜଣେ ଅବସରପ୍ରାପ୍ତ ସେନା ଅଧିକାରୀ ତାଙ୍କ ପଡୋଶୀଙ୍କୁ ଗୁଳିମାଡ଼ କରିଥିବା ଥାନାରେ ଅଭିଯୋଗ ହୋଇଛି। ପରେ…
ଖୁସି ଖବର: ରାଜ୍ୟରେ ଆଜି ୩୦୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୭ା୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୦୩୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୯୯୩୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…
ଭୁବନେଶ୍ୱରରୁ ଆଜି ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ
ଭୁବନେଶ୍ୱର, ୭ା୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି…